କାନାଡାରୁ ଆସିଥିଲା ଧମକପୂର୍ଣ୍ଣ ମେଲ୍, ସ୍ପଷ୍ଟ କଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ବର: ସ୍ଥାନୀୟ ଲୋକସେବା ଭବନରେ ଗତମାସ ୨୯ ତାରିଖ ଠାରୁ ଡିସେମ୍ବର ୧ ତାରିଖ ଯାଏଁ ଆୟୋଜିତ ୩ଦିନିଆ ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କର ୫୯ତମ ସର୍ବଭାରତୀୟ ସମ୍ମିଳନୀ ପୂର୍ବରୁ ଓ ସମ୍ମିଳନୀ ସମୟରେ ଧମକପୂର୍ଣ୍ଣ ମେଲ ଆସିଥିଲା। ଏହି ଧମକପୂର୍ଣ୍ଣ ମେଲ୍ କାନାଡା ଓ ଆମେରିକାରୁ…
