2024

ସର୍ବ ସମ୍ମୁଖରେ ଅଟୋ ଚାଳକଙ୍କୁ ଛୁରୀ ଭୁଷି ହତ୍ୟା

ବରଗଡ଼ : ମତଦାନ କେନ୍ଦ୍ରକୁ ଭୋଟରଙ୍କୁ ଧରି ଅଟୋରେ ଯାଉଥିଲେ। ହେଲେ ବିଚ୍‌ ରାସ୍ତାରେ ତାଙ୍କୁ ଅଟକାଇ ଛୁରୀ ଭୁଷି ହତ୍ୟା କଲେ ନିଶାସକ୍ତ ଯୁବକ। ଆଜି ଏପରି ବୀଭତ୍ସ ହତ୍ୟାକାଣ୍ଡ ବରଗଡ଼ ଜିଲ୍ଲାରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ…

ଭଞ୍ଜନଗରରେ ନିର୍ବାଚନୀ ହିଂସା: ବୁଥ୍ ରିଗିଂ ଅଭିଯୋଗ

ଭଞ୍ଜନଗର:ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥ୍‌ରେ ନିର୍ବାଚନୀ ହିଂସା ଘଟିଛି। ବୁଥ୍‌ରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ବିଜେପି କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବିଜେଡ଼ିକର୍ମୀମାନେ ବୁଥ୍ ରିଗିଂ…

ପଲ୍‌ସରକୁ ପିଟି ଦେଲା ହାଇୱା: ବାପା, ମା’, ପୁଅ ଓ ଝିଅ ମୃତ

ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ଜୀବନ। ପ୍ରାଣ ହରାଇଲେ ବାପା, ମା’, ପୁଅ ଓ ଝିଅ। ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକମାନେ ଖଙ୍କିରା ଗାଁର।…

ଏମସିଏଲ ବିସ୍ଥାପିତ ୫ ଗାଁରେ ଭୋଟ୍ ବର୍ଜନ

ସୁନ୍ଦରଗଡ଼: ପୂର୍ବ ନିଷ୍ପତ୍ତି ଅନୁସାରେ ଏମସିଏଲ ବସୁନ୍ଧରା ଓ ମହାଲକ୍ଷ୍ମୀ କୋଇଲା ଖଣି ବିସ୍ଥାପିତ ୫ଟି ଗାଁ ଝୁପୁରୁଙ୍ଗା, କିରିପସିରା ଓ ତୁମୁଲିଆର ଭୋଟର ଭୋଟ୍ ବର୍ଜନ କରିଛନ୍ତି। ମତ ଗ୍ରହଣ ପାଇଁ ବୁଥ୍‌ରେ ପୋଲିଂ କର୍ମଚାରୀ ପ୍ରସ୍ତୁତ ହୋଇ ଅପେକ୍ଷା…

ପାଣି ପାଇଁ ରାସ୍ତା ଉପରେ ବସିଲେ ଗ୍ରାମବାସୀ

କରଞ୍ଜିଆ : ପିଇବା ପାଣି ପାଇଁ ଡହଳ ବିକଳ ଲୋକେ। ବାରମ୍ବାର ଅଭିଯୋଗ କରିବା ପରେ ପ୍ରଶାସନ ନଶୁଣିବାରୁ ରାସ୍ତା ଅବରୋଧ କଲେ ଗାଁର ଶତାଧିକ ମହିଳା ଓ ପୁରୁଷ । ମୟୂରଭଞ୍ଜ ଜିଲ୍ଳା କରଞ୍ଜିଆ ଥାନା ଅନ୍ତର୍ଗତ କେଉଁଝରା ଗାଁରେ…

କଟକ ନିର୍ବାଚନୀ ସଭା ମଞ୍ଚରେ ତିନି ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କଟକ: କଟକ ନିର୍ବାଚନୀ ସଭା ମଞ୍ଚରେ ତିନିଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବର୍ଦ୍ଧିତ କରିଛନ୍ତି। ଏହି ତିନି ପ୍ରତିଭା ହେଲେ ବରିଷ୍ଠା ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ, ବିଶିଷ୍ଟ ଘୋଡ଼ା ନାଚ ଗୁରୁ ଉତ୍ସବ ଦାସ ଓ ଓଡ଼ିଶାରୁ…

ବିଜେଡି ସରକାରରେ ଜଗନ୍ନାଥ ମନ୍ଦିର ମଧ୍ୟ ସୁରକ୍ଷିତ ନୁହେଁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଅନୁଗୁଳ: ଗତ ୨୫ ବର୍ଷ ଭିତରେ ବିଜେଡି ସରକାର କିଛି କରିନି। ଏଠାରୁ ଲୋକେ ଅନ୍ୟ ରାଜ୍ୟକୁ ପଳାୟନ କରୁଛନ୍ତି। ଓଡ଼ିଶାକୁ କିଏ ବରବାଦ କରିଲା? କିଏ ଯୁବକଯୁବତୀଙ୍କ ସ୍ବପ୍ନକୁ ଚୁରମାର କରିଛି? ଏଠିକାର ବିଜେଡି ସରକାରର ଶାସନରେ ଲୋକେ ଅତିଷ୍ଠ।…

ଓଡ଼ିଶାର ସବୁ ସେକ୍ଟରକୁ କବ୍‌ଜା କରିଛନ୍ତି ବିଜେଡିର ଜଣେ ମାଫିଆ; ଜୁନ୍ ୧୦ରେ ଭଙ୍ଗା ଯିବ ଅଣ୍ଟା

କଟକ : ବିଜେଡି ଓଡ଼ିଶାକୁ ଦେଇଛି ଲ୍ୟାଣ୍ଡ(ଜମି), ସ୍ୟାଣ୍ଡ(ବାଲି), କୋଇଲା ମାଫିଆ। ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ବିଜେଡି ନେତା। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବଜା କରି ବସିଛନ୍ତି। ଜୁନ୍ ୧୦ରେ ବିଜେପି ସରକାର…

ପୁରୀରେ ମୋଦି ମ୍ୟାଜିକ; ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର

ପୁରୀ : ମୋଦି, ମୋଦି ନାରାରେ କମ୍ପିଲା ବଡ଼ଦାଣ୍ଡ। ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ନିଜ ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ…

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟ ମତଦାନ ସରିଯାଇଛି | ଆସନ୍ତାକାଲି ଦ୍ଵିତୀୟ ପର୍ଯ୍ୟାୟ ମତଦାନ ହେବ | ଆଉ ଏହାରି ଭିତରେ ରାଜ୍ୟ ବିଜେପିର କାର୍ଯ୍ୟାଳୟରେ ପହଂଚି ଦଳର ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ରାଜ୍ୟ ବିଜେପିର…