2024

ରାଜଧାନୀରେ ହାଲୁକା ବର୍ଷା; ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ତାତି ଭିତରେ ଗୁରୁବାର ଅଦିନିଆ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ଭୁବନେଶ୍ୱରର କେତେକ ସ୍ଥାନରେ ଆଜି ସନ୍ଧ୍ୟାରେ ହାଲୁକା ବର୍ଷା ହୋଇଛି। ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆଉ କେତେକ ସ୍ଥାନରେ ବର୍ଷା ହୋଇନଥିଲେ…

ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ DG ପାହ୍ୟାକୁ ପଦୋନ୍ନତି

୧୯୯୨ ବ୍ୟାଚ୍‌ର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ…

ରାଜ୍ୟରେ ୮୦୧୨୫ କୋଟି ଟଙ୍କାର ୭ ବୃହତ୍ ପ୍ରକଳ୍ପକୁ ଉଚ୍ଚସ୍ତରୀୟ କ୍ଲିଅରାନ୍ସ

ଭୁବନେଶ୍ବର : ରାଜ୍ୟରେ ୮୦,୧୨୫.୮୦କୋଟି ଟଙ୍କାର ୭ଟି ବୃହତ୍ ପ୍ରକଳ୍ପକୁ ଆଜି ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚଏଲସିଏ)ଙ୍କ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ଅଧିକ ୨୪୫୫୨ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ଗ୍ରୀନ୍ ଏନର୍ଜି, ଫାର୍ମାସ୍ୟୁଟିକାଲ, କେମିକାଲ ଓ ଇସ୍ପାତ…

ମହିଳାଙ୍କ ସମ୍ମାନ ପ୍ରତି ହେଉଥିବା ଅନ୍ୟାୟକୁ ବରଦାସ୍ତ କରାଯିବ ନାହିଁ: ମାଓବାଦୀ

ମାଲକାନଗିରି: ଆନ୍ଧ୍ର ଓଡ଼ିଶା ସୀମା ସ୍ବତନ୍ତ୍ର ଜୋନାଲ କମିଟି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତାକାଲି (୨୦୨୪ ମାର୍ଚ୍ଚ ୮) ମହିଳା ଦିବସ ପାଳନ ନେଇ ଏହି ପ୍ରେସ ବିଜ୍ଞପ୍ତିରେ ମାଓ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ଆନ୍ଧ୍ର-ଓଡ଼ିଶା ସୀମାନ୍ତ…

ଯେଉଁଠି ମା’ଙ୍କୁ ସମ୍ମାନ ମିଳେ, ସେଠି ଦେବତାମାନେ ବାସ କରନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମହିଳାମାନେ ବହୁତ ଉପରକୁ ଉଠି ପାରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ…

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ କମିସନରେଟ୍‌ ପୁଲିସ୍‌ର ସ୍ୱତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁବାର କମିସନରେଟ୍‌ ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପୁଲିସ କମିସନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିସନର ଅବିନାଶ କୁମାର,…

ବିଜେପି ସହ ଆସନ ବୁଝାମଣା: ଦିଲ୍ଲୀ ଗଲେ ପାଣ୍ଡିଆନ ଓ ବବି

ଭୁବନେଶ୍ବର : ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଗତକାଲି ଦୁଇଦଳ ଭିନ୍ନ ଭିନ୍ନ ବୈଠକ କରି ଦଳୀୟ ନେତାମାନଙ୍କୁ ସମ୍ଭାବ୍ୟ ମେଂଟ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରିବା ପରେ ଆଜି ଏହି…

ପୋଲସରାରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଓ ୨ ବର୍ଷୀୟ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ନିମିନା ପଞ୍ଚାୟତ ସାନ ବରଗାଁ ଗ୍ରାମ ବାଲିହତାରେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ଘରର ଗୋଟିଏ କୋଠରିରୁ ମା’-ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।…

ନାତୁଣୀଙ୍କୁ ସରକାରଙ୍କ ହାତରେ ଟେକିଦେଲା ଜେଜେ ବାପା

ବରଗଡ଼ : ବରଗଡ଼ ଜିଲ୍ଲା ଝାରବନ୍ଧ ଥାନା ଶାଖାଡୁଙ୍ଗୁରୀ ଗାଁର ମୁକୁନ୍ଦ ବନଛୋର ତାଙ୍କ ୯ ବର୍ଷର ନାତୁଣୀଙ୍କୁ ସରକାରଙ୍କ ହାତରେ ଟେକି ଦେଇଛନ୍ତି। ଗୋଟିଏ ପଟେ ଦାରିଦ୍ର୍ୟ ଓ ଅନ୍ୟପଟେ ଜୀବନର ଅନ୍ତିମ ପାହାଚରେ ପହଞ୍ଚି ସାରିଥିବା ମୁକୁନ୍ଦ ତାଙ୍କ…

ରାହୁଲଙ୍କ ୫ ଗ୍ୟାରେଣ୍ଟି: ୩୦ ଲକ୍ଷ ସରକାରୀ ନିଯୁକ୍ତି, ସ୍ନାତକଙ୍କ ପାଇଁ ବର୍ଷେ ଆପ୍ରେଣ୍ଟିସସିପ୍ ସୁଯୋଗ

ବାଂସୱାଡା: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦିନ ଭାରତ ଯୋଡୋ ନ୍ୟାୟ ଯାତ୍ରା ରେ ରାଜସ୍ଥାନରେ ବାଂସୱାଡାରେ ଏକ ରାଲିରେ ଯୁବବର୍ଗଙ୍କୁ ପ୍ରଥମ ଚାକିରି ତଥା ସାମାଜିକ ସୁରକ୍ଷା ନିଶ୍ଚିତ କରିବାକୁ ପ୍ରତିଶ୍ରୁତିର ୫ ଗ୍ୟାରେଣ୍ଟି ଦେଇଛନ୍ତି। ସେ କହିଛନ୍ତି…