ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର
ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଅଠରାଙ୍ଗ ଗାଁରେ ଏହି ଘଟଣା ଘଟିଛି। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ…
ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଅଠରାଙ୍ଗ ଗାଁରେ ଏହି ଘଟଣା ଘଟିଛି। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ…
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ ହୋଇଛି। ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ ହୋଇଛି।…
ଭୁବନେଶ୍ବର : ରାଜ୍ୟରେ ଚାଲିଥିବା ବିଜେଡି ଶାସନ ବିରୋଧରେ କେନ୍ଦୁଝର ଓ ପର୍ଜଙ୍ଗରେ ରଣହୁଙ୍କାର ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ୍ଙ୍କ ଉପରେ ମନଇଚ୍ଛା ବର୍ଷିଛନ୍ତି। ଆଉ କହିଛନ୍ତି, କୌଣସି ତାମିଲ…
ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍ଚାର୍ଜ ହୋଥଛନ୍ତି। ଡିସ୍ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ ଖୋଲିଛନ୍ତି। ପ୍ରଦୀପ କହିଛନ୍ତି, ଗୋଷାଣୀ ନୁଆଁଗାଁର ୧୩୨ ନମ୍ବର ବୁଥରେ ଇଭିଏମ ଠିକ୍ରେ ସିଲ…
ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି,…
ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି।…
ନୂଆଦିଲ୍ଲୀ: ୩ହଜାର ଲୋକଙ୍କ ଜୀବନ ନେଇଥିବା ସଂକ୍ରମିତ ରକ୍ତ ଦୁର୍ନୀତିର ହେଲା ପର୍ଦ୍ଦାଫାଶ। ୭୦ ଓ ୮୦ ଦଶକରେ ସଂକ୍ରମିତ ରକ୍ତ ନେଇ ବ୍ରିଟେନରେ ଅନେକ ଲୋକ ଏଚଆଇଭି ଓ ହେପାଟାଇଟିସ୍ ଦ୍ବାରା ସଂକ୍ରମିତ ହୋଇଥିଲେ। ୩୦,୦୦୦ଲୋକ ସଂକ୍ରମିତ ହୋଇଥିବା ବେଳେ…
ନୂଆଦିଲ୍ଲୀ: ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ ବିଜେପି ଏବଂ କଂଗ୍ରେସ ମଧ୍ୟରେ ବାକ୍ ଯୁଦ୍ଧ ଆରମ୍ଭ ହୋଇଛି। ମଧ୍ୟପ୍ରଦେଶରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀ ଏବଂ ଇତିହାସକୁ ନେଇ ଏକ ନୂଆ ରାଜନୈତିକ ଉତ୍ତେଜନା ଆରମ୍ଭ ହୋଇଛି।…
ନୂଆଦିଲ୍ଲୀ : ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନୀଷ ସିସୋଦିଆଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳି ନାହିଁ। ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ହାଜତ ଅବଧିକୁ ପୁଣି ବୃଦ୍ଧି କରିଛନ୍ତି। ଏବେ ସେ…
କୋଲକାତା : ପଶ୍ଚିମବଙ୍ଗର ବିଜେପି ଲୋକସଭା ପ୍ରାର୍ଥୀ ଅଭିଜିତ ଗଙ୍ଗୋପଧ୍ୟାୟଙ୍କୁ ନିର୍ବାଚନ ଆୟୋଗଙ୍କ ଛାଟ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେନି ଗଙ୍ଗୋପାଧ୍ୟାୟ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରତି ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଏହି କାର୍ଯ୍ୟନୁଷ୍ଠାନ ନେଇଛନ୍ତି…