2024

ପୁଣି ଶୀତ ଲହରୀ: କିରେଇରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ରେକର୍ଡ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଥରେ ଶୀତ ଲହରୀ ଅନୁଭୂତ ହୋଇଛି। ପୁଣି ପାରଦ ଖସିଛି। ତାପମାତ୍ରା କମିଛି। ସମଗ୍ର ରାଜ୍ୟରେ ରାତିର ତାପମାତ୍ରା ସର୍ବନିମ୍ନ ହ୍ରାସ ପାଇଛି। ସୁନ୍ଦରଗଡ କିରେଇରେ ସର୍ବନିମ୍ନ ୮ ଡିଗ୍ରୀ ତାପମାତ୍ରା…

ଆସନ୍ତା ୨୦ରୁ ମାଟ୍ରିକ ପରୀକ୍ଷା: ବୋର୍ଡ ପକ୍ଷରୁ ଜାରି ହେଲା ଗୁରୁତ୍ବପୂର୍ଣ୍ଣ ତଥ୍ୟ

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ପକ୍ଷରୁ ଆୟୋଜିତ ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଆସନ୍ତା ୨୦ ତାରିଖ ଠାରୁ ଆରମ୍ଭ ହେବ। ଏଥିପାଇଁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟର ସମସ୍ତ ତଥ୍ୟ ବୋର୍ଡର ୱେବସାଇଟ୍ www.bseodisha.ac.inରେ…

ହାତ ଧରିଲେ ଅଭିନେତା ମନୋଜ ମିଶ୍ର

ବଲାଙ୍ଗିର : ହାତ ଧରିଲେ ଅଭିନେତା ମନୋଜ ମିଶ୍ର । ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ…

‘ସ୍ୱର୍ଗଦ୍ୱାର ଆପ୍’ ଲୋକାର୍ପିତ

ପୁରୀ : ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି। ଏଣିକି ସହଜ ହେବ ଶବଦାହ ପାଇଁ ରେଜିଷ୍ଟ୍ରେସନ୍। ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ପରିସରରେ ‘ସ୍ୱର୍ଗଦ୍ୱାର ମୋବାଇଲ ଆପ’ ଲୋକାର୍ପଣ କରିଛନ୍ତି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ। ସ୍ୱର୍ଗଦ୍ୱାରକୁ ଆସୁଥିବା ଶବ ସଂଖ୍ୟା…

ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଗୁରୁତର

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଅଦାବରିଆ ପରିବାରର ଘରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଛଅ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି।…

ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ ମହାପାତ୍ର ଗିରଫ

କଟକ : ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ତାଙ୍କ ଠାରୁ ୬ ଲକ୍ଷ ୭୯ ହଜାର ଟଙ୍କା ଜବତ କରାଯାଇଛି। ଏତେ ପରିମାଣରେ ନଗଦ ଟଙ୍କା ସେ କେଉଁଠାରୁ ଆଣିଥିଲେ, କେଉଁ…

ସାଇବର ସୁରକ୍ଷା ଅଭିଯାନ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ

ଭୁବନେଶ୍ବର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ ହୋଇଛି। କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍‌ ଏକ୍ସଲେ‌ନ୍‌ସ ସହଯୋଗରେ ଫ୍ୟୁଚର କ୍ରାଇମ୍‌ ରିସର୍ଚ୍ଚ ଫାଉଣ୍ଡେସନ୍‌ (ଏଫ୍‌ସିଆରଏଫ୍‌) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ କାର୍ଯ୍ୟକ୍ରମ ‘ଫ୍ୟୁଚର କ୍ରାଇମ୍‌…

ରାଜ୍ୟରେ ବିଦ୍ୟୁତ ଚାଳିତ କମର୍ସିଆଲ ଗାଡ଼ି ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ।…

ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି: ହିତାଧିକାରୀ ପାଇବେ ସର୍ବନିମ୍ନ୧ ହଜାର ଟଙ୍କା

ଭୁବନେଶ୍ବର: କିଛିଦିନ ଧରି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ଅଧିକ ସହାୟତା ଦେବାକୁ ବିରୋଧୀ ଦଳ ଦାବି କରୁଥିଲେ । ଏହା ସହ ଏହା ଉପରେ ବିଚାର କରିବାକୁ ଓଡ଼ିଶା ହାଇକୋର୍ଟ ମଧ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ । ଏସବୁ ଭିତରେ…

ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ବର : ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସୁଜ୍ଞାନ କୁମାରୀଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ…