2024

ବିଜେପିରେ ମିଶିଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଶେଷରେ ସବୁ ଚର୍ଚ୍ଚା-ଆଲୋଚନାରେ ପୂର୍ଣ୍ଣଛେଦ ପକାଇ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ | ପ୍ରଶାନ୍ତଙ୍କୁ ଉତ୍ତରୀୟ ସହ ଟୋପି ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି | ଏହି ମିଶ୍ରଣ…

ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶ-ବିଦେଶରେ ସୁନାମ ଆଣିଛନ୍ତି: ରାଷ୍ଟ୍ରପତି

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ଖୁସି ଲାଗୁଛି। ଛାତ୍ରୀମାନେ ପୂର୍ବରୁ ପଛରେ ଥିଲେ, ଏବେ ସେମାନେ ଆଗକୁ ବଢୁଛନ୍ତି। ସେମାନେ ଜାଗ୍ରତ ହୋଇଛନ୍ତି। ସେମାନଙ୍କ ପାଖରେ…

ରତ୍ନଭଣ୍ଡାର ଅଳଙ୍କାର ତଦାରଖ ପାଇଁ ଗଠନ ହେଲା କମିଟି; ଜଷ୍ଟିସ ପଶାୟତ ଅଧ୍ୟକ୍ଷ

ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ତାଲିକା ପ୍ରସ୍ତୁତିର ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ଏହି କମିଟିରେ ଅଧ୍ୟକ୍ଷଙ୍କ ସହ…

ସ୍ୱାସ୍ଥ୍ୟ ବିଭାଗର ୬ ପ୍ରସ୍ତାବ ସମେତ ୮ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର :ରାଜ୍ୟ କ୍ୟାବିନେଟର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସମେତ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ଏଥିରେ ସାମିଲ…

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଲା କମିଶନରେଟ୍ ପୁଲିସ୍

ଭୁବନେଶ୍ବର : ଏକ ଆନ୍ତଃରାଜ୍ୟ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୁଲିସ। ଏହି ଗ୍ୟାଙ୍ଗର ୯ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସର ସ୍ପେଶାଲ ସ୍କ୍ୱାଡ୍। ସେମାନଙ୍କଠାରୁ ନଗଦ ୩ ଲକ୍ଷ ୨୦ ହଜାର ଟଙ୍କା, ଦେଢ଼ କେଜି ପାଖାପାଖି…

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ବର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି…

ବିଜେପିରେ ମିଶିଲେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁଁ

ଭୁବନେଶ୍ବର : ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଆଜି ବିଜେପିରେ ମିଶିଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଦଳରେ ସାମିଲ ହୋଇଥିଲେ। ଦଳର ରାଜ୍ୟ…

ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ…

‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି ଭୋଟରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ନକଲି ଭୋଟରଙ୍କ ନାଁ,ଗାଁ ଓ ଠିକଣା ରହିଥିବା…

ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ

ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଥିବା ପାକିସ୍ତାନକୁ କଡା ଜବାବ ଦେଇଛି ଭାରତ। ଜାତିସଂଘ ମାନବ ଅଧିକାର ପରିଷଦର…