2024

ଜେଡିଏସ୍‌ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନା ନିଲମ୍ବିତ

ଜନତା ଦଳ (ସେକ୍ୟୁଲାର) ତଥା ଜେଡିଏସ୍‌ରୁ ନିଲମ୍ବିତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବଗୌଡାଙ୍କ ନାତି ତଥା ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନ। ତାଙ୍କ ସହ ଜଡିତ ଅଶ୍ଳୀଳ ଭିଡିଓ ଭାଇରାଲ ହେବା ଓ ଏହାକୁ ନେଇ ବିବାଦ ଉପୁଜିବା ପରେ ତାଙ୍କ…

ନାମାଙ୍କନ ଭରିଲେ ବିଜେଡି ବିଧାନସଭା ପ୍ରାର୍ଥୀନି ସ୍ନେହାଙ୍ଗିନୀ ଛୁରିଆ

ବରଗଡ: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ନିର୍ବାଚନ ମହୋଲ ମଧ୍ୟ ବେସ ସରଗରମ ହେବାରେ ଲାଗିଛି । କେଉଁଠି ପ୍ରଚାର ଚାଲିଛି ତ ଆଉ କେଉଁଠି ନାମାଙ୍କନ ଦାଖଲ କରୁଛନ୍ତି ପ୍ରାର୍ଥୀ । ଏହାରି…

ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ

ଢେଙ୍କାନାଳ : ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବେପରୁଆ ଗାଡି ଚଳା ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି ।…

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ ଧରାପଡିଲେ ଏଆରଆଇ

ଭୁବନେଶ୍ବର: ଜମିପଟ୍ଟା ପ୍ରଦାନ ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲ ଅଧୀନ ବେଲଗାଁ ସହାୟକ ରାଜସ୍ବ ନୀରିକ୍ଷକ ରେସମା ମାଝୀ। ଶ୍ରୀମତୀ ମାଝୀ ଜଣେ ପ୍ରାଇଭେଟ୍‌ ବ୍ୟକ୍ତି, ଯାହାଙ୍କର ନାମ…

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର : ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି…

ବିଜେପି ରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ

ଭୁବନେଶ୍ବର: ବିଜେପି ରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ । ସେ ଆଜି ତାଙ୍କ ଶହ ଶହ ସମର୍ଥକଙ୍କ ସହ ବିଜେପି ଛାଡିଛନ୍ତି । ଖୋର୍ଦ୍ଧା ବିଧାନସଭା ବିଜେପି ଆଶାୟୀ ପ୍ରାର୍ଥୀ ଥିଲେ କାଳୁଚରଣ । ହେଲେ ଦଳ ତାଙ୍କୁ ଟିକେଟ୍…

ଉତ୍ତରାଖଣ୍ଡରେ ‘ପତଞ୍ଜଳି’ର ୧୪ଟି ପ୍ରଡକ୍ଟ ଲାଇସେନ୍ସ ରଦ୍ଦ

ସୁପ୍ରିମକୋର୍ଟରେ ପତଞ୍ଜଳି ବିଜ୍ଞାପନକୁ ନେଇ ମାମଲା ଚାଲିଥିବା ବେଳେ କମ୍ପାନୀର ଏକାଧିକ ପ୍ରଡକ୍ଟ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ଉତ୍ତରାଖଣ୍ଡ। ରାଜ୍ୟ ସରକାର ୧୪ଟି ପତଞ୍ଜଳି ପ୍ରଡକ୍ଟ ଲାଇସେନ୍ସ ରଦ୍ଦ କରିଛନ୍ତି। ଦିବ୍ୟ ଫାର୍ମାସି ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ଅଧିନରେ ଥିବା…

ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ

ଭୁବନେଶ୍ବର: ଆଜି ବସିବ ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ। ଆଜି ଲୋକ ସେବା ଭବନରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏଥିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କ ସମେତ ଆଞ୍ଚଳିକ ପାଣିପାଗ…

ମାଲକାନଗିରିରେ ଏନକାଉଣ୍ଟର, ଟଳିପଡ଼ିଲେ ୭ ମାଓବାଦୀ

ମାଲକାନଗିରି : ଟଳିପଡ଼ିଲେ ୭ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୭ ମାଓବାଦୀ ନିହତ । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି ସଫଳତା ମିଳିଛି…

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ…