ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା
ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ…
ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ…
ଭୁବନେଶ୍ବର: ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ତା’ର ନିର୍ବାଚନ କସରତ ଆରମ୍ଭ କରିଦେଇଛି। ଗତକାଲି ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ନିର୍ଦ୍ଧାରିତ ୧୪୭ MLA, ୨୧ MP…
କୋଳରେ ପୁତ୍ର ସନ୍ତାନ ପାଇଲେ ସିଦ୍ଧୁ ମୁସେୱାଲାଙ୍କ ବାପାମାଆ। ମୁସେୱାଲଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ପୁଣି ଥରେ ପିତାମାତା ହେବାର ସୌଭାଗ୍ୟ ପାଇଛନ୍ତି ବାଲ କୌର ସିଂହ ଏବଂ ଚରଣ କୌର ସିଂହ। ବାଲକୌର ଏନେଇ ଫେସବୁକ୍ ପୋଷ୍ଟରେ ସୂଚନା…
ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ…
ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ଜଣ ସୈନ୍ୟ ଥିବାବେଳେ ଦୁଇ ଜଣ ସେନା ଅଧିକାରୀ ଅଛନ୍ତି। ଆଫଗାନିସ୍ତାନ ସୀମାନ୍ତବର୍ତ୍ତୀ ଅଞ୍ଚଳ ଉତ୍ତର ୱଜିରିସ୍ତାନରେ ଥିବା ସେନା…
ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ…
ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି। ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ। ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡ଼ିଶା ଶତବାର୍ଷିକ…
ନୟାଗଡ଼: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର। ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଛି।…
ପଟ୍ଟାମୁଣ୍ଡାଇ: ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବିଲିକଣା ଗାଁରେ ଘଟିଛି ଏପରି ଘଟଣା | ଶୁକ୍ରବାର ବିଲିକଣା ଗାଁର ଶ୍ରୀଧର ବେହେରାଙ୍କର ପୋଥି…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ ୧୯ରୁ ଜୁନ୍ ପହିଲା ମଧ୍ୟରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଜୁନ୍ ୪ତାରିଖରେ ଭୋଟ୍ ଗଣତି ହେବ। ଅଷ୍ଟାଦଶ ଲୋକସଭା ଗଠନ ପାଇଁ…