ଅଶ୍ଳୀଳ ଭିଡିଓ ମାମଲା: ଦେଶ ଛାଡ଼ି ପଳାଇଲେ ଦେବଗୌଡାଙ୍କ ନାତି!
ଦେଶ ଛାଡ଼ି ପଳାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡାଙ୍କ ନାତି ତଥା ଜନତା ଦଳ (ସେକ୍ୟୁଲାର) ସାଂସଦ ପ୍ରଜ୍ୱଳ ରେଭାନ୍ନା। ତାଙ୍କ ଅଶ୍ଳୀଳ ଭିଡିଓ କ୍ଲିପ୍ ମାମଲାର ତଦନ୍ତ ପାଇଁ କର୍ଣ୍ଣାଟକ ସରକାର ଏସଆଇଟି ଗଠନ କରିବାକୁ ନିଷ୍ପତ୍ତି ନିର୍ଦ୍ଦେଶ…
