ରାଜ୍ୟରେ ୧୧ରୁ ବଢିବ ତାତି
ଭୁବନେଶ୍ବର : ୨ ଦିନ ପରେ ରାଜ୍ୟରେ ପୁଣି ବଢିବ ତାତି। ଆଗାମୀ ୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି।…
ଭୁବନେଶ୍ବର : ୨ ଦିନ ପରେ ରାଜ୍ୟରେ ପୁଣି ବଢିବ ତାତି। ଆଗାମୀ ୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି।…
ପୁରୀ : ବଡଦେଉଳରୁ ଖସିଛି ପଥର। ବଡଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି। ପଥରଟି ଖସି ଏକାଦଶୀ ମନ୍ଦିର ଟିଣ ଛାତରେ ପଡ଼ିଥିଲା। ପରେ ପଥରଟି ତଳେ ପଡ଼ିଯାଇଥିଲା। ପଥର ଓଜନ ପ୍ରାୟ ଏକ…
ଭୁବନେଶ୍ବର : ମେଣ୍ଟ ବାବଦରେ ଆମେ ଶୁଣୁଛୁ। ଚୂଡ଼ାନ୍ତ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେବେ। ମେଣ୍ଟ ହେଉ କି ନହେଉ, ବିଜେଡ଼ି ୧୧୦ରୁ ଅଧିକ ସିଟରେ ଜିତିବାର ଜିତିବାର ଅଛି। ଆଜି ଏପରି କହିଛନ୍ତି ବିଜେଡି ବିଧାୟକ ନୃସିଂହ ଚରଣ…
ଭଦ୍ରକ : ଗୋଟିଏ ବାଇକ୍କୁ ପଛରୁ ପିଟିଲା ଆଉ ଏକ ବାଇକ୍। ଏହା ପରେ ଦୁଇଟି ଯାକ ବାଇକ୍ରେ ଲାଗିଯାଇଥିଲା ନିଆଁ। ଏହି ଘଟଣାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା…
ଭୁବନେଶ୍ବର : ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଉପରେ ଗତକାଲି ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ବିଜେପି ପକ୍ଷରୁ ଗତକାଲି ସକାଳେ ଓ ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଦୁଇଥର…
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ସେମିନାରେ ୩ ଜଣ ନାବାଳକ ଇବ୍ ନଦୀରେ ଗାଧୋଉ ଥିବା ବେଳେ ନିଖୋଜ ହୋଇଯାଇଛନ୍ତି। ଖବର ଲେଖାଯିବା ସୁଦ୍ଧା ସେମାନଙ୍କୁ ଠାବ କରାଯାଇପାରି ନାହିଁ। ଏହି ତିନି ନାବାଳକଙ୍କ ମଧ୍ୟରୁ ଜଣଙ୍କୁ ୧୫ ବର୍ଷ ହୋଇଥିବା…
ଭୁବନେଶ୍ବର: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ…
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି…
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଓ ଏହାର ମରାମତି ନେଇ ଆଲୋଚନା ହୋଇଛି। ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ୧୯୭୮ ମସିହା କରାଯାଇଥିବା ଗଣତି ତାଲିକା ଉପରେ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର…
ଭଦ୍ରକ: ଏକ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରି ୧୧ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଏହି ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବରୁ ମଧ୍ୟ ଏଇ ଅଞ୍ଚଳରେ ଏକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ…