2024

ଲାଇଭ କରୁଥିବା ବ୍ୟକ୍ତିଙ୍କ ଗୁଳିମାଡ଼ରେ ଶିବସେନା ନେତାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଦହିସର ଅଞ୍ଚଳରୁ ଗତ ଗୁରୁବାର ଶିବସେନା ନେତାଙ୍କୁ ଗୁଳି କରି ହତ୍ୟା କରାଯିବାର ଏକ ଦୁଃଖଦ ଘଟଣା ସ‌ାମ୍ନାକୁ ଆସିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ପୁଲିସକୁ ଯାଞ୍ଚ ଦାୟିତ୍ବ…

ମୋ ଜେଜେବାପାଙ୍କୁ ଭାରତ ରତ୍ନ ଦେଇଛନ୍ତି, କେଉଁ ମୁହଁରେ ମେଣ୍ଟ ପାଇଁ ମନା କରିଥାନ୍ତି : ଜୟନ୍ତ ସିଂହ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ମୋଦି ସରକାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତାଙ୍କ ନାତି ତଥା ଆରଏଲଡି ନେତା ଜୟନ୍ତ ଚୌଧୁରୀ । ଚୌଧୁରୀ ଚରଣ…

ଜଷ୍ଟିସ୍ ଏଏମ ଖାନୱିଲକର ଦେଶର ନୂଆ ଲୋକପାଳ

ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଏଏମ ଖାନୱିଲକର ହେବେ ଦେଶର ନୂଆ ଲୋକପାଳ । ତାଙ୍କ ନିଯୁକ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଓ ବିପକ୍ଷ ନେତା ଅଧିକ ରଞ୍ଜନ ଚୌଧୁରୀ ମୋହର ମାରି…

ବନ୍ଧା ହେଲେ ପୂର୍ବତନ ଟିଏମସି ବିଧାୟକ

ବନ୍ଧା ହେଲେ ଟିଏମସିର ପୂର୍ବ ବିଧାୟକ ଅରାବୁଲ ଇସଲାମ । ଗତ ପଞ୍ଚାୟତ ନିର୍ବାଚନରେ ଜଣେ ଆଶାୟୀ ପ୍ରାର୍ଥୀଙ୍କୁ ହତ୍ୟା ମାମଲାରେ ତାଙ୍କୁ ବାନ୍ଧିଛି ପୁଲିସ୍‌ । ଗତ ଜୁନ୍‌ ମାସରେ ଅଲ ଇଣ୍ଡିଆ ସେକ୍ୟୁଲାର ଫ୍ରଣ୍ଟ(AISF) ନେତା ମୋହିଉଦ୍ଦିନ ମୁଲ୍ଲାଙ୍କୁ…

ହଲଦ୍ୱାନୀରେ ୪ ମୃତ, ୨୫୦ ଆହତ; କର୍ଫ୍ୟୁ ଜାରି, ଇଣ୍ଟରନେଟ୍‌ ସେ‍ବା ଠପ୍‌

ଏକ ବେଆଇନ୍ ମଦ୍ରାସା ଭାଙ୍ଗିବାକୁ ନେଇ ଗତକାଲିଠୁ ଉତ୍ତରାଖଣ୍ଡର ହଲଦ୍ୱାନୀରେ ଅଣାୟତ୍ତ ହୋଇଛି ଆଇନଶୃଙ୍ଖଳା ପରିସ୍ଥିତି। ଏହି ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୨୫୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ସ୍ଥିତି ଅଣାୟତ୍ତ ହେବାରୁ ହଲଦ୍ୱାନୀ ସହର ପୁଲିସ୍‌…

ହାଫିଜର ପୁଅକୁ ମିଳିଲା ମାତ୍ର ୨୦୨୪ ଖଣ୍ଡ ଭୋଟ

୨୬/୧୧ ମୁମ୍ବାଇ ହମଲାର ମାଷ୍ଟରମାଇଣ୍ଡ ହାଫିଜ ସୟିଦର ପୁଅକୁ ପ୍ରତ୍ୟାଖ୍ୟାନ କରିଛନ୍ତି ପାକିସ୍ତାନବାସୀ। ପାକିସ୍ତାନ ସାଧାରଣ ନିର୍ବାଚନରେ ହାଫିଜ ସୟିଦର ପୁଅ ତଲହା ହାଫିଜ ସୟିଦ ଅମାନତ ହରାଇଛି। ତଲହା ଲାହୋରର ଏନଏ ୧୨୨ ଆସନରୁ ପ୍ରାର୍ଥୀ ହୋଇଥିଲା। କିନ୍ତୁ ଏଠାରେ…

ଝାରସୁଗୁଡ଼ାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ ନ୍ୟାୟ ଯାତ୍ରା କରିଛନ୍ତି। ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲେ ରାହୁଲ ଗାନ୍ଧୀ। ପ୍ରାୟ ଦୁଇ କିଲୋମିଟର ଯାତ୍ରା ପରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ରାହୁଲ ଗାନ୍ଧୀ। ଏହି…

ବିଜ୍ଞାନପ୍ରଚାର ସମିତି ସାଲେପୁର ଶାଖା ପକ୍ଷରୁ ଦୈନନ୍ଦିନ ବ୍ୟବହାରରେ ଔଷଧୀୟ ବୃକ୍ଷ ପୁସ୍ତକର ଉନ୍ମୋଚନ

କଟକ : ବିଶିଷ୍ଟ ମତ୍ସ୍ୟବିଜ୍ଞାନୀ ଡକ୍ଟର ଗଜେନ୍ଦ୍ରନାଥ ମିତ୍ରଙ୍କ ୧୦୮ତମ ଜନ୍ମବାର୍ଷିକୀ ଅବସରରେ ବିଜ୍ଞାନପ୍ରଚାର ସମିତି ସାଲେପୁର ଶାଖା ପକ୍ଷରୁ ଏକ ପ୍ରତିଭାପୂଜନ କାର୍ଯ୍ୟକ୍ରମ ବିବେକାନନ୍ଦ ବିଦ୍ୟାପୀଠ, ବହୁଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ ଆୟୋଜିତ ସଭାରେ ସଭାପତିତ୍ବ…

ଛାଡ଼ପତ୍ର ନେଇ ସୂଚନା ଦେଲେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି

କଟକ: ଅବଶେଷରେ ଓଲିଉଡର ‌ସେଲିବ୍ରିଟି ଯୋଡ଼ି ଅନୁଭବ-ବର୍ଷାଙ୍କ ୧୦ ବର୍ଷର ସମ୍ପର୍କରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ହୋଇଛି ଛାଡ଼ପତ୍ର। ଏନେଇ ‘ଏକ୍ସ’ରେ ନିଜ ବିବାହ ବିଚ୍ଛେଦ ସଂପର୍କରେ…

ବିଧାନସଭାରେ ଅର୍ପଣ ରଥ ଓ ଉଷୁନା ଚାଉଳ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଲା ବିଜେପି

ଭୁବନେଣ୍ବର: ଶୂନ୍ୟକାଳରେ ବିଜେପି ପୁଣି ଉଠାଇଲା ଅର୍ପଣ ରଥ ଓ ଉଷୁନା ଚାଉଳ ପ୍ରସଙ୍ଗ। ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। କାହା ନିର୍ଦ୍ଦେଶରେ ଅର୍ପଣ ରଥ ବାହାରିଥିଲା ? କାହା ନିର୍ଦ୍ଦେଶରେ…