2024

ଦେଶର ପ୍ରଥମ ଅଣ୍ଡରୱାଟର୍ ମେଟ୍ରୋ ଟନେଲ ଉଦଘାଟିତ

ପାଣି ଭିତରେ ଦୌଡିବ ମେଟ୍ରୋ। ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ଟନେଲ ଉଦଘାଟିତ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀର୍ଘଦିନର ଏହି ପ୍ରୋଜେକ୍ଟକୁ ଉଦଘାଟିତ କରିଛନ୍ତି। କୋଲକାତାରେ ହୁଗୁଳି ନଦୀ ଭିତରେ ୧୬.୬ କିଲୋମିଟର ପର୍ଯ୍ୟନ୍ତ ଏହି ଅଣ୍ଡରୱାଟର ମେଟ୍ରୋ ଟନେଲ…

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର…

୩ ଔଷଧର ବ୍ୟବହାର ଉପରେ ଲାଗିଲା ରୋକ

ମେଗ ଲାଇଫ ସାଇନ୍ସ ପକ୍ଷରୁ ଉତ୍ପାଦନ ହେଉଥିବା ସମସ୍ତ ଔଷଧର ସେବନ ଓ ବ୍ୟବହାର ବିରୋଧରେ ଲୋକଙ୍କୁ ସତର୍କ କରାଇଛି ତେଲଙ୍ଗାନା ସରକାର। କମ୍ପାନୀ ପକ୍ଷରୁ ମାର୍କେଟରେ ବିକ୍ରି ହେଉଥିବା MPOD 200, MEXCLAV 625, and CEFOXIM-CVରେ କୌଣସି ପ୍ରକାରର…

ଜେଜେବାପାଙ୍କ ଶୁଦ୍ଧିକ୍ରିୟା ସାରି ନଦୀରେ ଶୌଚ ହେଉଥିବା ବେଳେ ଭାସିଗଲା ନାତି

କେନ୍ଦ୍ରାପଡା : ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା ସାରି ଶୌଚ ହେଉଥିବା ବେଳେ ନଦୀରେ ଭାସିଗଲା ନାତି। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ସୁଶାନ୍ତ ଗିରିଙ୍କ ପୁଅ ରାକେଶ…

ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇ ଲୁଟି ନେଲେ ୯୦ ହଜାର ଟଙ୍କା

ଢେଙ୍କାନାଳ: ଦିନିକୁ ଦିନ ବଢିଚାଲିଛି ଲୁଟପାଟ୍। କେହି ଘରେ ପଶି ଲୁଟୁଛନ୍ତି ତ ଆଉ କିଛି ଲୋକଙ୍କୁ ନିଶା ଦେଇ ଲୁଟୁଛନ୍ତି ଲୁଟେରା। ଢେଙ୍କାନାଳରେ ଏପରି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇଥିଲେ…

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ, ଉଠାଇ ନେଲା ATS

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ। ଉଠାଇ ନେଲା ATS । ଏପରି ଏକ ଘଟଣା ଉତ୍ତରପ୍ରଦେଶରେ ଘଟିଛି। ATS ଦ୍ୱାରା ବନ୍ଧା ହୋଇଥିବା ଦମ୍ପତି ହେଲେ କୃପାଶଙ୍କର ସିଂହ ଓ ତାଙ୍କ ପତ୍ନୀ ବିନ୍ଦା ସୋନା । ଉଭୟ ପ୍ରତିବନ୍ଧିତ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଚିକିତ୍ସାରେ ବାଧକ ସାଜିବନି ଅର୍ଥ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଉତ୍ତମ ଓ ଗୁଣବତ୍ତା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ବଦ୍ଧପରିକର ରାଜ୍ୟ ସରକାର । ଏ ନେଇ…

ସନ୍ଦେଶଖାଲିକୁ ମୁଖ୍ୟ ପ୍ରସଙ୍ଗ କଲେ, ଟିଏମସିକୁ ଧୋଇଲେ ମୋଦି

ବେଙ୍ଗଲରେ ଜନସଭା କରି କ୍ଷମତାସୀନ ଟିଏମସି ଉପରେ ଜୋରଦାର ଢଙ୍ଗରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶେଷ କରି ସନ୍ଦେଶଖାଲି ଘଟଣାକୁ ମୁଖ୍ୟ ପ୍ରସଙ୍ଗ କରି ମୋଦି କହିଛନ୍ତି ଯେ ଟିଏମସି ମୁଖ୍ୟ ଅଭିଯୁକ୍ତଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସେ ଅଭିଯୋଗ…

ଭୁବନେଶ୍ବର ସପ୍ତମ ବାଟାଲିୟନରୁ ବନ୍ଧୁକ ଚୋରି

ଭୁବନେଶ୍ବର : ଭୁବନେଶ୍ବର ସପ୍ତମ ବାଟାଲିୟନରୁ ବନ୍ଧୁକ ଚୋରି। ରାଷ୍ଟ୍ରପତିଙ୍କ ଡ୍ଯୁଟିରେ ଆସିଥିବା ଯବାନଙ୍କ ବନ୍ଧୁକ ଓ ଗୁଳି ଚୋରି ହୋଇଥିବା ଅଭିଯୋଗ ହୋଇଛି । INSAS ରାଇଫଲ ଚୋରି ନେଇ ମୈତ୍ରୀବିହାର ଥାନାରେ ଅଭିଯୋଗ କରିଛନ୍ତି ଅଷ୍ଟମ IR ବାଟାଲିୟନର…

ଓଡ଼ିଶା ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ବର: ଓଡ଼ିଶାଗସ୍ତ ସାରି ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବା ପରେ ବିଜେପି ନେତାଙ୍କୁ ଦିଲ୍ଳୀ ଡାକରା । ରାଜ୍ୟ ସଭାପତି, ସଙ୍ଗଠନ ସମ୍ପାଦକ ସହ କୋର୍ କମିଟିର କିଛି ନେତା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି | ସନ୍ଧ୍ୟା ୫ ଟା ବେଳେ…