2024

ଶସ୍ତାରେ ଶ୍ରମିକ ମିଳୁଥିବା ରାଜ୍ୟ ଭାବେ ଓଡ଼ିଶା ଭଲଭାବରେ ଏବେ ଜଣାଶୁଣା: ମଲ୍ଲିକାର୍ଜୁନ ଖଡ଼ଗେ

ଭୁ‌ବନେଶ୍ବର: ବେରୋଜଗାରୀ ଦୂର କରିବାକୁ ଉଭୟ ବିଜେପି ଓ ବିଜେଡି ସରକାର ଧ୍ୟାନ ଦେଉନାହାନ୍ତି। ଓଡ଼ିଶାର ୪୧% ଲୋକ ବେରୋଜଗାର ରହିଛନ୍ତି। ବିଜେଡି ୨୪ ବର୍ଷ ସରକାରରେ ରହିବା ପରେ ମଧ୍ୟ ଜଣେ ଯଦି ଲୋକଙ୍କ ଚିନ୍ତା କରିବେନି ତେବେ ସମର୍ଥନ…

‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’

ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । ‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ…

ଲଘୁଚାପ ବର୍ଷାରେ ଭିଜିିବ ଓଡ଼ିଶା

ଭୁବନେଶ୍ୱର : ଆସୁଛି ବର୍ଷା । ଲଘୁଚାପ ବର୍ଷାରେ ଭିଜିିବ ଓଡ଼ିଶା । ଆସନ୍ତା ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ଘନୀଭୂତ ହୋଇ ଅବପାତ କିମ୍ବା ଆହୁରି ଶକ୍ତିଶାଳୀ ହୋଇପାରେ । ଦକ୍ଷିଣ ବଙ୍ଗୋପସାଗରରେ…

ମୁଁ ନିଜକୁ ଅସୁରକ୍ଷିତ ମଣୁଛି: ମତେ ସୁରକ୍ଷା ଦିଅନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ପ୍ରଦୀପ ପାଣିଗ୍ରାହୀଙ୍କ ଚିଠି

ବ୍ରହ୍ମପୁର: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି। ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ। ଗଞ୍ଜାମରେ…

ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି…

ଆୟକର ବିଭାଗର ରେଡ: ମିଳିଲା ୧୭୦ କୋଟି ଟଙ୍କାର ସମ୍ପତ୍ତି

ଦୀର୍ଘ ୭୨ ଘଣ୍ଟା ଧରି ଆୟକର ବିଭାଗ କରିଥିବା ରେଡ୍‌ ବେଳେ ଆଖି ଖୋସି ହୋଇଗଲା ଭଳି ହିସାବ ବର୍ହିଭୂତ ସମ୍ପତ୍ତି ମିଳିଛି। ମହାରାଷ୍ଟ୍ରର ନାନ୍ଦେଦ ଜିଲ୍ଲାରେ ଥିବା ଗୋଟିଏ ଫାଇନାନ୍ସ ଫାର୍ମରେ ଚାଲିଥିବା ରେଡ ବେଳେ ୧୭୦ କୋଟି ଟଙ୍କାର…

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି।…

ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ

ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍ କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ ନମ୍ବରରୁ ଆସୁଛି ହ୍ୱାଟ୍ସଆପ୍ କଲ୍। ଏହି କଲରୁ ଦୂରେଇ ରହିବାକୁ ସାଇବର ପୋଲିସ…

ଏପଟେ ଓଡ଼ିଆ ଅସ୍ମିତାର କଥା କହୁଛନ୍ତି, ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେଉଛନ୍ତି ବାହାର ରାଜ୍ୟର ନେତା: ପାଣ୍ଡିଆନ

ବଲାଙ୍ଗୀର: ସାଧାରଣ ନିର୍ବାଚନ ପାଇଁ ନେତାମାନଙ୍କ ଜୋରଦାର ପ୍ରଚାର ଜାରିରହିଛି । ଏହି ଅବସରରେ ଆଜି ଅର୍ଥାତ ଗୁରୁବାର ଟିଟଲାଗଡ଼ରେ ବିଜେଡି ନେତା ଭିକେ ପାଣ୍ଡିଆନ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ବିରୋଧି ଦଳ ଉପରେ ଖୁବ୍ ବର୍ଷିଛନ୍ତି…

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ମନଇଚ୍ଛା ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ଇଡି

ଏକ ଐତିହାସିକ ନିଷ୍ପତ୍ତିକ୍ରମେ ସୁପ୍ରିମକୋର୍ଟ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର କ୍ଷମତାକୁ ସଙ୍କୁଚିତ କରି ଦେଇଛନ୍ତି। ପିଏମଏଲ ଆକ୍ଟର ଧାରା ୧୯ ଅନୁଯାୟୀ ଇଡି ଅଭିଯୁକ୍ତକୁ ଗିରଫ କରିବା ପାଇଁ ପାଇଥିବା ଅଧିକାର ଉପରେ ସୁପ୍ରିମକୋର୍ଟ ସର୍ତ୍ତ ଲାଗୁ କରିଛନ୍ତି। ଯଦି ଅଭିଯୁକ୍ତ…