2024

ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ

ଭୁବନେଶ୍ବର: ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଗତକାଲି ରାତି ୧୧ଟା ୩୦ ସୁଦ୍ଧା ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ ହୋଇଛି। ଦେଶରେ ମୋଟ୍ ୬୦. ୦୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରମାଣ ମାଗିଲେ ଅପରାଜିତା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରମାଣ ମାଗିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱର ସାଂସଦ ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ବେଳେ ଅପରାଜିତ ଏହାର ପ୍ରମାଣ ମାଗିଛନ୍ତି। ଅପରାଜିତା ଷଡ଼ଙ୍ଗୀ…

ଦେଖାଗଲାନି ଛାଇ; ଆଜି ଶୂନ୍ୟ ଛାୟା ଦିବସ

ଭୁବନେଶ୍ବର : ଆଜି ଶୂନ୍ୟ ଛାୟା ଦିବସ। ଆଜି ଦିନ ୧୧ଟା ୪୩ରେ ଶୁନ୍ୟ ଛାୟା ସମୟ ରହିଥିଲା । ବର୍ଷରେ ଏପରି ୨ ଦିନ ଅଛି, ଯେବେ ଦିନ ଦ୍ୱିପ୍ରହରରେ ମଧ୍ୟ କିଛି କ୍ଷଣ ପାଇଁ ଛାଇ ଦେଖାଯାଏ ନାହିଁ।…

ଓଡ଼ିଶାରେ ସବୁ ଅଛି, କିନ୍ତୁ ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ନାହାନ୍ତି: ଅମିତ ଶାହ

ସମ୍ବଲପୁର : ‘ଓଡ଼ିଶାରେ ସବୁ ଅଛି, କିନ୍ତୁ ଗୋଟିଏ ଜିନିଷର ଅଭାବ ରହିଛି। ଓଡ଼ିଶା ପାଇଁ ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ନାହାନ୍ତି। କଥା ଦେଉଛି, ବିଜେପି ସରକାର ଗଠନ କଲେ ଓଡ଼ିଶା ପାଇଁ ଜଣେ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ।’ ସମ୍ବଲପୁରରେ…

କ୍ଷମା ପ୍ରାର୍ଥନା କଲେ ସମ୍ବିତ; ୩ ଦିନ ଉପବାସ ରହି ପଶ୍ଚାତାପ କରିବେ

ପୁରୀ : ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ଏକ ଶବ୍ଦ ତାଙ୍କ ପାଟିରୁ ବାହାରି ଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା। ଏହାକୁ ନେଇ…

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

(କଟକରୁ ମାନସ କୁମାର ନାୟକ) : କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି ପଛୁଆ ହୋଇ ରହିଯାଇଛି। ଯଦି ବିଜେଡି ଓଡ଼ିଶାକୁ କିଛି…

ମୁଖ୍ୟମନ୍ତ୍ରୀଙ୍କୁ ୩ଟି ଗିଫ୍ଟ ଦିଅନ୍ତୁ ପ୍ରଧାନମନ୍ତ୍ରୀ; ଜାଣନ୍ତୁ କେଉଁ ଗିଫ୍ଟ କଥା କହିଲେ କାର୍ତ୍ତିକ ପାଣ୍ଡିଆନ୍‌‌

ମାହାଙ୍ଗା: ଓଡ଼ିଶାକୁ ପ୍ରଚାର କରିବାକୁ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେଡି ସରକାର ଉପରେ ବର୍ଷିବା ପରେ ଜବାବ ରଖିଛନ୍ତି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ମାହାଙ୍ଗାରେ ଏହାର ଜବାବ…

ଅହମ୍ମଦାବାଦ ବିମାନବନ୍ଦରରୁ ୪ ଆଇଏସଆଇଏସ ଆତଙ୍କୀ ଗିରଫ

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନବନ୍ଦରରୁ ୪ ଜଣ ଆଇଏସଆଇଏସ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଗିରଫ ୪ ଆତଙ୍କବାଦୀ ଶ୍ରୀଲଙ୍କାର ନାଗରିକ ବୋଲି ଜଣାପଡ଼ିଛି। ଗୁଜରାଟ ଆଣ୍ଟି ଟେରର ସ୍କ୍ବାଡ୍‌(ଏଟିଏସ୍‌) ସେମାନଙ୍କୁ ଗିରଫ କରିଛି। ତେବେ କେଉଁ ମାମଲାରେ ସେମାନଙ୍କୁ ଗିରଫ କରାଯାଇଛି ସେନେଇ…

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ।…

ପୁରୁଣା ପୋଷ୍ଟ ପାଇଁ କଙ୍ଗନାଙ୍କୁ ଜୋରଦାର ବିରୋଧ, ପଥର ମାଡ଼

ନୂଆଦିଲ୍ଲୀ : ଅଭିନେତ୍ରୀରୁ ରାଜନେତ୍ରୀ ବନି ବିଜେପି ଟିକେଟରୁ ନିର୍ବାଚନ ଲଢ଼ୁଥିବା କଙ୍ଗନା ରାଣାୱତଙ୍କୁ ଜୋରଦାର ବିରୋଧ। ହିମାଚଳର ମଣ୍ଡିରୁ ପ୍ରାର୍ଥୀ ହୋଇଥିବା କଙ୍ଗନାଙ୍କୁ ସ୍ଥାନୀୟ ଲୋକ ଓ କଂଗ୍ରେସ କର୍ମୀମାନେ ଲାହାଉଲ ଏବଂ କାଜା ଠାରେ କଳା ପତାକା ପ୍ରଦର୍ଶିତ…