2024

ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି ନେତା

ଭୁବନେଶ୍ୱର : ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି କୋର୍ ଗ୍ରୁପ୍ ନେତା । ଅମିତ ଶାହଙ୍କ ବାସଭବନରେ ଭେଟି ଆଲେଚନା କରିଛନ୍ତି କୋର ଗ୍ରୁପ୍ ନେତା । ବିଜେପି ଆଜି ଦଳର ଦ୍ବିତୀୟ ପର୍ଯ୍ୟାୟ…

ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଗାଁ ସାଥୀଙ୍କ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଗାଁ ସାଥୀ । ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ । ଖରାରେ ଲୋୟର ପିଏଜିରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ହଜାର ହଜାର ଗାଁ ସାଥୀ । ସରକାର ସେମାନଙ୍କୁ ମାସିକ…

ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ…

ବଢ଼ିଲା ମେୟର, ଡେପୁଟି ମେୟରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ମେୟରଙ୍କ ଦରମା । ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା…

ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର…

ଛାତ୍ର କଂଗ୍ରେସର ବିକ୍ଷୋଭ: ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ପ୍ରତିବାଦ

ଭୁବନେଶ୍ବର: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସର ରଣହୁଙ୍କାର । ରାଜମହଲ ଛକରୁ ନବୀନ ନିବାସ ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଶିଶୁଭବନ…

ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା, ଖଟ୍ଟର ଓ ଗଡକରୀଙ୍କୁ ମିଳିଲା ଟିକେଟ, ତାଲିକାରେ ଓଡ଼ିଶାର ନାଁ ନାହିଁ

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା…

ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ଭୁବନେଶ୍ବର: ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ। ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ। ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ। ତେବେ ଆନ୍ଦୋଳନ ହେବା ପରେ ମେୟରଙ୍କ ବାସଭବନରେ ବୈଠକ ବସିଥିଲା। ଏହି ବୈଠକରେ ଆଲୋଚନା…

୧୧୦୯ ପଏଣ୍ଟ ଖସିଲା ସେନସେକ୍ସ, ୧୪ ଲକ୍ଷ କୋଟି ହରାଇଲେ ନିବେଶକ

ଷ୍ଟକ ମାର୍କେଟରେ ନିବେଶ କରିଥିବା ଲୋକଙ୍କୁ ବଡ଼ ଝଟକା ଲାଗିଛି। ଷ୍ଟକ ମାର୍କେଟରେ ଆଜି ବ୍ୟାପକ କ୍ଷତି ସହିଛନ୍ତି ନିବେଶକ। ଆଜି ସେନସେକ୍ସ ୧୧୦୯ ପଏଣ୍ଟ ଖସି ୭୨,୫୫୮ରେ ପହଞ୍ଚି ଯାଇଛି। ଏଥିଯୋଗୁ ମଧ୍ୟମ ଓ ଛୋଟ କ୍ୟାପ ସେଗେମେଣ୍ଟ୍ସ ଗୁରୁତର…

ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଆଜୀବନ ଜେଲ୍‌

ସମାଜବାଦୀ ପାର୍ଟିର ପୂର୍ବତନ ବିଧାୟକ ତଥା ମାଫିଆ ମୁଖତାର ଅନସାରୀଙ୍କୁ ଆଜୀବନ ଜେଲ୍‌। ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ଉତ୍ତରପ୍ରଦେଶର ବାନ୍ଦା ଜେଲରେ ବନ୍ଦୀ ଥିବା ମାଫିଆ ମୁଖତାର୍ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ୩୬ବର୍ଷ ପୁରୁଣା ଅପରାଧ ପାଇଁ…