ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ ଆଣୁଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର ପରିକ୍ରମା…
