ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର
ଭୁବନେଶ୍ବର : ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ମଧ୍ୟାହ୍ନରେ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ…
