2024

ଭାରତ ଗୋଟିଏ ରାଷ୍ଟ୍ର ନୁହେଁ: ଡିଏମକେ ନେତାଙ୍କ ବୟାନକୁ ନିନ୍ଦା କଲା କଂଗ୍ରେସ

ଚେନ୍ନାଇ : ତାମିଲନାଡୁ ସହଯୋଗୀ ଡିଏମକେର ବରିଷ୍ଠ ନେତା ଏ ରାଜାଙ୍କ ବିବାଦୀୟ ବୟାନକୁ ଦୃଢ଼ ଭାବେ ନିନ୍ଦା କରିଛି କଂଗ୍ରେସ। ଭାଷଣ ଦେବା ବେଳେ ଜଣେ ନେତା ବିବାଦୀୟ ବୟାନରୁ ଦୂରେଇ ରଖିବା ଦରକାର ବୋଲି ଦଳ କହିଛି। ଡିଏମକେ…

କୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର! ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କଲେନି ବେଙ୍ଗଲ ସରକାର

କୋଲକାତା : ପଶ୍ଚିମବଙ୍ଗରେ ହାଇଡ୍ରାମା। କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ନିଲମ୍ବିତ ଟିଏମସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମନା କରି ଦେଇଛନ୍ତି ରାଜ୍ୟ ସରକାର। ଇଡି ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଶାହଜାହାଁ ଏବେ ବେଙ୍ଗଲ…

ଭାରତ ସମେତ ବିଶ୍ବବ୍ୟାପୀ ଡାଉନ ହେଲା ଫେସବୁକ୍, ଇନଷ୍ଟାଗ୍ରାମ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଏବଂ ଇନଷ୍ଟାଗ୍ରାମ ମଙ୍ଗଳବାର ରାତିରେ (୫ ମାର୍ଚ୍ଚ ୨୦୨୪) ହଠାତ୍ ଡାଉନ ହୋଇଯାଇଛି । ଏପରିକି ୟୁଜରମାନଙ୍କ ଫେସବୁକ ଓ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହଠାତ୍ ଲଗଆଉଟ୍ ହୋଇଯାଉଛି । ତେବେ ଫେସବୁକରେ ଲୋକମାନେ ଅଧିକ…

ବିଜେପିରେ ଯୋଗ ଦେବେ କି କଂଗ୍ରେସ ନେତା ପିଏଲ ପୁନିଆ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ପିଏଲ ପୁନିଆ, କଂଗ୍ରେସ ଛାଡି ବିଜେପିରେ ଯୋଗ ଦେବେ କି? କିଛି ଏଭଳି ଗୁଜବ ପ୍ରକାଶ ପାଇବା ପରେ ଏବେ ଏନେଇ ଜବାବ ରଖିଛନ୍ତି ପୁନିଆ | ବାସ୍ତବରେ ପିଏଲ ପୁନିଆ କଂଗ୍ରେସ ଛାଡି ୨୦୨୪…

ଡ୍ରୋନ ଆଟାକ ପରେ ଜଳୁଥିଲା ଜାହାଜ, ୨୩ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ : ମଝି ସମୁଦ୍ରରେ ପରାକ୍ରମ ଦେଖାଇଛି ଭାରତୀୟ ନୌସେନା। ଡ୍ରୋନ ଆକ୍ରମଣ ଯୋଗୁ ଜଳୁଥିବା ଜାହାଜରୁ ୨୩ ଜଣଙ୍କୁ ଉଦ୍ଧାର କରିଛନ୍ତି ନୌସେନାର ବୀର ଯବାନ। ଆକ୍ରମଣ ପରେ ଗୋଟିଏ ପଣ୍ୟବାହୀ ଜାହାଜରେ ଲାଗି ଯାଇଥିଲା ନିଆଁ। ଭିତରେ ୧୩…

ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା ଅଭିଯୋଗ

ଭୁବନେଶ୍ବର : ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱରର ଡେଲଟା ଛକ ରେଙ୍ଗାଲି ବସ୍ତିର ଦୀପକ ସାହୁ। ତାଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ମୃତ ଯୁବକଙ୍କ ମାଆ ଖଣ୍ଡଗିରି…

ସ୍ୱାମୀ ଓ ପୁଅକୁ ଛାଡ଼ି ପ୍ରେମିକ ସହ ଯାଇଥିଲେ, ମାଟି ତଳୁ ମିଳିଲା ମୃତଦେହ

ଦେବଗଡ଼ : ସ୍ୱାମୀ ଓ ପୁଅକୁ ଛାଡ଼ି ପ୍ରେମିକ ସହ ଯାଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଚାରି କାନ୍ଥ ଭିତରୁ ଗୋଡ କାଢ଼ିଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା…

ବିଦ୍ୟୁତ୍ ଖୁଣ୍ଟରେ ପିଟି ହେଲା ବାଇକ୍: ଚାଲିଗଲା ନାବାଳକଙ୍କ ସହ ୨ ଜଣଙ୍କ ଜୀବନ

ଖଲିକୋଟ: ବରଯାତ୍ରୀ ହୋଇଯାଇଥିଲେ, ଶବ ହୋଇ ଫେରିଲେ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଖଲିକୋଟ ଅଞ୍ଚଳରେ। ଗତକାଲି ରାତିରେ ୩ଜଣ ଯୁବକ ବରଯାତ୍ରୀ ହୋଇଯାଇଥିଲେ। ସେମାନେ ବିଳମ୍ବିତ ରାତିରେ ଏକ ବାଇକରେ ନିଜ ଗାଁକୁ ଫେରୁଥିଲେ। ହେଲେ…

‘ଇଣ୍ଡି ଗଠବନ୍ଧନର ବିଚାରଧାରାରେ ପରିବାର ପ୍ରଥମ, କିନ୍ତୁ ମୋଦିର ବିଚାରଧାରାରେ ଦେଶ ପ୍ରଥମ’

ଭୁବନେଶ୍ବର : ‘ଇଣ୍ଡି ଗଠବନ୍ଧନର ବିଚାରଧାରାରେ ପରିବାର ପ୍ରଥମେ ଆସୁଛି। କିନ୍ତୁ ମୋଦିର ବିଚାରଧାରାରେ ଦେଶ ପ୍ରଥମ।’ ଆଜି ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲରେ ଦଳ ତରଫରୁ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି ସମାବେଶ’ ଯୋଗ ଦେଇ ଏହି କଥା କହିଥିଲେ ପ୍ରଧାନମନ୍ତ୍ରୀ…

୧୧ ପରେ ରାଜ୍ୟରେ ବଢ଼ିବ ତାତି !

ଭୁବନେଶ୍ବର : ଆସନ୍ତା ୧୧ ତାରିଖ ପରେ ରାଜ୍ୟରେ ପାରଦ ବଢ଼ିବ। ଦିନ ଓ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଏନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱର…