2024

ଇଡିର ନୂଆ ଦାବି: ନିୟମ ଉଲ୍ଲଙ୍ଘନ କରି ବିଦେଶରୁ କୋଟି କୋଟି ଟଙ୍କା ପାଇଛି ଆପ୍‌

ନୂଆଦିଲ୍ଲୀ:ଦିଲ୍ଲୀ ଓ ପଞ୍ଜାବର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍‌) ୨୦୧୪ରୁ ୨୦୨୨ ମଧ୍ୟରେ ବିଦେଶରୁ ୭.୦୮ କୋଟି ଟଙ୍କାର ପାଣ୍ଠି ପାଇଛି। ବିଦେଶୀ ଅନୁଦାନ ଗ୍ରହଣ କରିବା ବେଳେ ଆପ୍‌ Foreign Contribution Regulation Act (FCRA), ଜନ ପ୍ରତିନିଧି ଆଇନ…

ମେଟ୍ରୋ କୋଚରେ କେଜ୍ରିୱାଲଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ବାର୍ତ୍ତା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ଧମକ। ମେଟ୍ରୋ ଟ୍ରେନର ଏକାଧିକ କୋଚରେ କେଜ୍ରିୱାଲଙ୍କୁ ଧମକ ଦେଇ ଲେଖାଯାଇଛି ମେସେଜ। ସୋଶାଲ ମିଡିଆରେ ମଧ୍ୟ ଉକ୍ତ ଧମକପୂର୍ଣ୍ଣ ବାର୍ତ୍ତାର ଫଟୋ ଭାଇରାଲ ହେବାରେ ଲାଗିଛି। ପୁଲିସ୍‌ର କହିବା କଥା ଯେ…

ମଧ୍ୟପ୍ରାଚ୍ୟରେ ପୁଣି ଅସ୍ଥିରତା, ୭୫,୦୦୦ ଟପିପାରେ ସୁନା

ନୂଆଦିଲ୍ଲୀ: ଇରାନ ଓ ଇସ୍ରାଏଲ ମଧ୍ୟରେ ଗତ ମାସରେ ଦେଖାଦେଇଥିବା ଉତ୍ତେଜନା ଯୋଗୁଁ ସୁନା ଦର ବଢିଚାଲିଥିଲା । କିନ୍ତୁ ଏହି ଉତ୍ତେଜନା ହ୍ରାସ ପାଇବା ପରେ ସୁନା ଦରବୃଦ୍ଧିରେ ଲଗାମ ଲାଗିଥିଲା । କିନ୍ତୁ ଏବେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ…

ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା, ଭାରତରେ ମଇ ୨୧ରେ ଦିନିକିଆ ଶୋକ ପାଳନ କରାଯିବ

ତେହେରାନ: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ ଘୋଷଣା କରାଯାଉଛି । ଇରାନର ରାଷ୍ଟ୍ରପତି ଭବନରେ ଥିବା ତାଙ୍କ ଚେୟାରକୁ କଳା କପଡ଼ାରେ ଢାଙ୍କି ଦିଆଯାଇଛି। ଏହାର…

୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍ ଭ୍ୟାନ୍, ୧୮ ମୃତ

ରାୟପୁର : ଛତିଶଗଡ଼ର କବୀରଧାମ ଜିଲ୍ଲା କବର୍ଧାର ବହପାଣି ଅଞ୍ଚଳରେ ସୋମବାର ଏକ ପିକ୍‌ଅପ୍ ଭ୍ୟାନ୍ ରାସ୍ତାରୁ ୨୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୧୮ ଜଣଙ୍କ ମୃତ୍ୟ ଘଟିଛି। ଏଥିରେ ଆହୁରି ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତମାନେ…

ଦିନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ…

ଲାଇନରେ ଛିଡା ହୋଇ ଭୋଟ ଦେଲେ ସାଂସଦ ପ୍ରାର୍ଥୀ ଜୁଏଲ ଓରାମ

ରାଉରକେଲା :ସୁନ୍ଦରଗଡ ଜିଲ୍ଲା ବଣାଇଁ ନିର୍ବାଚନ ମଣ୍ଡଳୀର ଲହୁଣୀପଡ଼ା ବ୍ଲକ କଲେଇପୋଷ ପଞ୍ଚାୟତ କେନ୍ଦୁଡିହ ଗ୍ରାମରେ ସାଂସଦ ପ୍ରାର୍ଥୀ ଜୁଏଲ ଓରାମ ନି ପରିବାର ସଦସ୍ୟଙ୍କ ସହିତ ମତଦାନ କରିଛନ୍ତି। ସକାଳୁ ସକାଳୁ ଗାଧୁଆ ପାଧୁଆ ସାରି ପରିବାର ସହ ଆଦିବାସୀ…

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର : ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ,…

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର : ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ…

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…