2024

ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି ବିଜେଡି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଅମର ଶତପଥୀଙ୍କ ସହ ବିଜେଡି ଧୋକା କରିଛି। ଏହାସହ ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ…

୬ଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବେ ଶପଥ ଗ୍ରହଣ; ମିଳିବ ମା’ଙ୍କୁ ପେନସନ, ପିଲାଙ୍କୁ ବୃତ୍ତି

ଜଳେଶ୍ବର: ଚାଲିଛି ଛକାପଞ୍ଝା । ବିରୋଧୀ ଶାସକଙ୍କ ନାଁ ନେଇ ଶାସକ ବିରୋଧୀଙ୍କ ନାଁ ନେଇ । ଉଠୁଛି ପଡୁଛି ପ୍ରଚାର ମଇଦାନ । ଆରୋପ, ପ୍ରତ୍ୟାରୋପ ଆଉ ପ୍ରତିଶ୍ରୁତି, ଏହାରି ଉପରେ ବିଭିନ୍ନ ଦଳ ଭୋଟ ଅପିଲ୍ କରୁଛନ୍ତି ।…

ଆସାମ ଓ ମିଜୋରାମରେ ବାତ୍ୟା ରେମାଲ ପ୍ରଭାବ; ୨୪ ମୃତ, ୭ ନିଖୋଜ

ବାତ୍ୟା ରେମାଲ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍ କରିଥିଲେ ମଧ୍ୟ ଏହାର ପ୍ରଭାବ ଆସାମ ଓ ମିଜୋରାମ ପଡିଛି। ବାତ୍ୟା ପ୍ରଭାବରେ ଲଗାଣ ବର୍ଷା କାରଣରୁ ଏହି ଦୁଇ ରାଜ୍ୟରେ ଜୀବନହାନୀ ସହ କ୍ଷୟକ୍ଷତି ଘଟିଛି। ସୂଚନା ଅନୁସାରେ, ଗତ…

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆରଏମଏସ, ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଆଇଆଇଟି କାନପୁରର ପୂର୍ବତନ ଛାତ୍ର ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ୧୯୮୮ ବ୍ୟାଚ୍ ଅଧିକାରୀ ଅଟନ୍ତି । ଦୀର୍ଘ ଦଶନ୍ଧିର…

ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ICICI ବ୍ୟାଙ୍କ ଉପରେ ଲାଗିଲା ୧ କୋଟିର ଜୋରିମାନା, YES ବ୍ୟାଙ୍କ ଦେବ ୯୧ ଲକ୍ଷ ଟଙ୍କା

ଦେଶର ଦୁଇ ପ୍ରତିଷ୍ଠିତ ଘରୋଇ ବ୍ୟାଙ୍କ ଉପରେ ମୋଟା ଅଙ୍କର ଜୋରିମାନା ଲଗାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ ବା ଆରବିଆଇ। ନିୟମ ଉଲ୍ଲଙ୍ଘନ କରି ଦୁଇ ବ୍ୟାଙ୍କ କାର୍ଯ୍ୟ କରୁଥିଲେ। ଏଥିପାଇଁ ଆରବିସିଆଇ ପକ୍ଷରୁ ICICI ବ୍ୟାଙ୍କ ଉପରେ ୧ କୋଟି…

ପ୍ରଶାନ୍ତ ଜଗଦ୍ଦେବ ଇଭିଏମ ଭାଙ୍ଗିବା ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍

ଭୁବନେଶ୍ବର: ସାମ୍ନାକୁ ଆସିଲା ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ମାମଲାର ସିସିଟିଭି ଫୁଟେଜ୍ । ରଚାଯାଇଥିଲା ବଡ ଷଡଯନ୍ତ୍ର । ଏହାକୁ ନେଇ ନିଜ ସୋସିଆଲ ମିଡିଆରେ ଭିଡିଓ ଜାରି କଲେ ସାଂସଦ ଅପରାଜିତା । ଯେଉଁଥିରେ କି ପ୍ରଶାନ୍ତ ଇଭିଏମ୍…

‘ବିଜେଡି ଆସିଲେ ନୂଆ-ଓ ଛାତ୍ରବୃତ୍ତି ରାଶି ବୃଦ୍ଧି କରାଯିବ, ପୁଅ ପାଇବେ ୧୨ ଓ ଝିଅ ପାଇବେ ୧୪ ହଜାର ଟଙ୍କା’

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅଧୀନ ବେତନଟୀରେ ବିଜେଡି ବରିଷ୍ଠ ନେତା ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର । ଆୟୋଜିତ ଜନସଭାକୁ ସମ୍ବୋଧିତ କରିଛନ୍ତି ପାଣ୍ଡିଆନ । ସେଠାରୁ ସେ ସିଧା ସଳଖ ବିଜେପିକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…

ଆପ୍‌ ନେତ୍ରୀ ଆତିଶୀଙ୍କୁ କୋର୍ଟ ସମନ

ବଢ଼ିଲା ଆପ୍‌ ନେତ୍ରୀ ତଥା ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଆତିଶୀଙ୍କ ଅଡ଼ୁଆ। ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ହାଜର ହେବାକୁ ସମନ କରିଛନ୍ତି। ଦିଲ୍ଲୀ ବିଜେପିର ମିଡିଆ ମୁଖ୍ୟ ପ୍ରବୀଣ ଶଙ୍କର କପୁର ରୁଜୁ କରିଥିବା ମାନହାନୀ କେସ୍‌ରେ କୋର୍ଟ…

‘ବିଜେପିକୁ ଭୋଟ୍ ଦିଅନ୍ତୁ, ଓଡ଼ିଆ ସନ୍ତାନକୁ ମୁଖ୍ୟମନ୍ତ୍ରୀ କରାଯିବ’

ଭଦ୍ରକ: ଭଦ୍ରକ ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଏହି ସମୟରେ ଜନସଭାକୁ ସମ୍ବୋଧିତ କରି ନବୀନ ସରକାର ଉପରେ ଗର୍ଜିଛନ୍ତି ଶାହା । ସେ କହିଛନ୍ତି ଯେ, ନବୀନ ଜଣେ ତାମିଲ ଲୋକକୁ…