ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଂଟକୁ ନେଇ ସସପେନ୍ସ ବଳବତ୍ତର ରହିଛି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାସେ ବାକି ଥିବାରୁ ମେଂଟ…
ଭୁବନେଶ୍ୱର : ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଂଟକୁ ନେଇ ସସପେନ୍ସ ବଳବତ୍ତର ରହିଛି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାସେ ବାକି ଥିବାରୁ ମେଂଟ…
ଭୁବନେଶ୍ବର: ଓଡ଼ିଶାର ନମ୍ୱର-୧ ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ କୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡ (ଏନ୍କ୍ୱାସ୍) ତରଫରୁ କ୍ୱାଲିଟି ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି । ଓଡ଼ିଶାର ସମସ୍ତ…
ସିଲେକ୍ଟିଭ୍ ନୁହେଁ ସମସ୍ତ ତଥ୍ୟ। ନିର୍ବାଚନୀ ବଣ୍ଡକୁ ନେଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆକୁ ଏଭଳି କିଛି କଡା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସେ କହିଛନ୍ତି, ଇଲେକଟୋରାଲ ବଣ୍ଡର ସବୁ ତଥ୍ୟ ଦିଅ। ବଣ୍ଡର ସିରିଏଲ୍ ନମ୍ବର ସମେତ କିଏ କିଏ…
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ…
କଟକ: କଟକ ବଡ଼ ମେଡିକାଲରେ ବିରଳ ଅପରେସନ୍ ହୋଇଛି। କଟକ SCB ମେଡିକାଲ କଲେଜ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ଏକ ନୂତନ ଓ ବିରଳ ଅସ୍ତ୍ରୋପଚାର କରାଯାଇଛି। ଏହାର ନାଁ ହେଲା ‘ଭାସକୁଲାରାଇଜଡ୍’ ଲିମ୍ପନୋଡ଼ ଟ୍ରାନ୍ସଫର’। ଏପରି ଅପରେସନ୍ ରାଜ୍ୟରେ ପ୍ରଥମ…
ଭୁବନେଶ୍ବର : ତାଣ୍ଡବ ରଚିବ କାଳ ବୈଶାଖୀ । କୁଆ ପଥର ହେବା ନେଇ ଓଡ଼ିଶାକୁ କରିଛି ଆଲର୍ଟ। ରାଜ୍ୟରେ ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ଓ କୁଆ ପଥର ମାଡ ହେବ ବୋଲି ଆଲର୍ଟ…
ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଆମେରିକା ଇତିହାସରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତାରିଖ ହେବାକୁ ଯାଉଛି। ଯଦି ନିର୍ବାଚନରେ ମୁଁ ରାଷ୍ଟ୍ରପତି ଭାବେ ବିଜୟୀ ନ ହୁଏ ତେବେ ରକ୍ତପାତ ହେବ। ଏହି ଦିନ ସମଗ୍ର ଦେଶ ପାଇଁ ରକ୍ତପାତର ଦିନ…
ପିଲା ଚୋରି ସନ୍ଦେହରେ ଦୁଇ ଯୁବକଙ୍କୁ ନିର୍ଧୁମ ଛେଚିଲେ ଗାଁ ଲୋକେ। ହାତ ଗୋଡ ବାନ୍ଧି ନିସ୍ତୁକ ମାଡ ମାରିଛନ୍ତି। କୋରାପୁଟ ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏପରି କିଛି ଘଟଣା। ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼…
ଭୁବନେଶ୍ୱର : ନିଜକୁ ଇଡି ଅଧିକାରୀ କହି ଶହ ଶହ ଲୋକଙ୍କ ଠାରୁ ଚୁନ ଲଗାଇଥିବା ୨ ଠକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ର ସ୍ପେଶାଲ ଟାସ୍କଫୋର୍ସ । ୨ ଅଭିଯୁକ୍ତ ହେଉଛନ୍ତି ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର…
ଲୋକସଭା ନିର୍ବାଚନ ପୂର୍ବରୁ ଦଳ ଡିଆଁ ରାଜନୀତି। ଆରମ୍ଭ ହୋଇଗଲାଣି ନେତାଙ୍କ ଇସ୍ତଫା। ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ମିଶିଲେଣି। ତେଲେଙ୍ଗାନାରେ ମଧ୍ୟ ଏଭଳି କିଛି ମାମଲା ସାମ୍ନାକୁ ଆସିଛି। ଲୋକସଭା ନିର୍ବାଚନ ପୂର୍ବରୁ କେସିଆର୍(କେ. ଚନ୍ଦ୍ରଶେଖର ରାଓ) ଙ୍କ…