2024

‘କଚାତିବୁ’ ଦ୍ୱୀପ କଥା ଉଠାଇ କଂଗ୍ରେସକୁ ଘେରିଲେ ପ୍ରଧାନମନ୍ତ୍ରୀ

ନିର୍ବାଚନୀ ମାହୋଲ ମଧ୍ୟରେ ରାଷ୍ଟ୍ର ସ୍ୱାର୍ଥ ଉଠାଇ କଂଗ୍ରେସକୁ ସିଧା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୁଣି ‘କଚାତିବୁ’ ଦ୍ୱୀପ କଥା ଉଠାଇ ସୋଶାଲ ମିଡିଆରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ। କଂଗ୍ରେସ ଭାରତର ଗୁରୁତ୍ୱପୂର୍ଣ୍ଣ ଦ୍ୱୀପ କଚାତିବୁକୁ ଶ୍ରୀଲଙ୍କା…

ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଅନେକ ସ୍ଥାନରେ ଦୋଳ ମେଳନ ଜମୁଛି । ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାଲିଅନ୍ତା ଥାନା ବାଳକାଟିରେ ଦୋଳ ମେଳଣ ଚାଲିଥିବାବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି ।…

ଆରମ୍ଭ ହେଲା ମେଟ୍ରୋ ରେଳ କାମ

ଭୁବନେଶ୍ୱର : ଆରମ୍ଭ ହେଲା ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାମ । ବାରଙ୍ଗ ରତାଗଡ଼ରେ ମେଟ୍ରୋ ଡିପୋ କାମ ଆରମ୍ଭ ହୋଇଛି । ଦିଲ୍ଲା ମେଟ୍ରୋ ରେଳ କର୍ପୋରସେନ ପକ୍ଷରୁ ଏହାର ନିର୍ମାଣ କାମ ଆରମ୍ଭ ହୋଇଛି । ପ୍ରାଥମିକ…

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ…

ନିର୍ବାଚନ ପୂର୍ବରୁ ନକ୍ସଲଙ୍କ ଲଙ୍କାକାଣ୍ଡ, ୪ ଟ୍ରକ୍‌ରେ ଲଗାଇଲେ ନିଆଁ

ଲୋକସଭା ନିର୍ବାଚନ ପୂର୍ବରୁ ଲାଲ ଆତଙ୍କ। ଛତିଶଗଡରେ ଲଙ୍କାକାଣ୍ଡ ଘଟାଇଲେ ନକ୍ସଲ ବାହିନୀ। ଜାଳିଦେଲେ ୪ଟି ଟ୍ରକ୍‌। ନାରାୟଣ ପୁର ଜିଲ୍ଲାରେ ଲୁହା ପଥର ବୋଝେଇ ୪ଟି ଟ୍ରକ୍‌ରେ ନକ୍ସଲମାନେ ନିଆଁ ଲଗାଇ ଦେଇଛନ୍ତି। ଛୋଟେଡଙ୍ଗର ଥାନା ଠାରୁ ମାତ୍ର କିଛି…

ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିରହିଥିବାବେଳେ, ଆଜି ସକାଳୁ ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ…

ବାଲୁକା କଳାରେ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ । ଏହି ଘୋଷଣା ହେବା ପରେ ତାଙ୍କ ସମର୍ଥକ ଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି ।…

ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ। ତାଙ୍କ ବାସଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀଙ୍କୁ ଭେଟିଲେ ହେମନ୍ତ ସୋରେନ୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ ସୁନୀତାଙ୍କୁ ଭେଟିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସ୍ତ୍ରୀ କଳ୍ପନା ସୋରେନ୍‌। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ବାସଭବନରେ ଉଭୟଙ୍କ ଭେଟ୍‌ଘାଟ ହୋଇଛି। ଏହାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।…

ରେଳ ଫାଟକରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ…