2024

କର୍ଣ୍ଣାଟକ ସେକ୍ସ ଭିଡିଓ ସ୍କାଣ୍ଡାଲ; ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ କେନ୍ଦ୍ରର କାରଣ ଦର୍ଶାଅ ନୋଟିସ୍

କର୍ଣ୍ଣାଟକ ସେକ୍ସ ଭିଡିଓ ସ୍କାଣ୍ଡାଲରେ ଜଡିତ ସାଂସଦ ପ୍ରଜ୍ଜ୍ୱଳ ରେଭେନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଇଲା କେନ୍ଦ୍ର। ଆଜି ବୈଦେଶିକ ମନ୍ତ୍ରଣାଳୟ ସାଂସଦ ରେଭାନ୍ନାଙ୍କୁ ନୋଟିସ୍ ପଠାଯାଇଛି। ଏହି ମାମଲା ଉପରେ କାରଣ ଦର୍ଶାଇବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେକ୍ସ ଭିଡିଓ…

ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ କଥା ନେଇ ବିରୋଧୀଙ୍କ ଅପପ୍ରଚାର ନିନ୍ଦନୀୟ : କାର୍ତ୍ତିକ ପାଣ୍ଡିଆନ

ନବୀନ ବାବୁଙ୍କ ସ୍ବାସ୍ଥ୍ୟ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ମୁଖ୍ୟ ନିର୍ବାଚନ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ। କହିଛନ୍ତି ନବୀନ ବାବୁଙ୍କ ସ୍ବାସ୍ଥ୍ୟ କଥା ନେଇ ଅପପ୍ରଚାର କରୁଛନ୍ତି ବିରୋଧୀ । ନବୀନ ବାବୁଙ୍କ ପରି ମହାନ ଜନନେତାଙ୍କୁ ଅସମ୍ମାନ କରୁଛନ୍ତି…

ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୬ ଆହତ

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି। ସୂଚନାନୁସାରେ, ଗଞ୍ଜାମର ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ରାସାୟନିକ କାରଖାନାରେ…

ଯଦି ମୁଁ ଜେଲରୁ ନିର୍ବାଚନ ଲଢେ ୭୦ରୁ ୭୦ ଆସନ ଜିତିବୁ: ଅରବିନ୍ଦ କେଜ୍ରିୱାଲ

ଲୋକସଭା ନିର୍ବାଚନ ନେଇ ଚାଲିଥିବା ମାହୋଲ ମଧ୍ୟରେ ବିଧାନସଭା ନିର୍ବାଚନକୁ ନେଇ ଦମ୍ଭୋକ୍ତି ବାଢିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ କହିଛନ୍ତି, ଯଦି ମୁଁ ଆଗାମୀ ବିଧାନସଭା ନିର୍ବାଚନ ଯାଏ ଜେଲରେ ରୁହେ, ତଥାପି ଆମ୍ ଆଦମି ପାର୍ଟି(ଆପ୍) ଦିଲ୍ଲୀରେ…

ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ଆସନ୍ତାକାଲି ହେବ ମତଦାନ

ଭୁବନେଶ୍ୱର: ରାଜ୍ୟର ୬ଟି ଲୋକସଭା କ୍ଷେତ୍ର (ଭୁବନେଶ୍ବର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର) ସମେତ ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲି ମତଦାନ ନିମନ୍ତେ ପୋଲିଂ ପାର୍ଟିମାନେ ଆଜି ଦ୍ୱିତୀୟ ଦିନରେ ବୁଥ୍‌ ଅଭିମୁଖେ ଯାତ୍ରା କରିଛନ୍ତି। ଭୁବନେଶ୍ୱର (ମଧ୍ୟ)ରେ ୨୦୦ଟି…

୨୬ ବର୍ଷ ପରେ ବିନା ହିଂସାରେ ନକ୍ସଲ ଅଞ୍ଚଳରେ ଭୋଟ ଗ୍ରହଣ : ଡିଜିପି

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଏନେଇ ସମସ୍ତ ପ୍ରସ୍ତୁତି ଉପରେ ସୂଚନା ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ସେ କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହୋଇଛନ୍ତି ମୋଟ ୩୫ ହଜାର ପୋଲିସ ।…

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି…

ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ

ଭୁବନେଶ୍ବର: ଓଡିଶା ଗସ୍ତରେ ସ୍ମ୍ରିତି ଇରାନୀ । ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ । ରାଜ୍ୟର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଓଡିଶାରେ ଏଥର ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଘନଘନ…

ଏମରଜେନ୍ସି ଲ୍ୟାଣ୍ଡିଂ ବେଳେ ଖାତରେ ଖସି ପଡ଼ିଲା ହେଲିକପ୍ଟର

କେଦାରନାଥ ଧାମକୁ ଯାଉଥିଲେ ୫ ଯାତ୍ରୀ, ଖାତରେ ଖସି ପଡ଼ିଲା ହେଲିକପ୍ଟର । ସେହି ସମୟରେ ହେଲିକପ୍ଟରରେ ଜଣେ ପାଇଲଟଙ୍କ ସହିତ ୫ ଜଣ ଯାତ୍ରୀ ଥିଲେ। ମାତ୍ର ସୌଭାଗ୍ୟବଶଃତ ସମସ୍ତେ ସୁରକ୍ଷିତ ଥିବା ଜଣାଯାଇଛି। ଯାତ୍ରୀମାନେ କେଦାରନାଥ ଧାମକୁ ହେଲିକପ୍ଟରରେ…

ରବିବାର ପଶ୍ଚିମବଙ୍ଗରେ ସ୍ଥଳଭାଗ ଛୁଇଁବ ବାତ୍ୟା ରେମାଲ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏକ ସାମୁଦ୍ରିକ ବାତ୍ୟା ‘ରେମାଲ’ରେ ରୂପାନ୍ତରିତ ହୋଇ ରବିବାର (୨୬ ମେ’) ମଧ୍ୟରାତ୍ରିରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପଡ଼ା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର…