ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ସରପଞ୍ଚ ପାଇବେ ୧୦ ହଜାର
ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting…
