2024

ଅଟକିଛି ଆର୍‌ଏମ୍‌ସି ନିର୍ବାଚନ ବିକାଶ ଦେଖୁନି ସହରର ୧୩୨ ବସ୍ତି, ବାସ କରୁଛନ୍ତି ୪୦ ହଜାର ପରିବାର

ରାଉରକେଲା: ରାଉରକେଲା ଏନ୍‌ଏସିରୁ ପୌରପାଳିକା ଓ ପରେ ମହାନଗର ନିଗମ ଘୋଷଣା ହେଲା। ୱାର୍ଡ ସଂଖ୍ୟା ୪୦କୁ ବୃଦ୍ଧି ପାଇଲା। ଆର୍‌ଏମ୍‌ସି ଅଧୀନରେ ମୋଟ ୧୩୨ ବସ୍ତି ରହିଛି। ବସ୍ତିରେ ୪୦, ୪୮୦ ପରିବାରରେ ମୋଟ ଲୋକସଂଖ୍ୟା ହେଉଛି ୧,୬୪, ୮୬୦…

ଏବେ ଛକ ଛକରେ ଜଗିଛନ୍ତି ପୁଲିସ

ଭୁବନେଶ୍ବର : ନିର୍ବାଚନ ଓ ସହର ମଧ୍ୟରେ ଘଟୁଥିବା ବିଭିନ୍ନ ଅପରାଧକୁ ପ୍ରତିହତ କରିବା ପାଇଁ ଭୁବନେଶ୍ୱର-କଟକ ଦ୍ୱୈତ ନଗରୀର ପୁଲିସ କମିଶନର ଓ ଭୁବନେଶ୍ୱର ଡିସିପିଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ସହରାଞ୍ଚଳ ପୁଲିସ ଜିଲ୍ଲା ତରଫରୁ ଗତକାଲି ସନ୍ଧ୍ୟାରେ କ୍ୟାପିଟାଲ…

ଓଡ଼ିଶାରେ 5-T ନୁହେଁ, ଗୋଟିଏ T ଚାଲିଛି; ତାହା ହେଉଛି ‘ତାମିଲନାଡୁ’: ହିମନ୍ତ ବିଶ୍ୱଶର୍ମା

କେନ୍ଦୁଝର : ଓଡ଼ିଶାରେ 5-T ନୁହେଁ, ଗୋଟିଏ T ଚାଲିଛି। ସେହି Tର ଅର୍ଥ ହେଉଛି ‘ତାମିଲନାଡୁ’। ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ଭି.କେ. ପାଣ୍ଡିଆନ୍‌ଙ୍କୁ ଆଜି ଏମିତି ଢଙ୍ଗରେ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପ୍ରଚାର ସରିଲା: ଶନିବାର ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୪.୪୮ଲକ୍ଷ ଭୋଟର

ଭୁବନେଶ୍ବର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ…

୨୬ ଓ ୨୭ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା!

ଭୁବନେଶ୍ବର : ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ଓ ୨୭ ତାରିଖରେ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ‍ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ…

ଛୁରୀ ଦେଖାଇ ୪ଲକ୍ଷ ଲୁଟିନେଲେ

ବଲାଙ୍ଗୀର : ଛୁରୀ ଦେଖାଇ ୪ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ପୁଟୁଳାତଳେଇ ନାଲ ନିକଟରେ। ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ଅନୁଯାୟୀ ପୁତୁଳାତଳେଇ ଗାଁର ଜଗବନ୍ଧୁ ଘିବେଲା ଆଜି ଚାନ୍ଦୋତରା ଷ୍ଟେଟ…

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୭ ନକ୍ସଲ ନିପାତ

ମାଲକାନଗିରି: ଛତିଶଗଡ଼ର ବସ୍ତର ଅଞ୍ଚଳରେ ନକ୍ସଲମାନଙ୍କର ଆତଙ୍କ ଶେଷ ହେଉ ନାହିଁ। ନକ୍ସଲମାନେ ସବୁବେଳେ ଗ୍ରାମାଞ୍ଚଳରେ କ୍ଷତିକରିବାକୁ ଉଦ୍ୟମ କରୁଛନ୍ତି। ଏହାରି ମଧ୍ୟରେ ସୁରକ୍ଷାକର୍ମୀଙ୍କୁ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାବଳଙ୍କ ଗୁଳିରେ ୭ ଜଣ ନକ୍ସଲ ନିପାତ ହୋଇଛନତି। ଦନ୍ତେୱାଡା ଏସ୍‌ପି…

ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା

କରଞ୍ଜିଆ: କେନ୍ଦୁଝର ଜିଲ୍ଲା କରଞ୍ଜିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର କରିଛନ୍ତି। ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଶ୍ରାମ ଦେଇ ବିଜେପି ସରକାର ଓଡ଼ିଶାରେ…

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର: ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନରଙ୍କ ତରଫରୁ ସତର୍କ ସୂଚନା ଜାରି କରାଯାଇଛି। ଏସ୍‌ଆରସି ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ଭାବିତ ବାତ୍ୟାର ଗତିପଥ ନେଇ ରିପୋର୍ଟ ଆସିଛି।…

୧୦ମାସ ପରେ ଜେଲରୁ ବାହାରିଲେ ଛତ୍ରପୁରର ପୂର୍ବତନ ବିଧାୟକ

ଭୁବନେଶ୍ବର: ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଜାମିନ ମିଳିବା ପରେ ଜେଲରୁ ବାହାରିଛନ୍ତି । ଗଂଜାମ ଜିଲ୍ଲା ଛତ୍ରପୁରର ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀ ଦୀର୍ଘ ୧୦ମାସ ପରେ ଜେଲରୁ ବାହାରିଛନ୍ତି। ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍ ତୃତୀୟ ୨୦୨୩ ଜୁଲାଇ…