2024

ବାତ୍ୟା ରେମାଲ ପାଇଁ କୋଲକାତାରୁ ୯ ଘଣ୍ଟା ବିମାନ ଚଳାଚଳ ବନ୍ଦ

ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ରେମାଲ’ । ଯାହାର ପ୍ରଭାବ ସିଧା ପଶ୍ଚିମବଙ୍ଗ ଉପରେ ପଡ଼ିବ । ଫଳରେ ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । କୋଲକାତା ବିମାନ ବନ୍ଦର ପକ୍ଷରୁ ଆଜି ମଧ୍ୟରାତ୍ରରୁ ୯ ଘଣ୍ଟା…

ପୁଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ନକ୍ସଲ ନିପାତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବେ ଅସାନ୍ତ ହୋଇପଡ଼ିଛି। ଲଗାତାର ଛତିଶଗଡ଼ ପୁଲିସକୁ ନକ୍ସଲ ଦମନରେ ସଫଳତା ମିଳୁଛି। ଆଜି ନକ୍ସଲ ବନ୍ଦ ପାଳନ କରୁଥିବା ବେଳେ ଅନ୍ୟପଟେ ପୁଲିସ ଏନକାଉଣ୍ଟରରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଛନ୍ତି। ବିଶେଷ ସୂତ୍ରରୁ…

ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି: ବିଜେଡି

ଭୁବନେଶ୍ଵର: ନିର୍ବାଚନ ଯୋଗୁଁ ବିରୋଧୀ ମିଛ ଓ ଭୁଲ ତଥ୍ୟ ଦେଇ ଭ୍ରମ ସୃଷ୍ଟି କରୁଛନ୍ତି । ଶକ୍ତିର ଆବଶ୍ୟକତା ବଢିଲେ ଦେଶର ବିକାଶ ହୁଏ । ମେକ ଇନ୍ ଓଡିଶା ପରି କାର୍ଯ୍ୟକ୍ରମ ଦ୍ୱାରା ଶିଳ୍ପ ଆସୁଛି । ମାଗଣା…

୨୯ରେ ଓଡ଼ିଶା ଆସିବେ ଖଡ୍‌ଗେ, ୩୦ରେ ରାହୁଲ ଗାନ୍ଧି

ନିର୍ବାଚନ ପ୍ରଚାର ପାଇଁ ପୁଣି ଥରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖଡ୍‌ଗେ ଓ ସାଂସଦ ରାହୁଲ୍‌ ଗାନ୍ଧି। ଖଡ୍‌ଗେ ଦୁଇଟି ସଭା କରିବେ ଓ ରାହୁଲ ଗୋଟିଏ ଜନସଭାରେ ଉଦ୍‌ବୋଧନ ଦେବେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ…

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ: ପାସ୍ ହାର ୯୬.୦୭ ପ୍ରତିଶତ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା…

ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ରେମାଲ

ବଙ୍ଗୋପସାଗରରେ ଭୟଙ୍କର ହେଉଛି ବାତ୍ୟା ‘ରେମାଲ । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇଛି । ପଶ୍ଚିମବଙ୍ଗର ସାଗର ଦ୍ବୀପରୁ ୨୭୦ କିମି ଦୂରରେ ରହିଛି । ମଧ୍ୟରାତି ସୁଦ୍ଧା ବାଂଲାଦେଶର ଖେପୁପରା ଓ ଏହା ନିକଟ ପଶ୍ଚିମବଙ୍ଗର…

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ୨୮ରେ ଓ ୨୯ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୮ରେ ଶ୍ରୀ ଶାହ ୩ଟି ଜନସଭାକୁ ସମ୍ବୋଧନକୁ କରିବେ। ଚାନ୍ଦବାଲି, କୋରୋଇ ଓ ନିମାପଡ଼ାରେ ନିର୍ବାଚନୀ ସଭାକୁ…

ରେବ୍‌ ପାର୍ଟିରେ ଚଢ଼ାଉ: ଅଭିନେତ୍ରୀଙ୍କ ସମେତ ୮ ଜଣଙ୍କୁ ନୋଟିସ୍‌

କିଛି ଦିନ ତଳେ କର୍ଣ୍ଣାଟକ ପୁଲିସ ଏକ ରେବ୍‌ ପାର୍ଟି ଉପରେ ଚଢ଼ାଉ କରି ଏହାର ପର୍ଦ୍ଦାଫଶ କରିଥିଲା। ଏହି ମାମଲାରେ ଏବେ ଜଣେ ଅଭିନେତ୍ରୀ ଫଶିଥିବା ସୂଚନା ମିଳିଛି। କର୍ଣ୍ଣାଟକ ପୁଲିସ ଜଣେ ତେଲୁଗୁ ଅଭିନେତ୍ରୀଙ୍କ ସମେତ ୮ ଜଣଙ୍କୁ…

‘ତୃତୀୟ ପର୍ଯ୍ୟାୟ ପରେ ପୁଣି ଥରେ ସରକାର ଗଢିସାରିଲାଣି ବିଜେଡି’

ଭୁବନେଶ୍ବର: ବିଜେପିର ପ୍ରଶ୍ନବାଣକୁ କଡା ଉତ୍ତର ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ କ’ଣ କରିଛନ୍ତି ତାହା ଓଡିଶାର ଲୋକ ଜାଣିଛନ୍ତି । ବିଜେପି କେବଳ ଅପପ୍ରଚାର କରି କୁମ୍ଭୀର କାନ୍ଦଣା କାନ୍ଦୁଛି । ଶନିବାର ଓଡିଶା ଗସ୍ତରେ…

ଭୀଷଣ ରୂପ ନେଇଛି ବାତ୍ୟା ‘ରେମାଲ’: ଓଡ଼ିଶାର ୫ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ସାରିଥିବା ବେଳେ ଆହୁରି ତୀବ୍ର ରୂପ ଧାରଣ କରି ମଧ୍ୟରାତ୍ରରେ ବାଂଲାଦେଶର ମଙ୍ଗଲାରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ…