2024

ଧର୍ମେନ୍ଦ୍ରଙ୍କ ସମେତ ୭ କେନ୍ଦ୍ରମନ୍ତ୍ରୀଙ୍କୁ ମିଳିଲାନି ରାଜ୍ୟସଭା ଟିକେଟ

ନୂଆଦିଲ୍ଲୀ : ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ୭ ଜଣ କେନ୍ଦ୍ରମନ୍ତ୍ରୀଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେଉଛି। କିନ୍ତୁ ବିଜେପି ଏମାନଙ୍କୁ ପୁଣିଥରେ ରାଜ୍ୟସଭାକୁ ମନୋନୀତି କରି ନାହିଁ। ରାଜ୍ୟସଭା ରେସରୁ ୭ ଜଣ କେନ୍ଦ୍ରମନ୍ତ୍ରୀ ବାଦ ପଡ଼ିବା ପରେ…

୨୨ ଯାଏ ଜେଲ ହାଜତକୁ ଗଲେ ହେମନ୍ତ ସୋରେନ

ରାଞ୍ଚି : ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଜି ୨୨ ତାରିଖ ଯାଏ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ବିର୍ସା ମୁଣ୍ଡା କେନ୍ଦ୍ରୀୟ ଜେଲରେ ରହିବେ। ଜମି ଜାଲିଆତି ଘଟଣାରେ ଗିରଫ ହୋଇଥିବା ହେମନ୍ତ ସୋରେନଙ୍କ ରିମାଣ୍ଡ…

କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ପିତାଙ୍କ ଦେହାନ୍ତ

କଟକ : ବିଶିଷ୍ଟ ଶିକ୍ଷାବିତ୍ ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଦୀର୍ଘ…

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ମିଳିବ ମାସିକ ୫ହଜାର ଓ ହେଲପରଙ୍କୁ ୩ହଜାର ଟଙ୍କାର ସ୍ୱତନ୍ତ୍ର ଭତ୍ତା

ଭୁବନେଶ୍ବର : ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ…

‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ନୂଆପଡା,…

ତପ୍ତପାଣି ଘାଟିରେ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ; ୬ ଯାତ୍ରୀ ଆହତ, ୨ ଗୁରୁତର

ବ୍ରହ୍ମପୁର: ତପ୍ତପାଣି ଘାଟିର ପାଳଖୋଳାରେ ଗୁରୁବାର ସନ୍ଧ୍ୟାରେ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀବାହୀ ବସ୍‌ ଓଲଟିବାରୁ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି। ୨ ଜଣ ଗୁରୁତର ଥିବା ଜଣାପଡ଼ିଛି। ଆହତ ଯାତ୍ରୀମାନଙ୍କର ପରିଚୟ ମିଳିପାରି ନାହିଁ। ସୂଚନା ଅନୁସାରେ…

୭୫୦ ଶଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ଲୋକାର୍ପିତ

ଭୁବନେଶ୍ବର: ଆମେ ସମସ୍ତେ ସ୍ବାସ୍ଥ୍ୟ ପ୍ରତି ସଚେତନତା ହେବା ଜରୁରୀ। ଆମ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ କରିବା ଜରୁରୀ। ବହୁ ପ୍ରତୀକ୍ଷିତ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର…

୫ଟି ବେଆଇନ୍‌ ଦେଶୀ ବନ୍ଧୁକ ଜବତ, ୫ ଅଭିଯୁକ୍ତ ଗିରଫ

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ପୁଲିସ ଚଢ଼ାଉ କରି ୫ଟି ବନ୍ଧୁକ ଜବତ କରିଛି। ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରାଯାଇଥିବା ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ଥାନୀୟ ପୁଲିସ…

ଭୋଜିରୁ ଫେରିବା ବେଳେ ଦୁର୍ଘଟଣା: ଗଛରେ ପିଟି ହେବାରୁ ୨ଜଣଙ୍କ ମୃତ୍ୟୁ

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ତରା-ବାର୍‌ହାଟିପୁରା ରାସ୍ତାର ନାକଝରିଠାରେ ଏକ ଟାଟାଏସି ଗାଡ଼ି ବରଗଛରେ ପିଟି ହେବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଝାଡ଼ଖଣ୍ଡ ଜାମୁନଗରର ସୟଦ ଖାଁ (୪୨) ଓ…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମାପନ ହେବ ଅଙ୍ଗଦାତାଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା…