ଭିଭିପିଏଟି ଆବେଦନ ଖାରଜ ନେଇ ମୋଦୀଙ୍କ ବିରୋଧୀଙ୍କୁ ଶକ୍ତ ଚାପୁଡ଼ା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲା କଂଗ୍ରେସ
ନୂଆଦିଲ୍ଳୀ: ଗତକାଲି ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି)କୁ ନେଇ ହୋଇଥିବା ଆବେଦନକୁ ଶୁକ୍ରବାର ଖାରଜ କରି ଦେଇଛନ୍ତି ସୁପ୍ରିମ୍କୋର୍ଟ। ଏହା ସହ ବାଲାଟ ପେପରରେ ଭୋଟିଂ କରିବାକୁ ନେଇ କରାଯାଇଥିବା ସମସ୍ତ ଆବେଦନକୁ ମଧ୍ୟ ଖାରଜ କରି ଦେଇଛନ୍ତି…
