2024

ରିଗିଂ ସନ୍ଦେହ କରି ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ବର: ସିଏପିଏଫ ମୁତୟନ ପାଇଁ ଅପରାଜିତାଙ୍କ ଚିଠି । ଭୋଟ ରିଗିଂ ରୋକିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣି ଅଫିସରଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ। ସେ ଏହି ଚିଠିରେ ଲେଖିଛନ୍ତି, ଦୁଇ ଜଣ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ବ୍ୟବହାର…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ

ପୁରୀ ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ବରିଷ୍ଠ ଆଇଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଆଜି ଶ୍ରୀମନ୍ଦିର ଯାଇ…

୨୬ରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି…

କାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍; ୫୮ ଲୋକସଭା ସିଟ୍‌ ପାଇଁ ହେବ ମତଦାନ

ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଆଠଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାଧିକାର ସାବ୍ୟସ୍ତ କରିବେ ଭୋଟର । ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ…

ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର

ରାଇରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ…

ପିପିଲି-ଆଠଗଡ଼ରେ ପୁଣି ନିର୍ବାଚନୀ ହିଂସା: ୯ରୁ ଅଧିକ ଆହତ, ୩ ଜଣ ଅଟକ

ପୁରୀ/କଟକ: ନିର୍ବାଚନ ପୂର୍ବରୁ କଟକ ଏବଂ ପୁରୀରେ ପ୍ରାକ ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ଏବଂ କଟକ ଆଠଗଡ଼ରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ପିପିଲି ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର…

ଗତ ୧୦ ବର୍ଷ ମଧ୍ୟରେ କିଛି ବି କାମ କରିନାହାନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର : ପ୍ରଣବ

ଭୁବନେଶ୍ୱର : ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିପକ୍ଷ ଦଳ ମଧ୍ୟରେ ତର୍କବିତର୍କ ଦେଖିବାକୁ ମିଳୁଛି। ଉଭୟ ଦଳ ଉଭୟଙ୍କୁ ର୍ଟାଗେଟ୍‌ କରିବାରେ ଲାଗିଛନ୍ତି। ଏହି ସମୟରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି…

ଚଳଚଞ୍ଚଳ ହୋଇଛି ରଥଖଳା

ପୁରୀ : ଚଳଚଞ୍ଚଳ ହୋଇଛି ରଥଖଳା। ନିର୍ମାଣ ଚାଲିଛି ମହାପ୍ରଭୁଙ୍କ ରଥ କାର୍ଯ୍ୟ। ନୃସିଂହ ଚତୁର୍ଦ୍ଦଶୀ ଅବସରରେ ରଥ ନିର୍ମାଣ ପରମ୍ପରାର କୋଣଗୁଜ ଅନୁକୂଳ ହୋଇଥିଲା। ଶ୍ରୀଜିଉମାନଙ୍କର ଯାତଭୋଗ ସରିବା ପରେ ତୁଳସୀ ମାଳ ଓ ଫଳକ ଅନାବରଣ କରି ରୂପକାର…

ବିଜେପିରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର

ଖୋର୍ଦ୍ଧା : ବିଜେପିରେ ସାମିଲ୍ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର। ଖାଲି ସାମିଲ୍‌ ହୋଇନାହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର କରିଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ବିରାଟ୍‌ ରୋଡ୍‌ ଶୋ’ରେ ସେ ସାମିଲ୍…

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ ତାଙ୍କ…