2024

ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍‌, ୩ ଗୁରୁତର

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା…

ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଛତ୍ରପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ଆଜି (ଏପ୍ରିଲ୍ ୩୦) ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ମନ୍ତ୍ରୀ…

ବିଜେପିରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ

ସମ୍ବଲପୁୁର: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ବିଜେପିରୁ ଇସ୍ତଫା ଦେଇଛନ୍ତି। ଚଳିତଥର ତାଙ୍କ ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ନିକଟରେ ତାଙ୍କ ପତ୍ନୀ ଓ ପୁଅ ବିଜେଡିରେ ଯୋଗଦେଇଥିଲେ। ଏହାପରେ ସେ ବିଜେପିରୁ…

ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି | ବଡ କଥା ଯେ ୩୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି | ବାରିପଦାରେ…

ଆତଙ୍କୀ ପନ୍ନୁ ମାମଲା: ଭାରତୀୟ ଅଧିକାରୀଙ୍କ ନାଁ ପ୍ରକାଶ କଲା ଆମେରିକା ମିଡିଆ

ଖଲିସ୍ତାନୀ ଆତଙ୍କବାଦୀ ଗୁରପନ୍ତ ସିଂହ ପନ୍ନୁକୁ ଆମେରିକା ମାଟିରେ ହତ୍ୟା ପାଇଁ ହୋଇଥିବା ଉଦ୍ୟମ ପଛରେ ଭାରତୀୟ ଗୁଇନ୍ଦା ସଂସ୍ଥା ର’ର ଜଣେ ପୂର୍ବତନ ଅଧିକାରୀ ସାମିଲ ଥିଲେ। ସେ ଜଣେ ହିଟ୍‌ ମ୍ୟାନଙ୍କୁ ଏଥିପାଇଁ ସୁପାରି ଦେଇଥିଲେ। ଉକ୍ତ ଅଧିକାରୀ…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦…

ଚୀନ ପ୍ରଶାସନିକ ଅଧିକାରୀଙ୍କୁ ଭେଟିଲେ ଏଲନ ମସ୍କ

ଭାରତ ଗସ୍ତ ବାତିଲ ମଧ୍ୟରେ ଚୀନ ଯାତ୍ରା କରିଛନ୍ତି ବିଶ୍ୱର ଅରବପତି ତଥା ଟେସଲା ସିଇଓ ଏଲନ ମସ୍କ। ଗତକାଲି ସେ ଅଚାନକ ବେଜିଂରେ ପହଞ୍ଚି ପ୍ରିମିୟର (ଚୀନ୍ ସରକାରର ସର୍ବୋଚ୍ଚ ପ୍ରଶାସନିକ ଅଧିକାରୀ) ଲି କିଆଙ୍ଗଙ୍କୁ ଭେଟିଛନ୍ତି। ଏନେଇ ଚୀନ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା

ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ…

ଶାହଙ୍କ ଫେକ୍‌ ଭିଡିଓ ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ସମନ

ନିକଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଫେକ୍ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ମାମଲାର ଏବେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୁଲିସ ସମନ କରିଛି। ଆସନ୍ତା ମେ’ ୧ ତାରିଖରେ ତାଙ୍କୁ ପଚରାଉଚରା କରିବା…

କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ

ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସ‌େ ନିଜର ଇସ୍ତଫାପତ୍ର…