2024

ବୈଭବ କୁମାରଙ୍କ ଜାମିନ ଶୁଣାଣି ବେଳେ କାନ୍ଦିଲେ ସ୍ୱାତୀ ମାଲିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ଶଚିବ ବୈଭବ କୁମାରଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଆଜି କୋର୍ଟରେ କାନ୍ଦିଛନ୍ତି ଆପ୍ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲ। ବୈଭବ କୁମାରଙ୍କ ଜାମିନ ଆବେଦନର ଶୁଣାଣି ସମୟରେ ମାଲିୱାଲ କାନ୍ଦିବା ସହ ପୂରୁଣା…

ନବୀନ ବାବୁଙ୍କୁ ପାଣ୍ଡିଆନ ମୁଣ୍ଡଜାମିନ୍‌ ରଖିଛନ୍ତି: ହେମନ୍ତ ବିଶ୍ୱଶର୍ମା

ନବୀନ ବାବୁଙ୍କୁ ଭି.କେ ପାଣ୍ଡିଆନ ମୁଣ୍ଡ ଜାମିନ୍‌ ରଖିଛନ୍ତି। ଆଜି ଏପରି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ପାଟକୁରାରେ ଆୟୋଜିତ ନିର୍ବାଚନୀ ସଭାରେ ସେ ଏମିତି କହିଛନ୍ତି। ବିଶ୍ୱଶର୍ମା କହିଛନ୍ତି, ଏ ରାଜ୍ୟକୁ ଯଦି ଭଲ…

ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଳୀ: ଏଥର ଶୀଘ୍ର ଆସିବ ମୌସୁମୀ । ଆଗାମୀ ୫ ଦିନ ଭିତରେ କେରଳ ଛୁଇଁପାରେ ମୌସୁମୀ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ସଂସ୍ଥା (ଆଇଏମ୍‌ଡି) । ମୌସୁମୀ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି ।…

ଲୁହାରଡ଼ ବୋଝେଇ ଟ୍ରକ୍‌ରୁ ୩.୭୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ

ସୁବର୍ଣ୍ଣପୁର: ଚାଲାକି କରି ଲୁହାରଡ ତଳେ ରଖି ଚାଲୁଥିଲା ଗଞ୍ଜେଇ ଚାଲାଣ । ହେଲେ ଧରିଦେଲା ପୋଲିସ ।ଏଭଳି କିଛି ଘଟଣା ଆସିଛି ସୁବର୍ଣ୍ଣପୁର ଜିଲ୍ଲାରୁ । କଣ୍ଟାମାଳରୁ ମଧ୍ୟପ୍ରଦେଶ ଚାଲାଣ ବେଳେ କୁଞ୍ଜ ଛକରୁ ଲୁହାରଡ଼ ବୋଝେଇ ଟ୍ରକ୍‌ରୁ ୩.୭୫…

ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ସମ୍ପନ୍ନ

ପୁରୀ : ପବିତ୍ର ଭଉଁରୀ ତିଥିରେ ଚକା ଡେରା ନୀତି ପାଳିତ ହେବାକୁ ଥିବାରୁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି । ସେଥିପାଇଁ ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ତିନି ରଥର ମୁଖ୍ୟ ବିଶ୍ଵକର୍ମା ସେବକଙ୍କ…

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା; ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କଲେ ବିଜେପି କର୍ମୀ

ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ତାତିଲେ ବିଜେପି କର୍ମୀ । ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କରି ବିଧାୟକଙ୍କୁ ଛାଡିବା ପାଇଁ ଦାବି ରଖିଲେ । ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ସ୍ଥାନୀୟ ବିଧାୟକ ଜିତୁ ମିତ୍ରଙ୍କ ସମେତ ଶତାଧିକ…

ବରମୁଣ୍ଡା ଅଞ୍ଚଳରେ ସ୍କର୍ପିଓ ଉପରକୁ ବୋମା ଫିଙ୍ଗି ଦୁର୍ବୃତ୍ତ ଫେରାର

ଭୁବନେଶ୍ୱର : ବରମୁଣ୍ଡା ଅଞ୍ଚଳରେ ହୋଇଛି ବୋମା ମାଡ଼ | ସ୍କର୍ପିଓ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଛନ୍ତି ଦୁର୍ବୃତ୍ତ | 4 ଜଣ ଦୁର୍ବୃତ୍ତ ବାଇକ ଯୋଗେ ଆସି ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି | ସୂଚନା ଅନୁସାରେ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ପୁଣି ଉଡ଼ିଲା ଡ୍ରୋନ୍

ପୁରୀ: ପୁଣି ପଦାରେ ପଡ଼ିଛି ଶ୍ରୀମନ୍ଦିରର ଢିଲା ସୁରକ୍ଷା ବ୍ୟବସ୍ଥା। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶସ୍ତ ପରିକ୍ରମା ମାର୍ଗ ଉପରେ ଉଡ଼ୁଛି ଡ୍ରୋନ୍। ଏହି ଘଟଣାରେ ଭକ୍ତ ମହଲରେ ପୁଣି ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀମନ୍ଦିର ପରିସର କିମ୍ବା ଏହା…

ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର

ଭୁବନେଶ୍ବର: ଚଳିତ ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପ୍ରସଙ୍ଗ ନେଇ ପରସ୍ପରଙ୍କୁ ଆରୋପ ଲଗାଉଛନ୍ତି ।ସେହିପରି ଆଜି ପ୍ରେସମିଟ କରି ବିଜେପି ଚାଷୀଙ୍କ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ଚାଷୀଙ୍କ ପ୍ରତି ବିଶ୍ୱାସଘାତ କରିଛି…

୩୪୮ ପ୍ରାର୍ଥୀଙ୍କ ନାଁରେ ମାମଲା, ନିର୍ବାଚନ ଲଢ଼ୁଛନ୍ତି ୪୧୨ କୋଟିପତି

ଭୁବନେଶ୍ବର: ପ୍ରକାଶ ପାଇଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ । ୧୪୭ ବିଧାନସଭାର ମୋଟ୍ ୧୨୮୫ ପ୍ରାର୍ଥୀଙ୍କୁ ନେଇ ଏଡିଆର୍‌ ଆଜି ରିପୋର୍ଟ ପ୍ରକାଶ କରିଛି। ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରେ ୩୨% ଅର୍ଥାତ୍‌ ୪୧୨ ଜଣ କୋଟିପତି ପ୍ରାର୍ଥୀ ରହିଛନ୍ତି। ଯେଉଁଥିରେ…