୨୦୦ ଆସନ ଜିତିପାରିବନି ବିଜେପି : ମମତା ବାନାର୍ଜୀ
ଜଳପାଇଗୁଡ଼ି : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ଶନିବାର ଦାବି କରିଛନ୍ତି ଯେ ଆଗାମୀ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ୨୦୦ ଆସନ ମଧ୍ୟ ଜିତିପାରିବ ନାହିଁ। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
