2024

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳି ନାହିଁ। ସୂଚନା ଅନୁସାରେ କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ…

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି କର୍ମୀ

ବୀରମହାରାଜପୁର: ଓଡ଼ିଶାରେ ସାଧାରଣ ନିର୍ବାଚନର ଦ୍ବତୀୟ ପର୍ଯ୍ୟାୟ ପାଇଁ ମତଦାନ ତାରିଖର ୪ ଦିନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ବିଜେଡିକୁ ଆଉ ଏକ ଧକ୍କା ଲାଗିଛି। ଉଲୁଣ୍ଡା ବ୍ଲକର କାଦୋଦର ଗାଁରେ ଶତାଧିକ କର୍ମୀ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି।…

ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ : ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ…

କଟକରେ ଅମିତ ଶାହଙ୍କ ରୋଡ଼ ଶୋ

ଭୁବନେଶ୍ବର/କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ସନ୍ଧ୍ୟାରେ ଐତିହାସିକ କଟକ ସହରରେ ରୋଡ ସୋ’ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଏହି ରୋଡ୍‌ ଶୋ’ ମୁଖ୍ୟ ରାସ୍ତାରେ ନୁହେଁ, ବରଂ ଗଳିକନ୍ଦିରେ ଆୟୋଜନ ହୋଇଛି। ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର,…

ବଲାଙ୍ଗିରରେ ବିଜେପି ଉପରେ ଗର୍ଜିଲେ; ବିଜେଡି ନାଁ ଧରିଲେନି

ବଲାଙ୍ଗିର : ନିର୍ବାଚନ ପ୍ରଚାର ନିମନ୍ତେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ବଲାଙ୍ଗିରର କୋଶଳ କଳାମଣ୍ଡଳରେ ଜନ ଆଶୀର୍ବାଦ ସଭାରେ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧି। ହେଲେ ରାଜ୍ୟ ସରକାର ବା ମୁଖ୍ୟମନ୍ତ୍ରୀ କି ବିଜେଡି ବିରୋଧରେ ପଦେ…

ଓଡ଼ିଶାରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଲୋକଙ୍କୁ ବାହାରକୁ ଯିବାକୁ ପଡ଼ିବନି: ଶାହ

ଭୁବନେଶ୍ବର/ସୋରଡ଼ା: ଓଡ଼ିଶାରେ ରୋଜଗାର ଅଭାବ କାରଣରୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ଗଂଜାମ ଜିଲ୍ଲା ସୋରଡ଼ାରେ ‘ବିଜୟ ସଂକଳ୍ପ ସମାବେଶ’ରେ…

ଭୁବନେଶ୍ୱରରେ ଜେ.ପି. ନଡ୍ଡା

ଭୁବନେଶ୍ବର:ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି ନଡ୍ଡା। ରାତି ୭ଟା ୫୦ ମିନିଟରେ ଭୁବନେଶ୍ୱରର ଏକ ହୋଟେଲରେ ବିଜେପି ମହିଳା କାର୍ଯ୍ୟକର୍ତ୍ତା ମାନଙ୍କ ସହ ନଡ୍ଡାଙ୍କ ବୈଠକ ରହିଛି। ରାଜ୍ୟ ବିଜେପି ତାର…

ନବୀନ ବାବୁ ବ୍ୟାଗ୍‌ରେ ଷ୍ଟିକର ମାରି ନିଜେ ଚାଉଳ ଦେଉଛନ୍ତି ବୋଲି କହୁଛନ୍ତି: ଶାହ

ଭୁବନେଶ୍ବର: ଗରିବଙ୍କୁ ଚାଉଳ ଦେବା ପ୍ରସଙ୍ଗ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ଗଂଜାମ ଜିଲ୍ଲା ଆସିକା ଲୋକସଭା ଅଧୀନ ସୋରଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବିଜୟ ସଂପର୍କ ସମାବେଶରୁ ନବୀନଙ୍କୁ ସିଧା ନିଶାନା କରିଛନ୍ତି।…

ଭୋଟରଙ୍କ ସୁବିଧା ପାଇଁ ଉନ୍ମୋଚିତ ହୋଇଛି ‘ମୋ ବୁଥ୍ ଆପ୍’

ଭୁବନେଶ୍ବର: ଭୋଟରଙ୍କ ସୁବିଧା ପାଇଁ ଉନ୍ମୋଚିତ ହୋଇଛି ‘ମୋ ବୁଥ୍ ଆପ୍’। ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହାକୁ ଉନ୍ମୋଚନ କରିଛନ୍ତି। ସହରାଞ୍ଚଳ ଭୋଟରଙ୍କୁ ସଚେତନ କରାଯିବା ଉଦ୍ଦେଶ୍ୟରେ ’ମୋ ବୁଥ୍ ଆପ୍’ ଗଠନ କରାଯାଇଛି। ଏହି…

ଆସନ୍ତା ଜୁଲାଇରୁ ବିଜେଡି ସରକାର ମାଗଣା ବିଜୁଳି ଦେବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଜେଡି ସରକାର ମାଗଣା ବିଜୁଳି ଦେବେ। ଆସନ୍ତା ଜୁଲାଇ ମାସ ଠାରୁ ବିଜୁଳି ମାଗଣାରେ ମିଳିବ ‌ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏକ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରିୟ ଭାଇ ଓ ଭଉଣୀ ମାନେ। ଆପଣ…