ନିର୍ବାଚନ ପୂର୍ବରୁ ଆଜି ଆସୁଛନ୍ତି ୧୫ କଂପାନୀ CAPF, ଆହୁରି ଆସିବେ
ଭୁବନେଶ୍ବର : ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହା ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଶାନ୍ତିଶୃଙ୍ଖଳା ତଥା ଅବାଧରେ କରିବା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିନିମନ୍ତେ ସମଗ୍ର ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ…
