2024

କୃଷକମାନଙ୍କୁ ଅଟକାଇବା ପାଇଁ ଅଟକାଇବା ପାଇଁ ଲୁହବୁହା ବାଷ୍ପ ପ୍ରୟୋଗ କଲା ପୁଲିସ

ନୂଆଦିଲ୍ଲୀ:: ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ନିଶ୍ଚିତ କରୁଥିବା ଆଇନ ଲାଗୁ କରାଯିବା ଓ ଅନ୍ୟ କିଛି ଦାବି ପୁରଣ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି ଆସୁଥିବା କୃଷକ ସଂଗଠନ ଏବେ ପୁଣି ଥରେ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ମାର୍ଚ୍ଚ ୩ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରିପରିଷଦ ବୈଠକ

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ଦ୍ୱାରା ୨୦୨୪ ଲୋକସଭା ନିର୍ବାଚନ ଘୋଷଣାର ଅବ୍ୟବହିତ ପୂର୍ବରୁ ମାର୍ଚ୍ଚ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ଜାଣିବାକୁ ମିଳିଛି। ନୂଆଦିଲ୍ଲୀର ଚାଣକ୍ୟପୁରୀ କୂଟନୈତିକ ଅଞ୍ଚଳରେ ଥିବା…

କେଓ୍ବାଇସି ପ୍ରକ୍ରିୟାରେ ଡିଜିଟାଲିକରଣ ହେବ, ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଆର୍ଥିକ ସ୍ଥିରତା ଏବଂ ବିକାଶ ପରିଷଦ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆର୍ଥିକ ସ୍ଥିରତା ଏବଂ ବିକାଶ ପରିଷଦର ୨୮ତମ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଘରୋଇ ଏବଂ ବିଶ୍ବର ଅର୍ଥନୈତିକ ସ୍ଥିତି ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅର୍ଥନୈତିକ ସ୍ଥିରତା ଏବଂ ଏହାର ମୁକାବିଲା…

ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ…

ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା…

ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ପୁଣି ଇଡିରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ସ୍ଵାମୀ ଜଗବନ୍ଧୁ ଚାନ୍ଦ

ଭୁବନେଶ୍ବର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ୍‌ରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ । ପ୍ରାୟ ଏକ ଘଣ୍ଟା ଧରି ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଜେରା କରିଛି ଇଡି । ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି…

ଭାରସାମ୍ୟ ହରାଇ ଓଲଟିଲା ବସ୍‌; ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ, ୮ ଆହତ

ବୈପାରିଗୁଡ଼ା: ଘରୋଇ ସ୍କୁଲର ପିଅନ୍‌ଙ୍କ ଶେଷ ଦର୍ଶନ ପାଇଁ ଯାଉଥିବା ବେଳେ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ସ୍କୁଲର ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇଛି। ସ୍କୁଲର ଅନ୍ୟ ୮ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ…

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ନଡ୍ଡା ଓ ସୋନିଆ

ବିନା ଲଢ଼େଇ ତଥା ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଏନେଇ ଆଜି ରିଟର୍ଣ୍ଣିଂ ଅଫିସର ଘୋଷଣା କରିଛନ୍ତି। ଗୁଜରାଟର ଖାଲିପଡିଥିବା…

ଗୁଣି ଗାରେଡ଼ି ସନ୍ଦେହରେ ବ୍ୟକ୍ତିଙ୍କୁ ପୋଡ଼ି ଦେଇଥିଲେ, ଏବେ ୧୧ ଜଣଙ୍କୁ ଗିରଫ କରିଛି ପୋଲିସ

ବ୍ରହ୍ମପୁର : ଅନ୍ଧବିଶ୍ୱାସରେ ସମ୍ପୂର୍ଣ୍ଣ ଅନ୍ଧ ହୋଇଗଲାଣି ଏ ମଣିଷ । ଭୁଲିଯାଇଛି ମାନବିକତା । ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା ବ୍ରହ୍ମପୁରର ହଳଦୀବାଡ଼ ଗାଁରେ । ତେବେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତି ପିଟି ପିଟି ହତ୍ୟା କରିବା…