2024

ଥମୁନି ସନ୍ଦେଶଖାଲି ହଙ୍ଗାମା, ପୁଲିସ ସହ ଧସ୍ତାଧସ୍ତି ବେଳେ ବିଜେପି ନେତା ଆହତ

ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ହୋଇଥିବା ହିଂସାକୁ ନେଇ ଥମୁନି ହଙ୍ଗାମା। ତ୍ରୁଣମୂଳ କଂଗ୍ରେସ ନେତା ଶାଜାହାନ ଶେଖ ଓ ତାଙ୍କ ସହଯୋଗୀମାନେ ମହିଳାଙ୍କ ଉପରେ କରିଥିବା ଯୌନ ନିର୍ଯାତନା ବିରୋଧରେ ସନ୍ଦେଶଖାଲିରେ ଆରମ୍ଭ ହୋଇଥିବା ହିଂସା ଦିନକୁ ଦିନ ଉଗ୍ର ରୂପ ନେଉଛି।…

ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ରାଜ୍ୟସଭା ଯିବେ ଅଶୋକ ଚୌହାନ

ମହାରାଷ୍ଟ୍ରରୁ ରାଜ୍ୟସଭା ଯିବେ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଅଶୋକ ଚୌହାନ। ସେହିପରି ଗୁଜରାଟରୁ ରଜ୍ୟସଭାକୁ ଯିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା’ର ପ୍ରକାଶ କରିଥିବା ତୃତୀୟ ପାର୍ଥୀ ତାଲିକାରୁ…

ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ପରେ ଶ୍ରୀମନ୍ଦିର ପ୍ରଶାସନ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମ୍ ହସ୍ପିଟାଲର ନୂଆ କ୍ୟାମ୍ପସ

ଭୁବନେଶ୍ୱର: ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍‌କୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଦୀର୍ଘ ୧୯ ବର୍ଷରୁ…

ନିର୍ବାଚନ ପାଇଁ ପୋଲିସର ପ୍ରସ୍ତୁତି, ଦାଗୀଙ୍କୁ କରାଯିବ ତଡ଼ିପାର୍

ଭୁବନେଶ୍ବର: ତଡ଼ିପାର ହେବେ ପେସାଦାର ଅପରାଧୀ । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବାପାଇଁ ଭୁବନେଶ୍ବର ସହରାଞ୍ଚଳ ପୋଲିସର ପ୍ରସ୍ତୁତି ବୈଠକ। ଡିସିପି ପ୍ରତୀକ ସିଂହ ଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଛି । ପେସାଦାର ଓ…

ବୁଣାକାରଙ୍କ କଲ୍ୟାଣ ପାଇଁ ନୂଆ ଯୋଜନା, ମାସକୁ ପାଇବେ ୨୦୦୦ ଟଙ୍କା ସହାୟତା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନାରେ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ

ପୁରୀ : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ…

ବିଜେପିର କୋର କମିଟି ଗଠିତ: ସ୍ଥାନ ପାଇଲେ ମନମୋହନ, ବୈଜୟନ୍ତଙ୍କ ସମେତ ଧର୍ମେନ୍ଦ୍ର ଓ ଅଶ୍ବିନୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ବିଭିନ୍ନ କମିଟି ଗଠନ କରିଛି। ଏଥିରେ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି ଓ ଫାଇନାନ୍ସ କମିଟି ସାମିଲ ଅଛି। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସଂପାଦକ…

୨୯ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ । ଦିନ ୧୦ଟା ୧୦ରୁ ୧୦ଟା ୪୦ ମଧ୍ୟରେ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି…

କଳାକାରମାନଙ୍କ ସହାୟତା ରାଶି ୨୦୦୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି। ଗତକାଲି ‘ମମତା ଯୋଜନା’ରେ ପରେ ଆଜି କଳାକାର ସହାୟତା ରାଶି ବୃଦ୍ଧି କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାର ସହାୟତା ରାଶି ମାସିକ ୧୨୦୦ରୁ…