2024

ଆପଣ ଜଣେ ମନ୍ତ୍ରୀ, ନିଜ ମନ୍ତବ୍ୟର ପରିଣାମ ଜାଣିବା ଉଚିତ୍ ଥିଲା : ଉଦୟନିଧି ଷ୍ଟାଲିନଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ତାମିଲନାଡୁ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବାକ୍ ଓ ଅଭିବ୍ୟକ୍ତି ର ସ୍ୱାଧୀନତାର ଅଧିକାରର ଦୁରୁପଯୋଗ କରିବା ପରେ ସେ କାହିଁକି ତାଙ୍କ ପିଟିସନ ଆଣିଲେ…

ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ, ରାଜୁ ଦାସ ଓ ନରେନ ପଲେଇ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭୁଷୁଡିବାରେ ଲାଗିଛି କଂଗ୍ରେସ ଓ ବିଜେଡି ଶିବିର। କଂଗ୍ରେସ ଓ ବିଜେଡିର ଅନେକ ହେଭିୱେଟ୍ ନେତାମାନେ ବିଜେପିରେ ଯୋଗ ଦେଉଛନ୍ତି। ଯାହା କଂଗ୍ରେସ ଓ ବିଜେଡି ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ବିଜେପିରେ ସାମିଲ…

କେନ୍ଦ୍ରାପଡା ଜିଲ୍ଲା ଦେଇ ଗଡିବ ପାସେଞ୍ଜାର ଟ୍ରେନ

ଭୁବନେଶ୍ବର: କେନ୍ଦ୍ରାପଡ଼ାବାସୀଙ୍କୁ ମେମୁଟ୍ରେନ୍‌ ଉପହାର ମିଳିବ। ଜନସାଧାରଣଙ୍କର ଯାତାୟତ ସୁବିଧା ପାଇଁ କେନ୍ଦ୍ରାପଡ଼ାକୁ ଟ୍ରେନ୍‌ ନେଟୱର୍କ ସହିତ ଯୋଡ଼ାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୫ ତାରିଖରେ ମେମୁ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଡିଆରଏମ୍‌ ଏସ୍‌ଏସ୍‌ ବାଜୱା…

ପୋଲିସ-ମାଓବାଦୀ ଗୁଳିବିନିମୟ, ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ

ମାଲକାନଗିରି: ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେ ଜିଲ୍ଲାର ଛୋଟେବେଠିଆ ଜଙ୍ଗଲରେ ପୋଲିସ୍- ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଘଟଣାସ୍ଥଳରୁ ଗୋଟିଏ ଏକେ- 47 ବନ୍ଧୁକ ଜବତ ହୋଇଛି…

ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ

ପୁଣିଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ। ସେ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ଶାସନ ଡୋର ନିଜ ହାତକୁ ନେବେ। ନବ ନିର୍ବାଚିତ ସଂସଦରେ ଅତି ସହଜରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଶେହବାଜ ଶରିଫ ରବିବାର ଦ୍ୱିତୀୟ ଥର…

ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ…

ବିଜେପିକୁ ୨ ହଜାର ଟଙ୍କା ଚାନ୍ଦା ଦେଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦଳ ଭାରତୀୟ ଜନତା ପାର୍ଟିକୁ ଟଙ୍କା ଦାନ କରିଛନ୍ତି। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳକୁ ଆର୍ଥିକ ଦୃଷ୍ଟିରୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଡୋନେଟ୍ ଫର ନେସନ୍ ବିଲ୍ଡିଂ ଅଭିଯାନ ଅଧୀନରେ…

ଡ୍ରାଇଭର ମୋବାଇଲ୍ ଫୋନ୍‌ରେ କ୍ରିକେଟ୍‌ ମ୍ୟାଚ୍ ଦେଖୁଥିବାରୁ ଘଟିଥିଲା ଟ୍ରେନ୍ ଦୁର୍ଘଟଣା

୨୦୨୩ ଅକ୍ଟୋବର ୨୯ ତାରିଖ ସନ୍ଧ୍ୟା ପ୍ରାୟ ୭ଟା ବେଳେ ଆନ୍ଧ୍ର ପ୍ରଦେଶର ବିଜୟନଗରମ ଜିଲ୍ଲା କଣ୍ଟକପଲ୍ଲୀରେ ରାୟଗଡ଼ା ପାସେଞ୍ଜର ଓ ବିଶାଖାପଟନମ-ପଲାସା ଟ୍ରେନ୍ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ…

DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କେୟାରବାଙ୍କ ସ୍ଥିତ ଡିଆରଡିଓ କେନ୍ଦ୍ରରେ ଡିଉଟିରେ ଥିବା ଯବାନ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ରାତି ୧୨ଟାରୁ ୨ ପର୍ଯ୍ୟନ୍ତ ଜେନେରାଲ ଡିଉଟିରେ ଥିଲେ ଯବାନ ଜଣକ। ରାତି ପ୍ରାୟ…

ଧର୍ମଗଡ଼ରେ ନୂଆ-ଓ ଛାତ୍ରବୃତ୍ତି ବିତରଣ କାର୍ଯକ୍ରମ

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ସାମ୍ନା ପଡ଼ିଆରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦଘାଟନ କରିବା ସହ ଅନୁମୋଦନ…