ଆନ୍ଧ୍ରକୁ ଚାଲାଣ ବେଳେ ବାଲେଶ୍ଵର ଷ୍ଟେସନରୁ ଉଦ୍ଧାର ହେଲେ ୨୧ ଜଣ ଯୁବତୀ
ବାଲେଶ୍ଵର : ଆନ୍ଧ୍ରକୁ ଚାଲାଣ ବେଳେ ବାଲେଶ୍ଵର ଷ୍ଟେସନରୁ ଉଦ୍ଧାର ହେଲେ ୨୧ ଜଣ ଯୁବତୀ । ଯୁବତୀଙ୍କୁ ମୟୂରଭଞ୍ଜ ଷ୍ଟେସନ ଅଞ୍ଚଳର ଜଣେ ଦଲାଲ ଚାକିରିର ପ୍ରଲୋଭନ ଦେଖାଇ ଆନ୍ଧ୍ରରେ ଏକ ସୂତା କଳରେ କାମ କରିବାକୁ ନେଉଥିଲା ।…
ବାଲେଶ୍ଵର : ଆନ୍ଧ୍ରକୁ ଚାଲାଣ ବେଳେ ବାଲେଶ୍ଵର ଷ୍ଟେସନରୁ ଉଦ୍ଧାର ହେଲେ ୨୧ ଜଣ ଯୁବତୀ । ଯୁବତୀଙ୍କୁ ମୟୂରଭଞ୍ଜ ଷ୍ଟେସନ ଅଞ୍ଚଳର ଜଣେ ଦଲାଲ ଚାକିରିର ପ୍ରଲୋଭନ ଦେଖାଇ ଆନ୍ଧ୍ରରେ ଏକ ସୂତା କଳରେ କାମ କରିବାକୁ ନେଉଥିଲା ।…
ଭୁବନେଶ୍ୱର: ହିଞ୍ଜଳି ଏବଂ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଉତ୍ତରାଧିକାରୀଙ୍କ ପାଇଁ ରାସ୍ତା ତିଆରି କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ଭି.କେ ପାଣ୍ଡିଆନଙ୍କ ହାତରେ ଓଡ଼ିଶା ଶାସନ ଭାର…
ଭୁବନେଶ୍ଵର: ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଆସନ୍ତା ୨୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଜେ.ପି ନଡ୍ଡା । ବ୍ରହ୍ମପୁରରେ ଆୟୋଜିତ ଏକ ସାଧାରଣ ସଭାକୁ କରିବେ ସମ୍ବୋଧିତ । ସେଠାରେ ସିଧାସଳଖ ନବରଙ୍ଗପୁର…
ଭୁବନେଶ୍ୱର : ସରକାରୀ ଡାକ୍ତରଖାନା ପରିସରରୁ ଉଚ୍ଛେଦ ହେବ ୧୦୧ ଔଷଧ ଦୋକାନ । ୧୫ ଦିନ ଭିତରେ ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନା ଓ ମେଡିକାଲ କଲେଜ ପରିସରରେ ଥିବା ମେଡିସିନ ଷ୍ଟୋରକୁ ହଟାଯିବ । ଏଥିସହ ସେମାନଙ୍କଠାରୁ ଶେଷଥର…
ଭୁବନେଶ୍ୱର: ଯୁକ୍ତ ତିନି ଦ୍ୱିତୀୟ ବର୍ଷ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରି ଶୁକ୍ରବାର ଭୁବନେଶ୍ୱରର ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜଧାନୀରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ। ଏଥି ଯୋଗୁଁ ଦୈନନ୍ଦିନ ଜୀବନଯାତ୍ରା…
ପୁରୀ : ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତ୍ରୀ ଡେଜି ଶାହ । ଦର୍ଶନ ପରେ ବଲିଉଡର ଜୟ ହୋ ଫେମ୍ ଡେଜି ଅତ୍ୟନ୍ତ ଭବବିହ୍ୱଳ ହୋଇଥିବାର ନଜର ଆସିଥିଲା । ଦର୍ଶନ ପ୍ରତିକ୍ରିୟା କହିବାକୁ ଡେଜିଙ୍କ…
ଭୁବନେଶ୍ଵର: ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁନ୍ଦରଗଡ, ବଲାଙ୍ଗୀର, ଆସ୍କା, କନ୍ଧମାଳ, ବରଗଡ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ସୂଚନା ଅନୁସାରେ, ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ…
ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ । ବାଣୀବିହାରରୁ ଶିଶୁଭବନ ଛକ ତଥା ଜନପଥରେ ସର୍ଭେ ଆରମ୍ଭ ହୋଇଛି। ମେଟ୍ରୋ ରାସ୍ତାରେ ଥିବା ଗଛ, ବିଦ୍ୟୁତ ଖୁଣ୍ଟକୁ ନଜରରେ ରଖି ସର୍ଭେ କରାଯାଉଛି। ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ…
ରାଞ୍ଚି: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ନିର୍ବାଚନ ରାଜନୀତିରେ ପ୍ରବେଶ କରିଛନ୍ତି। ଗାଣ୍ଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି । ଏହି ଆସନରେ ମତଦାନ ମେ…
ନୂଆଦିଲ୍ଲୀ: ଡିଜିଟାଇଜେସନ୍ ଦିଗରେ ଆଉ ଏକ ପଦକ୍ଷେପ ନେଇଛନ୍ତି ସୁପ୍ରିମ୍ କୋର୍ଟ। ଏବେ ଓକିଲ ଓ ଆବେଦନକାରୀମାନେ ମଧ୍ୟ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବା ସେମାନଙ୍କ ମାମଲାର ଅପଡେଟ୍ ହ୍ୱାଟ୍ସଆପ୍ ରେ ପାଇପାରିବେ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ଏହି ଘୋଷଣା…