ରତନ ଟାଟାଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ-୨୦୨୧ ପ୍ରଦାନ
ଭୁବନେଶ୍ୱର : ବିଶ୍ୱର ବିଶିଷ୍ଟ ଶିଳ୍ପପତି, ସମାଜସେବୀ ତଥା ଟାଟାଗ୍ରୁପ୍ର ଚେୟାରମ୍ୟାନ୍ ଏମେରିଟସ୍ ରତନ ଟାଟାଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ୨୦୨୧ ପ୍ରଦାନ କରାଯାଇଛି । ଆଜି ମୁମ୍ବାଇସ୍ଥିତ ରତନ ଟାଟାଙ୍କ ବାସଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଟା…
