ମୋଦି ବିରୋଧୀ ଆବେଦନକୁ ଖାରଜ କଲେ ହାଇକୋର୍ଟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ହୋଇଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ। ନିର୍ବାଚନର ଆଚରଣ ବିଧି ଉଲ୍ଲଙ୍ଘନ କରି ଭଗବାନ ଓ ଧାର୍ମିକ ସ୍ଥାନ ନାଁରେ ଭୋଟ୍ ମାଗୁଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏଥିପାଇଁ ୬ ବର୍ଷ ପାଇଁ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ହୋଇଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ। ନିର୍ବାଚନର ଆଚରଣ ବିଧି ଉଲ୍ଲଙ୍ଘନ କରି ଭଗବାନ ଓ ଧାର୍ମିକ ସ୍ଥାନ ନାଁରେ ଭୋଟ୍ ମାଗୁଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏଥିପାଇଁ ୬ ବର୍ଷ ପାଇଁ…
କଳାହାଣ୍ଡି: ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଫ୍ଲାଇଙ୍ଗ ସ୍ପାଡ୍ ପକ୍ଷରୁ ଭବାନୀପାଟଣା ହିଲ…
ବେଆଇନ୍ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମମତା ସରକାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ପଶ୍ଚିମବଙ୍ଗରେ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀଙ୍କ ୨୪ ହଜାର ନିଯୁକ୍ତି ରଦ୍ଦ କରିବା ମାମଲାରେ ସୁପ୍ରିମକୋର୍ଟ ଏକ ବଡ ରୟ ଦେଇଛନ୍ତି। ଏହି ମାମଲାରେ ସିବିଆଇ ତଦନ୍ତ…
ନୂଆପଡ଼ା : ନିର୍ବାଚନ ପୂର୍ବରୁ ଦକ୍ଷିଣ ପଶ୍ଚିମାଞ୍ଚଳ ରେଞ୍ଜରେ ଡିଜିପିଙ୍କ ସମୀକ୍ଷା । ନୂଆପଡ଼ା ଜିଲ୍ଲା ଗସ୍ତ କରି କଳାହାଣ୍ଡି ଲୋକସଭା କ୍ଷେତ୍ରରେ ୨୦୨୪ ସାଧାରଣ ନିର୍ବାଚନ କିପରି ଶାନ୍ତି ଶୃଙ୍ଖଳାରେ ପରିଚାଳନା ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି…
ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ। ଝାରସୁଗୁଡ଼ା ଆସନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ଅମିତା ବିଶ୍ବାଳ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଟଙ୍କଧର ନିଜ ହଜାର…
ଅନେକ ମହିଳାଙ୍କୁ ବ୍ଲାକମେଲ କରି ଯୌନ ନିର୍ଯାତନା ଦେବା ଅଭିଯୋଗରେ ଫସିଥିବା ଜେଡିଏସ୍ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନାଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ଦଳ। ତାଙ୍କୁ ଜେଡିଏସ୍ ଦଳରୁ ବହିଷ୍କାର କରିବ ବୋଲି ଖବର ମିଳିଛି।…
ଭୁବନେଶ୍ୱର : ୯ କୋଟି ୬୦ ଲକ୍ଷ ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ ଗିରଫ । ମଧ୍ୟପ୍ରଦେଶର ପୋମେଶ ତମ୍ଭାରେକୁ ଗିରଫ କଲା କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା । ତାକୁ ସ୍ଥାନୀୟ କୋର୍ଟରେ ହାଜର କରାଯାଇ ଟ୍ରାନଜିଟ ରିମାଣ୍ଡରେ ଭୁବନେଶ୍ୱର ଆଣିଛି…
ଜଗତସିଂହପୁର: ବାଲିକୁଦା ଅଞ୍ଚଳ ତିହୁଡି ନହରଣା ମୁଖ୍ୟରାସ୍ତାରେ ଓଲଟିଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ବାବାମଣି…
ଢେଙ୍କାନାଳ : ମହୁମାଛି ଆକ୍ରମଣରେ ସ୍କୁଲ ଛାତ୍ରଛାତ୍ରୀ ଆହତ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ରହଣି ସ୍ଥିତ ସଂସ୍କାର ପବ୍ଲିକ ସ୍କୁଲରେ ଛାତ୍ର ଛାତ୍ରୀଙ୍କ ଗ୍ରୀଷ୍ମ କାଳୀନ ଶିକ୍ଷା ଚାଲିଛି । ଆଜି ବାଲିଗୋରଡ ସ୍ଥିତ ରାମିଆଳ ନଦୀର ସାପୁଆକୁ…
ଢେଙ୍କାନାଳ: ପୋଲିସର ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆ ଗୁରୁତର। କିଙ୍ଗ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍ର ସୁବାସ ଖୁଣ୍ଟିଆକୁ ଏନ୍କାଉଣ୍ଟର କରିଛି ମାକ୍ଷାନଗର ପୁଲିସ । ସୁବାସର ଗୋଡ଼ରେ ବାଜିଛି ଗୁଳି। ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ,…