2024

ବିଜେଡି ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ : ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଏହି ସମୟରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ । ଏହା…

୫ ଘଣ୍ଟା ପରେ ବାରିପଦାରେ ଉଦ୍ଧାର ହେଲା କଲରାପତରିଆ ବାଘ

ବାରିପଦା: ବାରିପଦାରେ ବନବିଭାଗ ଓ ସ୍ଥାନୀୟ ପୁଲିସର ଦୀର୍ଘ ୫ ଘଣ୍ଟାର ଅପରେସନ୍ ପରେ ଟ୍ରାଙ୍କୁଲାଇଜ୍ କରି ବାଘଟିକୁ ଉଦ୍ଧାର କରାଯାଇଛି। ଏହା ଏକ କଲରାପତ୍ରିଆ ବାଘ ହୋଇଥିବା ବେଳେ ଏହା ପୁରୁଷ ବାଘ ବୋଲି ବନବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।…

ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକଙ୍କ ସହ ବହୁ ସମର୍ଥକ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନ ମଣ୍ଡଳୀର ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ପ୍ରୀତିରଞ୍ଜନ ସାହୁ ନିଜ ଶତାଧିକ ସମର୍ଥକଙ୍କ ସହ ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି…

କ୍ଷମତାକୁ ଆସିଲେ ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ କଂଗ୍ରେସ ଓ ସପା : ମୋଦି

ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଦାବି କରିଛନ୍ତି। ଯଦି କଂଗ୍ରେସ ଓ ସମାଜବାଦୀ ପାର୍ଟି(ସପା), ତା’ହେଲେ ସେମାନେ ଅଯୋଧ୍ୟାରେ ଥିବା ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ ବୋଲି ମୋଦି କହିଛନ୍ତି।…

୧୯ ତାରିଖ ସନ୍ଧ୍ୟାରେ ଆସୁଛନ୍ତି ମୋଦି, ୨୦ରେ ପୁରୀରେ କରିବେ ରୋଡ଼ ଶୋ

ଭୁବନେଶ୍ୱର : ପୁଣି ଓଡ଼ିଶା ଆସୁଛନ୍ତି ନିର୍ବାଚନ ପ୍ରଚାରରେ ମୋଦି। ଏହା ମୋଦୀଙ୍କ ତୃତୀୟ ଓଡ଼ିଶା ଗସ୍ତ। 19 ତାରିଖ ସନ୍ଧ୍ୟାରେ ମୋଦି ସ୍ଵତନ୍ତ୍ର ବିମାନରେ ସନ୍ଧ୍ୟା 6.30 ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ ।…

ଆସନ୍ତା ୨୦ ଓ ୨୧ ତାରିଖରେ ହିଟ୍ ୱେଭ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବରେ ଅଧିକାଂଶ ସ୍ଥାନରେ ମିଶ୍ରିତ ପାଗ ରହୁଛି। ଗତ ଦୁଇଦିନ ଅପେକ୍ଷା ଆଜି ତାପାମାତ୍ରା ବୃଦ୍ଧି ପାଇଛି। ଆସନ୍ତାକାଲି ଅର୍ଥାତ ଶନିବାର ଠାରୁ ରାଜ୍ୟରେ ଗରମ ବୃଦ୍ଧି ପାଇବ। ରାଜ୍ଯକୁ ପୁଣି ଫେରିଲା ଗ୍ରୀଷ୍ମପ୍ରବାହ । ଆଗାମୀ…

ପୋଲିସର ଚେକିଂ ବେଳେ ୧୩ ଲକ୍ଷ ଟଙ୍କା ଜବତ୍

ଯୋଡ଼ା : ବଡ଼ବିଲ ପୋଲିସର ଚେକିଂ ବେଳେ ସାଧୁ ସିଂ ହଟିଂ ଛକ ନିକଟରୁ ୧୩ ଲକ୍ଷ ଟଙ୍କା ଜବତ୍ । ଏକ ବୋଲେରୋ ଗାଡ଼ିରୁ ୮ ଲକ୍ଷ ଏବଂ ଏକ ବାଇକରୁ ୫ ଲକ୍ଷ ଟଙ୍କା ଜବତ୍ କରିଛି ବଡ଼ବିଲ…

କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ମାଡ଼ ମାରିବା ଘଟଣା; ସ୍ୱାତୀ ମାଲୱାଲିଙ୍କ ମୁହଁରେ ଲାଗିଛି ଆଘାତ

ମେଡିକୋ-ଲିଗାଲ୍ କେସ୍ ରିପୋର୍ଟ ଅନୁସାରେ ଆପ୍ ସାଂସଦ ସ୍ୱାତୀ ମାଲୱାଲିଙ୍କ ମୁହଁରେ ଆଭ୍ୟନ୍ତରୀଣ ଆଘାତ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ତାଙ୍କୁ ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ କରିଥିଲେ ସ୍ୱାତୀ। ଏହାପରେ ଦିଲ୍ଲୀ ଏମ୍ସରେ…

ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT

ବ୍ରହ୍ମପୁର : ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରିବ ସ୍ବତନ୍ତ୍ର…

ଥାନାରେ ପଶି ହତ୍ୟା ଅଭିଯୁକ୍ତଙ୍କୁ ଖସାଇ ନେବାକୁ ଉଦ୍ୟମ: ୯ ଗିରଫ, ୪ଟି ବାଇକ୍‌ ଜବତ

ଗଞ୍ଜାମ: ନିର୍ବାଚନ ସମୟରେ ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇ ପଡ଼ିଛି ଆଇନ ଶୃଙ୍ଖଳା ପରିସ୍ଥିତି। ଗତ ରାତିରେ କୋଦଳା ଥାନାରେ ପଶି ଜଣେ ହତ୍ୟା ଅଭିଯୁକ୍ତଙ୍କୁ ଟାଣି ନେଇଯାଉଥିଲେ ଦୁବୃର୍ତ୍ତ। ଏହି ସମୟରେ ପୋଲିସ ଦୁର୍ବୃତ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ପୋଲିସ୍‌…