2024

କ୍ରିଷ୍ଟିନା ଜିତିଲେ ମିସ୍‌ ୱାର୍ଲଡ୍ ୨୦୨୪ ମୁକୁଟ

ମିସ୍ ୱାର୍ଲଡ୍ ୨୦୨୪ର ବିଜେତା ହୋଇଛନ୍ତି ଚେକ୍ ରିପବ୍ଲିକ୍‌ର କ୍ରିଷ୍ଟିନା ପାଇସ୍କୋଭା। ଶନିବାର ମୁମ୍ବାଇର ଜିଓ ୱାର୍ଲ୍‌ଡ କନ୍‌ଭେନସନ ସେଣ୍ଟରରେ ଅନୁଷ୍ଠିତ ମିସ୍ ୱାର୍ଲଡ୍‌ର ୭୧ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେରେ ୨୪ ବର୍ଷୀୟା କ୍ରିଷ୍ଟିନାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଲେବାନନର ୟସମୀନା…

ଫନି ବାତ୍ୟା ଟଙ୍କା ହଡ଼ପ କରି ୨ ଗିରଫ

ଫନି ବାତ୍ୟା ଟଙ୍କା ହଡ଼ପ କରି ୨ ଗିରଫ। ଜଣ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଷଡ଼ଯନ୍ତ୍ରକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା। ଅଭିଯୁକ୍ତ ପୂର୍ବତନ ବ୍ଯାଙ୍କ ମ୍ୟାନେଜର ସରୋଜ କାନ୍ତ ମହାପାତ୍ର ଓ ସହଯୋଗୀ ତଥା ଷଡ଼ଯନ୍ତ୍ରକାରୀ…

ଅନୁଦାନପ୍ରାପ୍ତ ସ୍କୁଲର ମହିଳା କର୍ମଚାରୀଙ୍କୁ ମିଳିବ ୧୮୦ ଦିନର ମାତୃତ୍ୱ ଛୁଟି

ଭୁବନେଶ୍ୱର : ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି…

ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

ଆଉ କିଛି ସପ୍ତାହ ପରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ଗୁରୁବାର କିମ୍ବା ଶୁକ୍ରବାର ଏନେଇ ତାରିଖ ମଧ୍ୟ ଘୋଷଣା ହେବାର ଥିଲା। କିନ୍ତୁ ଏହାପୂର୍ବରୁ ହଠାତ୍‌ ଭାରତୀୟ ନିର୍ବାଚନ କମିଶନର ପଦରୁ ଇସ୍ତଫା ଦେଇଛନ୍ତି ଅରୁଣ ଗୋଏଲ। ଇସ୍ତଫାର…

ମେଣ୍ଟ ଚର୍ଚ୍ଚା ହୋଇନି, ସବୁ ଆସନ ପାଇଁ ପ୍ରସ୍ତୁତି କରୁଛୁ: ଲତା ଉସେଣ୍ଡି

ଭୁବନେଶ୍ୱର: କୌଣସି ମେଣ୍ଟ ଚର୍ଚ୍ଚା ହୋଇନି । ସବୁ ଆସନ ପାଇଁ ଆମେ ପ୍ରସ୍ତୁତି କରୁଛୁ ବୋଲି ଆଜି ଏପରି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି । ସେ ଆହୁରି କହିଛନ୍ତି,‘‘ ଦିଲ୍ଲୀରେ ହୋଇଥିବା ବୈଠକରେ…

ଇବ୍ ନଦୀରୁ ମିଳିଲା ଦୁଇ ନାବାଳକଙ୍କ ସମେତ ତିନି ମୃତଦେହ

ସୁନ୍ଦରଗଡ଼: ଜନ୍ମଦିନରେ ପରିବାର ସହ ବଣଭୋଜି କରିବାକୁ ଯାଇ ଇବନଦୀ ସେମିନା ଘାଟରେ ୩ଜଣ କକାପୁଅ ଭାଇ ବୁଡ଼ି ଯାଇଥିଲେ। ଆଜି ସକାଳୁ ୩ଟି ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ଗତକାଲି ସୁନ୍ଦରଗଡ଼ ସହର ରିଜେଣ୍ଟ ମାର୍କେଟର ମହମ୍ମଦ ଫରାନ…

ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ଏହାସହ ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା…

ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ:କନ୍ଧମାଳ ଜିଲ୍ଲାରେ ପୁଣି ମାଓବାଦୀ ରକ୍ତମୁଖା ହୋଇଛନ୍ତି। ଜିଲ୍ଲାର ଗୋଛାପଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ଗ୍ରାମ ପଞ୍ଚାୟତର ଗିଡାପଦର ଗ୍ରାମରେ ମାଓବାଦୀ ମାନେ ଦମ୍ପତିକୁ ହତ୍ୟା କରିଛନ୍ତି। ମୃତ ଦମ୍ପତିଙ୍କ ନାମ ଡାହିରା କହଁର ଏବଂ ତାଙ୍କ ପତ୍ନୀଙ୍କ ନାମ ବତସୀ…

ବିଜେପି-ବିଜେଡି ମେଣ୍ଟ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ: ବିଜୟପାଲ ସିଂ ତୋମାର

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପରେ ମେଣ୍ଟକୁ ନା କଲେ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମେଣ୍ଟ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ। ରାଜ୍ୟରେ ଦଳ ୮୦ରୁ ଅଧିକ…

ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୀଳମାଧବ ନିବାସର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ। ସହରରେ କେହି ଝୁମ୍ପୁଡ଼ି ଘରେ ରହିବେ ନାହିଁ। ଏଥିପାଇଁ ଆବାସ ଯୋଜନା ଜରିଆରେ…