2024

ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସିଲେ ଅଗ୍ନିବୀରଙ୍କୁ ଉଚ୍ଛେଦ କରିବେ: ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ବୁଧବାର କହିଛନ୍ତି ଯେ ଯଦି ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସେ ତେବେ ଅଗ୍ନିବୀର ସାମରିକ ନିଯୁକ୍ତି ଯୋଜନାକୁ ଉଚ୍ଛେଦ କରି ଡଷ୍ଟବିନ୍‌ ରେ ଫିଙ୍ଗି ଦିଆଯିବ। ଲୋକସଭା ନିର୍ବାଚନ ପାଇଁ ହରିୟାଣାରେ ନିଜର ପ୍ରଥମ…

ବଙ୍ଗୋପସାଗରରେ ଲଘୁଚାପ, ଝଡ଼ବର୍ଷା ନେଇ ୨୪ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର :ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ୨୫ ତାରିଖ ସଂଧ୍ୟା…

ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ: ପାଣ୍ଡିଆନ୍

ନୟାଗଡ଼:ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିଛନ୍ତି । ନୟାଗଡ଼ରେ ଆୟୋଜିତ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ବି.ଏସ୍‍.କେ.ୱାଇ, ମିଶନଶଶକ୍ତି, ୫ଟି…

୨୦୧୦ ଠାରୁ ମିଳିଥିବା ସବୁ ଓବିସି ପ୍ରମାଣପତ୍ରକୁ ରଦ୍ଦ କରି ଦେଲେ ହାଇକୋର୍ଟ

ଗୋଟିଏ ବଡ଼ ରାୟ ଦେଇଛନ୍ତି କଲିକତା ହାଇକୋର୍ଟ। ପଶ୍ଚିମବଙ୍ଗରେ ୨୦୧୦ ମସିହା ଠାରୁ ଜାରି ହୋଇଥିବା ସମସ୍ତ ଅନ୍ୟ ପଛୁଆ ବର୍ଗ(ଓବିସି) ପ୍ରମାଣପତ୍ରକୁ ଆଜି ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି। ଏହାର ଅର୍ଥ ଉକ୍ତ ପ୍ରମାଣପତ୍ର ଦେଖାଇ ଆଉ ଚାକିରି ମିଳିବ…

‘ଅପରାଜିତା ଯେଉଁ କାମ କରିଛନ୍ତି ତାହ ସରପଞ୍ଚ ସ୍ତରର କାମ’ : ପାଣ୍ଡିଆନ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାରେ ଆଜି ନିର୍ବାଚନୀ ପ୍ରଚାର କରିଛନ୍ତି । ହେବାଳି ପଡ଼ିଆରେ ଆଜି ଏକ ଜନସଭାକୁ ସମ୍ବୋଧନ କରି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି । ଏହି ସମୟରେ ଭୁବନେଶ୍ୱର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀଙ୍କୁ…

ନିର୍ବାଚନ ପରିଚାଳନା ପାଇଁ କମିଶନରେଟ ପୋଲିସର କସରତ, ଲଞ୍ଚ୍ ହେଲା ୨ଟି ଆପ୍

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବରରେ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ କମିଶନରେଟ ପୋଲିସର କସରତ। ଭୁବନେଶ୍ବରରେ ମୁତୟନ ହେବେ ୧୫ ପ୍ଲାଟୁନ ପୋଲିସ ଓ ୧୨ କମ୍ପାନୀ CAPF । ଜୟଦେବ ନିର୍ବାଚନ ମଣ୍ଡଳୀ ରେ ୧୬୯ ଟି ସ୍ଥାନ…

ବିଜେପି ଓ କଂଗ୍ରେସକୁ କଡ଼ା ଚେତାବନୀ ଦେଲେ ନିର୍ବାଚନ କମିଶନ

ଦେଶରେ ୫ଟି ପର୍ଯ୍ୟାୟର ମତଦାନ ଶେଷ ହୋଇଯିବା ପରେ ନିର୍ବାଚନ କମିଶନ ବିବାଦୀୟ ଭାଷଣକୁ ନେଇ ଆଜି ଅସନ୍ତୋଷ ପ୍ରକାଶ କରିଛନ୍ତି। କ୍ଷମତାସୀନ ବିଜେପି ଓ ଦେଶର ପ୍ରମୁଖ ବିରୋଧୀ କଂଗ୍ରେସକୁ କମିଶନ କଡ଼ା ଚେନାବନୀ ଦେଇଛନ୍ତି। ଦୁଇ ଦଳର ଷ୍ଟାର…

ବସ ଯାତ୍ରୀଙ୍କ ନିକଟରୁ ଲୁଟିବା ଅଭିଯୋଗରେ ୫ ଲୁଟେରା ଗିରଫ, ୨୦ହଜାର ଟଙ୍କା ଓ ୫ ମୋବାଇ ଜବତ

ଭୁବନେଶ୍ୱର: ବସ ଯାତ୍ରୀ ମାନଙ୍କ ନିକଟରୁ ବେଆଇନ ଟଙ୍କା ଏବଂ ମୋବାଇଲ ଫୋନ ଆଦାୟ କରିବା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତ ଗିରଫ। ସୂଚନା ଅନୁଯାୟୀ ନାବାର୍ଡ ବସ ରହଣି ସ୍ଥଳ ନିକଟରେ ଅଭିଯୁକ୍ତ ମାନେ କୃତ୍ରିମ ଭିଡ ସୃଷ୍ଟି କରି ବସ…

ଯେକୌଣସି ମୁହୂର୍ତ୍ତରେ ଗିରଫ ହୋଇପାରନ୍ତି ତେଜସ୍ବୀ ଯାଦବ: କେଜ୍ରିୱାଲ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ମେ ୨୫ରେ ଦିଲ୍ଲୀର ସାତୋଟି ଆସନରେ ମତଦାନ ଅନୁଷ୍ଠିତ ହେବ। ସେପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ ଦାବି କରିଛନ୍ତି। ଆମ୍ ଆଦମୀ ପାର୍ଟିର ସଂଯୋଜକ କେଜ୍ରିୱାଲ ବୁଧବାର କହିଛନ୍ତି…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ…