2024

ସାଇବର ଠକେଇକୁ ନେଇ ଓଡିଶା ପୋଲିସ୍ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର : ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌ ଭାବେ କାମ କଲେ ମଧ୍ୟ ସବୁବେଳେ ଚୋର ପୋଲିସକୁ ଭୁଆଁ ବନେଇ ତା କାମ ହାସଲ କରି…

ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର: ଅଂଶୁଘାତ ନେଲାଣି ୪ ଜୀବନ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ଘଟିଛି । ଢେଙ୍କାନାଳ, ବାଲେଶ୍ବରରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ବେଳେ, ମୟୂରଭଞ୍ଜରୁ ୨ ଜଣଙ୍କର ମୃତ୍ୟୁ ଘଟିଛି ।…

ଚଳଚଞ୍ଚଳ ରଥଖଳା: ମୋଟ ୪୨ଟି ଚକ ମଧ୍ୟରୁ ୧୬ଟି ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ରଥଖଳା । ୧୮ଦିନରେ ପହଁଚିଛି ରଥ ନିର୍ମାଣ କାର୍ଯ୍ୟ l ତିନି ରଥ ନାହାକା ଅଖର ଉଭୟ ପାର୍ଶ୍ଵ ଗୋଲେଇ ସହ ମାଠେଣୀ କାର୍ଯ୍ୟ ଶେଷ ହୋଇଛି । ତିନି ରଥର ମୋଟ ୪୨ଟି ଚକ ମଧ୍ୟରୁ…

ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତଙ୍କ ଭୂମିକା ନାହିଁ ; ଅପରାଜିତା

ଭୁବନେଶ୍ବର: ‘ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ କୌଣସି ଭୂମିକା ନାହିଁ । ଦୁଇ ତିନି ଘଣ୍ଟା ଭିତରେ ସାର୍ବଜନୀନ ହେବ ସିସିଟିଭି ଫୁଟେଜ୍ ।’ କିଛି ଏମିତି କହି ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ବର୍ଷିଛନ୍ତି ସାଂସଦ ଅପରାଜିତା ମହାନ୍ତି ।…

ଭୁବନେଶ୍ବରରୁ ସିଧା ମାଲେସିଆ, ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ବର: ଭୁବନେଶ୍ବରରୁ ମାଲେସିଆ, ଏବେ ଉଡିବ ବିମାନ । ଭୁବନେଶ୍ବର ବିମାନବନ୍ଦରରୁ ମାଲେସିଆ କୁଆଲାଲମ୍ପୁର ବିମାନବନ୍ଦର ମଧ୍ୟରେ ସିଧାସଳଖ ବିମାନ ସେବା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ସେବା ବିମାନ ସଂସ୍ଥା ଏୟାର ଏସିଆ ପକ୍ଷରୁ ପ୍ରଦାନ କରାଯିବ…

ଛାତରେ ଶୋଇଥିବାବେଳେ ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ

ବରଗଡ଼ : ଛାତ ଉପରେ ମୃତଦେହ । ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ । ଶୋଇଥିବା ଅବସ୍ଥାରେ ଗଳା ଚିପି ହତ୍ୟା କରିଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଭେଡେନ ବ୍ଲକ ସହଁରାଟିକ୍ରା ଗାଁରୁ। ମୃତକ ମଙ୍ଗନିଆଁ…

ଏଥର ଓଡ଼ିଶାରେ ବିଜେପି ସରକାର : ମୋଦୀ

ନୂଆଦିଲ୍ଲୀ: ଆସନ୍ତାକାଲି ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦଳୀୟ ପ୍ରାର୍ଥୀଙ୍କ ପାଇଁ ୩ଟି ଜନସଭାକୁ ସମ୍ବୋଧିତ କରିବେ ମୋଦୀ । ହେଲେ ଗସ୍ତ ପୂର୍ବରୁ ଖବର ସରବରାହ ସଂସ୍ଥା ଏଏନଆଇ (ANI)କୁ ସ୍ବତନ୍ତ୍ର ସାକ୍ଷାତକାରରେ ମୋଦୀ…

ଖଲ୍ଲିକୋଟ ବିଜେପି କର୍ମୀ ହତ୍ୟା ମାମଲା: ଗିରଫ ହେଲେ ଆଉ ୩ ଜଣ ଅଭିଯୁକ୍ତ

ଛତ୍ରପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସା, ରକ୍ତରଞ୍ଜିତ ହୋଇଥିଲା ଖଲ୍ଲିକୋଟ ରାସ୍ତା । ବ୍ୟାନର ମରା ପ୍ରସଙ୍ଗକୁ ନେଇ ଗତ ୧୫ ତାରିଖରେ ବିଜେପି କର୍ମୀ ଦିଲ୍ଲୀପ ପାହାନାଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିଲା । ଏହାକୁ ନେଇ ଆଉ…

ବିଜେଡି କର୍ମୀଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ ଅଭିଯୋଗ

ଯାଜପୁର : ବିଜେଡି ରାଲି ବେଳେ କର୍ମୀମାନଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ । ଯାଜପୁର ଜିଲ୍ଲା ଧର୍ମଶାଳା ଠାରେ ବିଜେଡି କର୍ମୀଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ରାଲି ଯାଉଥିବା ବେଳେ ଏକ ସ୍କର୍ପିଓ…

ବିଜେପି ନେତାଙ୍କ ହାତକୁ ପଥରରେ ଛେଚି ଦେଲେ ବିଜେଡି କର୍ମୀ

ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ଆଜି ହୋଇଛି ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ତୋଟାପଡ଼ାରେ ତାଙ୍କ ଉପରେ ହୋଇଛି ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ସହିତ ତାଙ୍କର ୫ ସାଥୀଙ୍କ ଉପରେ ହୋଇଛି ଆକ୍ରମଣ।…