2024

ଚାଉଳ ସହ ଦିଆଯାଉଥିବା ବ୍ୟାଗ୍‌କୁ ପୋଡ଼ିଲେ ବିଜେପି କର୍ମୀ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସଦର ପଞ୍ଚାୟତ ଠାରେ ଚାଉଳ ସହ ଦିଆଯାଉଥିବା ବ୍ୟାଗ୍‌କୁ ପୋଡିଦଲେ ବିଜେପି କର୍ମୀ। ଆଜି ଦିନ ୧୨ଟା ବେଳେ ଚିତ୍ରକୋଣ୍ଡା ଗ୍ରାମପଞ୍ଚାୟତ କାର୍ଯାଳୟ ଠାରେ ରାଜୁଲକୋଣ୍ଡା ଗ୍ରାମବାସୀଙ୍କୁ ଚାଉଳ ବଣ୍ଟନ କରାଯାଉଥିଲା। ଚାଉଳ ସହ…

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କମିଲା ବିଦ୍ୟୁତ୍‌ ଦର

ଭୁବନେଶ୍ବର: ଗ୍ରୀଷ୍ମଋତୁର ଆଗମନ ପୂର୍ବରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି। ଗ୍ରୀଷ୍ମଦିନରେ ଏସି ଓ କୁଲରର ବ୍ୟବହାର ଯୋଗୁଁ ବିଦ୍ୟୁତ୍‌ ବିଲ୍‌ ଅଧିକ ଆସିବା ନେଇ ଚିନ୍ତାରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିସନ (ଓଇଆରସି)…

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା ରାଶି, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା ରାଶି ୨ଗୁଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା…

ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ଶିବରାଜ ସିଂ ଚୌହାନ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓଡ଼ିଶାରେ ପହଞ୍ଚିବା ମାତ୍ରେ ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ୮୬ ପ୍ରତିଶତ ଲୋକ…

ୟୁଏଇରେ ଲଞ୍ଚ ହେଲା ୟୁପିଆଇ ଓ ରୁପେ କାର୍ଡ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନହୟାନ ମିଳିତ ଭାବେ ଆଜି ୟୁପିଆଇ ଓ ରୁପେ କାର୍ଡ ସେବାକୁ ଲଞ୍ଚ କରିଛନ୍ତି। ୟୁଏଇରେ ପ୍ରଥମ ଥର ପାଇଁ ଭାରତରେ ପ୍ରଚଳିତ…

ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ବିଜେପି କର୍ମୀଙ୍କ ସହ ପୁଲିସର ମୁହାଁମୁହିଁ, ଲାଠିଚାର୍ଜ

କୋଲକାତା: ଶାଜାହାନ ଶେଖ୍‌ ଓ ତାଙ୍କ ସହଯୋଗୀଙ୍କ ଦ୍ୱାରା ମହିଳାଙ୍କୁ ଯୌନ ନିର୍ଯାତନାକୁ ବିରୋଧ କରି ଚାଲିଥିବା ବିକ୍ଷୋଭ ସମୟରେ ଉତ୍ତେଜନା ବଢ଼ିବା ପରେ ଦଙ୍ଗା ପ୍ରଭାବିତ ସନ୍ଦେଶଖାଲିରେ ପୁଲିସ ଓ ଭାରତୀୟ ଜନତା ପାର୍ଟି (ବିଜେପି)ର କର୍ମୀଙ୍କ ମଧ୍ୟରେ ସଂଘର୍ଷ…

ନିର୍ବାଚନ କମିଶନର ନିଯୁକ୍ତି ଆଇନ ଉପରେ ରୋକ୍‌ ଲଗାଇବାକୁ ପୁଣିଥରେ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ନିର୍ବାଚନ କମିଶନର ନିଯୁକ୍ତିକୁ ନେଇ ବିବାଦୀୟ ନୂଆ ଆଇନ ଉପରେ ରୋକ ଲଗାଇବାକୁ ସୁପ୍ରିମ୍‌କୋର୍ଟ ଆଜି ଦ୍ୱିତୀୟ ଥର ପାଇଁ ମନା କରିଦେଇଛନ୍ତି। ତେବେ ଅଦାଲତ ଏହି ଆବେଦନକୁ ଏହି ପ୍ରସଙ୍ଗରେ ବିଚାରାଧୀନ ମାମଲା ତାଲିକାରେ ଯୋଡ଼ିଛନ୍ତି ଏବଂ ସାଧାରଣ…

ଆଜି ପ୍ରତ୍ୟେକ କ୍ଷେତ୍ରରେ ୟୁଏଇ ଓ ଭାରତ ମଧ୍ୟରେ ସହଯୋଗିତା ରହିଛି : ମୋଦୀ

ଦୁବାଇ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ୟୁଏଇ ଗସ୍ତରେ ଯାଇ ଆବୁଧାବିରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ୟୁନାଇଟେଡ୍ ଆରବ ଏମିରେଟ୍ସ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହୟାନ ଉପସ୍ଥିତ ରହି ମୋଦୀଙ୍କୁ ସ୍ବାଗତ କରିଥିଲେ ।…

ଚାଷୀଙ୍କ ବିରୋଧକୁ ଦେଖି ସର୍ବସାଧାରଣଙ୍କ ପାଇଁ ଲାଲକିଲ୍ଲା ସିଲ

ନୂଆଦିଲ୍ଲୀ: ଚାଷୀଙ୍କ ବିରୋଧକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ବ୍ୟାପକ ପୁଲିସ ଓ ସୁରକ୍ଷା ବାହିନୀ ମୁତୟନ କରାଯାଇଛି। ଅନ୍ୟପକ୍ଷରେ ସୁରକ୍ଷା କାରଣରୁ ଐତିହାସିକ ଲାଲକିଲ୍ଲାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଏଏସଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ସୁରକ୍ଷା ଦୃଷ୍ଟିରୁ…

ରାଜ୍ୟସଭା ପାଇଁ ବୁଧବାର ମନୋନୟନ ପତ୍ର ଦାଖଲ କରିବେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ଏହି ନିର୍ବାଚନ ପାଇଁ ବିଜେପି ସମେତ ବିଭିନ୍ନ ଦଳ ନିଜ ନିଜର ପ୍ରାର୍ଥୀ ଘୋଷଣା କରିଛନ୍ତି । ତେବେ ଏହି ନିର୍ବାଚନର…