ଉଦ୍ଧବ ବି ଛାଡ଼ି ପାରନ୍ତି ‘ଇଣ୍ଡିଆ’ ମେଣ୍ଟ
ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟ୍କା ମିଳୁଛି। ନୀତୀଶ କୁମାର ଓ ମମତା ବାନାର୍ଜୀଙ୍କ ପରେ ଏବେ ଉଦ୍ଧବ ଠାକରେ ମଧ୍ୟ ଇଣ୍ଡି ଆଲାଏନ୍ସ ଛାଡି ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଦଳ ଦଳ…
ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟ୍କା ମିଳୁଛି। ନୀତୀଶ କୁମାର ଓ ମମତା ବାନାର୍ଜୀଙ୍କ ପରେ ଏବେ ଉଦ୍ଧବ ଠାକରେ ମଧ୍ୟ ଇଣ୍ଡି ଆଲାଏନ୍ସ ଛାଡି ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଦଳ ଦଳ…
ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର…
ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ସିଟ୍ ଭାଗବଣ୍ଟାକୁ ନେଇ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟରେ ଜାରି ରହିଛି ଟଣାଓଟରା। ଇଣ୍ଡି ଆଲାଏନ୍ସର ସହଯୋଗୀ ଦଳ ରାଷ୍ଟ୍ରିୟ ଲୋକ ଦଳ (ଆରଏଲଡି) ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗଦେବା ପରେ ପୁଣିଥରେ ଉତ୍ତରପ୍ରଦେଶରେ…
ବରଗଡ: ବହୁ ଦିନର ଅପେକ୍ଷା ପରେ ପୁରଣ ହେବାକୁ ଯାଉଛି ବରଗଡବାସୀଙ୍କ ସ୍ଵପ୍ନ । ଆସନ୍ତାକାଲି ବରଗଡ ଗସ୍ତରେ ଯାଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…
ଆଜି ଉତ୍ତର ପ୍ରଦେଶର ସମ୍ଭଲ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ କଲ୍କି ଧାମ ମନ୍ଦିରର ଭୂମି ପୂଜନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଜାନୁଆରୀ ୨୨ ପରଠାରୁ ନୂଆ ଯୁଗର ଆରମ୍ଭ ହୋଇଛି। ଭୂମି ପୂଜନ ପରେ ସମାରୋହରେ…
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା । ଏହାକୁ ଆଜି ଭିସି ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଜିଲ୍ଲାର ସମସ୍ତ ୧୦୯ ଟି ପଚାଂୟତରୁ…
ଚାଷୀ ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ରମନ୍ତ୍ରୀମାନଙ୍କ ସହ କୃଷକମାନଙ୍କ ଆଲୋଚନା ସକାରତ୍ମକ ହୋଇଛି। ଏହି ଆଲୋଚନା ପରେ କୃଷକ ଆନ୍ଦୋଳନ ସାମାନ୍ୟ ଶାନ୍ତ ହୋଇଛି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP ଉପରେ ଗ୍ୟାରେଣ୍ଟି ଦାବି ନେଇ ଚାଷୀମାନେ…
ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି।…
ଚଣ୍ଡିଗଡ଼ ମେୟର ଇଲେକ୍ସନରେ ଆସିଛି ଟ୍ୱିଷ୍ଟ। ଭୋଟ୍ ଗଣତିରେ ଚଞ୍ଚକତା ଅଭିଯୋଗ କରି ଆପ୍ ସୁପ୍ରିମକୋର୍ଟରେ ପହଞ୍ଚିଥିବା ବେଳେ ଦଳର ତିନି ଜଣ ନବ ନିର୍ବାଚିତ କାଉନସିଲର ବିଜେପିରେ ଯୋଗ ଦେଇସାରିଲେଣି। ସେପଟେ ବିଜେପି ପକ୍ଷରୁ ବିଜୟୀ ହୋଇଥିବା ମେୟର ମନୋଜ…
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱ ଠାରେ ଆରମ୍ଭ ହୋଇଛି ଦୁଇ ଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ । ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ବ, ୧୦୦ରୁ ଅଧିକ ବିଶିଷ୍ଟ…