2024

ପୁଣି କେଜ୍ରିୱାଲଙ୍କୁ ସମନ; ଅଷ୍ଟମ ଥର ପାଇଁ ଡକାଇଲା ଇଡି

ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନିକଟକୁ ଆସିଛି ସମନ। ଦିଲ୍ଲୀ ଅବକାରୀ ନୀତିରେ ଘୋଟାଲା ମାମଲାରେ ଜେରା ପାଇଁ ଇଡି କେଜ୍ରିୱାଲଙ୍କୁ ସମନ ପଠାଇଛି। ଏହାକୁ ମିଶାଇ ଇଡି ଆଠ ଥର ସମନ ପଠାଇଲାଣି। ଆସନ୍ତା ମାର୍ଚ୍ଚ ୪ରେ…

ରାଜଧାନୀର ଲୋୟର ପିଏମଜିରେ ଗର୍ଜିଲେ ମତ୍ସ୍ୟଜୀବୀ

ଭୁବନେଶ୍ବର: ୬ ଦଫା ଦାବି ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ । ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ବାଲେଶ୍ୱର, ଭଦ୍ରକ, ପାରଦୀପ ସହ…

‘ଚନ୍ଦ୍ର ଭଳି ଆରମ୍ଭ ହେବ ମିଶନ ଶୁକ୍ର, ୨୦୩୦ ସୁଦ୍ଧା ସ୍ପେଶ୍‌ ଷ୍ଟେସନ ସ୍ଥାପନ’

ଇସ୍ରୋର ଗଗନଯାନ ମିଶନ ମାଧ୍ୟମରେ ମହାକାଶକୁ ଯିବାକୁ ଥିବା ୪ ଜଣ ମହାକାଶଚାରୀଙ୍କ ନାଁ ଘୋଷଣା କରାଯାଇଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଚାରି ବୀରଙ୍କ ନାମ ଘୋଷଣା କରିଛନ୍ତି। ପ୍ରଥମ କରି ଭାରତୀୟ ବାୟୁସେନାର ଚାରି ଜଣ ଅଧିକାରୀ…

‘ମେ’ ୧୫ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ’

କଟକ: ମେ’ ୧୫ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ବାହାରିବ । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ପାଇବ ।…

ଗଗନଯାନ ମିଶନ: ଘୋଷଣା ହେଲା ମହାକାଶ ଯିବାକୁ ଥିବା ୪ ଜଣଙ୍କ ନାଁ

ଆଉ ଏକ ଇତିହାସ ରଚିବାକୁ ଯାଉଛି ଇସ୍ରୋ। ପ୍ରଥମ ଥର ପାଇଁ ଭାରତ ନିଜ ରକେଟରେ ନିଜ ବୀରଙ୍କୁ ମହାକାଶ ପଠାଇବ। ବାୟୁସେନାର ଚାରି ଜଣ ଅଧିକାରୀ ପ୍ରଥମ କରି ମହାକାଶ ଯାତ୍ରା କରିବେ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କ…

ବରପଦା ଇଂଜିନିୟରିଂ କଲେଜରୁ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ହଟେଇବା ଦାବିରେ ୧୨ ଘଣ୍ଟିଆ ବରପଦା ବନ୍ଦ

ଭଦ୍ରକ: ଆଜି ୧୨ ଘଣ୍ଟିଆ ବରପଦା ବନ୍ଦ ଡାକରା । ବରପଦା ଇଂଜିନିୟରିଂ କଲେଜରୁ ପ୍ରଫୁଲ୍ଲ ସାମଲ ପରିବାରଙ୍କୁ ବହିଷ୍କାର ଏବଂ ସରକାର ଏହାର ଦାୟିତ୍ତ୍ବ ନେବାକୁ ଦାବିକରି ୧୨ ଘଣ୍ଟିଆ ବରପଦା ଡାକରା ଦେଇଛନ୍ତି କଲେଜର କର୍ମଚାରୀ ଓ ବରପଦା…

ଆମ ହସ୍ପିଟାଲ ଯୋଜନାରେ ୬୭ ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’…

ରାଜଧାନୀରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ…

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମ ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

କଟକ : ଆସନ୍ତାକାଲି ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ । ଭର୍ଚୁଆଲରେ ଏହାର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦ ହଜାର ଦର୍ଶକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ବାଲିଯାତ୍ରା ତଳ ପଡ଼ିଆରେ ପାର୍କିଂ ବ୍ୟବସ୍ଥା…

ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ…