2024

ବେଙ୍ଗଲ ଡିଜିପି ଓ ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ଇସିଙ୍କ ନିର୍ଦ୍ଦେଶ

ଲୋକସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍‌ରେ ନିର୍ବାଚନ ଆୟୋଗ। ବିଦା ହେଲେ ୬ ରାଜ୍ୟର ଗୃହ ସଚିବ। ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଶ୍ଚିମବଙ୍ଗ…

ଭାଉଜକୁ ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ; ପିଟି ପିଟି ଭାଇର ଜୀବନ ନେଲା ଭାଇ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ମଝିହରା ମହଲା ସାହିରେ ପ୍ରେମକୁ ନେଇ ହତ୍ୟାକାଣ୍ଡ। ଭାଉଜଙ୍କୁ ଏକ ତରଫା ପ୍ରେମ କରିବା ପଡିଲା ମହଙ୍ଗା। ନିଜ ସ୍ତ୍ରୀ ନିକଟକୁ ଆସୁଥିବା ଅଶ୍ଳୀଳ ମେସେଜକୁ ବିରୋଧ କରିବା ନେଇ ହେଲା…

ଓକିଲ ସଂଘର ସଭାପତିଙ୍କୁ ରୋକଠୋକ ଶୁଣାଇଲେ ସିଜେଆଇ

ସୁପ୍ରିମକୋର୍ଟ ବାର୍‌ ଆସୋସିଏସନର ସଭାପତିଙ୍କୁ ଆଜି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ରୋକଠୋକ ଶୁଣାଇଛନ୍ତି। ନିର୍ବାଚନୀ ବଣ୍ଡ ସମ୍ପର୍କିତ ଆବେଦନର ଶୁଣାଣି ବେଳେ ଜଷ୍ଟିସ ଚନ୍ଦ୍ରଚୂଡ଼ କଡ଼ା ଭାଷାରେ ଓକିଲ ସଂଘର ସଭାପତିଙ୍କୁ ତାଗିଦ କରିଛନ୍ତି। ନିର୍ବାଚନୀ ବଣ୍ଡକୁ ଅସାମ୍ବିଧାନିକ…

ଉଲିବୁରୁ ଖଣି ଦୁର୍ନୀତି ମାମଲା, ଗୁପ୍ତା ବ୍ରଦର୍ସଙ୍କୁ ଇଡି ଟିମ ର ଜେରା

ଭୁବନେଶ୍ବର: ଉଲିବୁରୁ ଖଣି ଦୁର୍ନୀତି ମାମଲା ଘାଣ୍ଟୁଛି ଇଡି। ଦୁଇ ଭାଇ ଦୀପକ ଗୁପ୍ତା ଓ ଚାମ୍ପକ ଗୁପ୍ତାଙ୍କୁ ମାରାଥନ ଜେରା କରୁଛି ଇଡି ଟିମ। ୧୮ ଶହ କୋଟି ଦୁର୍ନୀତି ମାମଲାର ଖୋଳତାଡ଼ କରୁଛି ଇଡିର ଏକ ସ୍ବତନ୍ତ୍ର ଟିମ୍।…

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଦୁଇ ସପ୍ତାହ ତଳେ…

‘ଦେଶର ପ୍ରତ୍ୟେକ ମା’-ଝିଅ ଶକ୍ତି ସ୍ୱରୂପା, ମୁଁ ତାଙ୍କ ପୂଜାରୀ’

‘ଦେଶର ପ୍ରତ୍ୟେକ ମା’ ଓ ଝିଅ ଶକ୍ତି ସ୍ୱରୂପା। ମୁଁ ତାଙ୍କ ଶକ୍ତି ରୂପର ପୂଜା କରେ। ମୁଁ ତାଙ୍କ ପୂଜାରୀ। ସେମାନଙ୍କ ରକ୍ଷା ପାଇଁ ମୁଁ ଜୀବନ ଦେବାକୁ ମଧ୍ୟ ପ୍ରସ୍ତୁତ ଅଛି।’ ଏଭଳି କିଛି କହି ତେଲଙ୍ଗାନାରେ ବିରୋଧୀଙ୍କ…

ବଜ୍ରାଘାତରେ ଗଲା ଦୁଇ ଜୀବନ, ଦୁଇ ମହିଳା ଗୁରୁତର

ଭୁବନେଶ୍ୱର: କାଳବୈଶାଖୀ ରଚିଲା ତାଣ୍ଡବ । ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତ ହୋଇଛି। ବାଲେଶ୍ବର ଜିଲ୍ଲା ଭୋଗରାଇରେ ବଜ୍ରାଘାତରେ ଜଳିଗଲେ…

ଜେଲ ମଧ୍ୟରେ ଦୁଇ ଗୋଷ୍ଠୀ ମୁହାଁ ମୁହିଁ, ୭ ଜଣଙ୍କ ନାଁରେ ମାମଲା

ଖୋର୍ଦ୍ଧା: ଜେଲ ଭିତରୁ ମୋବାଇଲ ମିଳିବା ଘଟଣା ପରେ ଆସାମୀଙ୍କ ଭିତରେ କୁହୁଳୁଛି ଅଶାନ୍ତି। ଗତକାଲି ଖୋର୍ଦ୍ଧା ଜେଲରେ ଅପରାଧୀ ଗୋଷ୍ଠୀ ଜଣେ ଅନ୍ତବାସୀଙ୍କୁ ପୋଲିସ ଇନଫର୍ମର ସନ୍ଦେହରେ କରିଛନ୍ତି ସଙ୍ଘ ବଦ୍ଧ ଆକ୍ରମଣ । ଏନେଇ ଖୋର୍ଦ୍ଧା ଟାଉନ ଥାନାରେ…

ଇସ୍ତଫା ଦେଲେ ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ୍

ଇସ୍ତଫା ଦେଲେ ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ୍। ଆଜି ରାଷ୍ଟ୍ରପତି ଭବନକୁ ବିଧିବଦ୍ଧ ଭାବେ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଓ ପୁଡୁଚେରୀର LG ଭାବେ ତାଙ୍କ ପାଖରେ ଅତିରିକ୍ତ ଦାୟିତ୍ୱ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଏବେ ତେଲଙ୍ଗାନା…

ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ…