ନୀତୀଶ କହିଲେ- ମୁଁ ଆଉ ଏପଟ ସେପଟ ହେବିନି
ପାଟନା : ‘ମୁଁ ଆଉ ପଲଟିବିନି। ମୁଁ ଆଉ ଏପଟ ସେପଟ ହେବିନି। ଆପଣଙ୍କ ସାଥୀରେ ରହିବି। ବିହାର ପାଇଁ କାମ କରିବି।’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତେବେ…
ପାଟନା : ‘ମୁଁ ଆଉ ପଲଟିବିନି। ମୁଁ ଆଉ ଏପଟ ସେପଟ ହେବିନି। ଆପଣଙ୍କ ସାଥୀରେ ରହିବି। ବିହାର ପାଇଁ କାମ କରିବି।’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତେବେ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ…
ଯାଜପୁର : ରାଜ୍ୟରେ ଥିବା କୃଷକଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାର କାଳିଆ ଯୋଜନା ଆରମ୍ଭ କରିଛନ୍ତି । ଏହା ଦ୍ଵାରା କୃଷକଙ୍କ ଆର୍ଥିକ ମାନଦଣ୍ଡ ଉନ୍ନତ ହେବା ସହ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧି ହେଉଛି…
ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମ ମଜୁରୀ (ଖୋଲ ତରଳା )ଗ୍ରାମ ନିକଟ କାଜୁ ଜଙ୍ଗଲ ନିକଟରୁ ଛାତ୍ରୀଙ୍କ ମୃତ ଦେହ ଠାବ ହୋଇଛି । ମୃତ ଛାତ୍ରୀ ଜଣକ ହେଲେ +2 ପ୍ରଥମ ବର୍ଷର ଛାତ୍ରୀ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପଶ୍ଚିମବଙ୍ଗରେ ସନ୍ଦେଶଖାଲି ପ୍ରସଙ୍ଗ ଉଠାଇ କ୍ଷମତାସୀନ ଟିଏମସି ଉପରେ ମନଇଚ୍ଛା ବର୍ଷିଛନ୍ତି। ସନ୍ଦେଶଖାଲି ଘଟଣାର ମୁଖ୍ୟ ଅଭିଯୁକ୍ତ ଶେଖ ଶାହଜାହାଁଙ୍କୁ ଟିଏମସି ହିଁ ଘଣ୍ଟ ଘୋଡ଼ାଇ ଚାଲିଥିବା ମୋଦି ଅଭିଯୋଗ କରିଛନ୍ତି। ବେଙ୍ଗଲର ଅର୍ମବାଗରେ ଆୟୋଜିତ…
ଭୁବନେଶ୍ବର: ରାଜ୍ୟରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେନି ବିଜେପିର ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି। କହିଲେ ଓଡ଼ିଶାରେ ହେବ ଡବଲ ଇଞ୍ଜିନ ସରକାର । ବିଜେଡି ସହିତ ଡବଲ ଇଞ୍ଜିନ ସରକାର କି ପ୍ରଶ୍ନରେ ସିଧାସଳଖ ଉତ୍ତର ଦେଇନଥିଲେ ।…
ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା…
କେନ୍ଦ୍ରରେ କ୍ଷମତାସୀନ ବିଜେପିକୁ ଖୋଲା ଚ୍ୟାଲେଞ୍ଜ ଦେଇଛି ଦଳର ପୁରୁଣା ସହଯୋଗୀ AIADMK। ବିରୋଧୀ ମେଣ୍ଟ ଇଣ୍ଡିଆରେ AIADMK ନଥିଲେ ମଧ୍ୟ ତାମିଲନାଡୁରେ ବିଜେପିକୁ ଦଳ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବିଜେପିର ଯଦି ଦମ ଅଛି, ତା’ହେଲେ ଦଳ ଦୁଇ କେନ୍ଦ୍ରମନ୍ତ୍ରୀ…
ସ୍କୁଲ ଭିତରେ ମାତାଲ ଶିକ୍ଷକ। ପିଲାଙ୍କୁ ପାଠ ପଢ଼ାଇବା ବଦଳରେ ବସି ପିଉଛନ୍ତି ମଦ। ହାତରେ ମଦ ବୋତଲ ଓ ଗ୍ଲାସ୍ ଧରି ତିଆରି କରୁଛନ୍ତ ପେଗ୍। ବାରଣ କରିବା ପରେ ବେଧଡକ ଅନ୍ଦାଜରେ କହିଲେ ମୋ ଇଚ୍ଛା ଯାହା କରିବାର…
ଭୁବନେଶ୍ୱର : ୯୭୭ ଜଣ ଅଧ୍ୟାପକଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର। ୮୭ ଜଣ ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ , ୫୭ ସମବାୟ ସମିତି ନିରୀକ୍ଷକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗରେ ଗ୍ରୁପ ସି ସ୍ତରରେ ୩୧ ଜଣଙ୍କୁ…