2024

‘ମୋ ଘର ଦୂଆର ଓ ଅଫିସ୍ ଆପଣମାନଙ୍କ ପାଇଁ ସବୁବେଳେ ଖୋଲା’

ନୂଆଦିଲ୍ଲୀ : ରାଜନୀତର ଡେବ୍ୟୁ ମ୍ୟାଚରେ ବିରାଟ ବିଜୟ ପରେ ନିର୍ବାଚନମଣ୍ଡଳୀ ପରିଦର୍ଶନ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ୱାୟନାଡ଼ର ସାଂସଦ ଭାବେ ଶପଥ ନେବା ପରେ ସେ ଆଜି ପ୍ରଥମ ଥର ପାଇଁ କେରଳ ଗସ୍ତ କରିଛନ୍ତି। ଏହି ଅବସରରେ…

ଡିସେମ୍ବର ୫ରେ ମହାରାଷ୍ଟ୍ରରେ ଶପଥ ଉତ୍ସବ

ମୁମ୍ବାଇ : ଡିସେମ୍ବର ୫ରେ ଶପଥ ନେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ୨ ତାରିଖରେ ବିଧାୟକ ଦଳ ବୈଠକ ପରେ ୫ରେ ଶପଥ ସମାରୋହ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତା ଉପରୁ ଏଯାଏଁ…

ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଜୟ ଜଗନ୍ନାଥ…ଜୟ ଜଗନ୍ନାଥ…। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ ଯୋଗଦେବାର ସୁଯୋଗ ମିଳିଥିଲା। ସେଠାରେ ଓଡ଼ିଶାର ଚା’…

ମହାରାଷ୍ଟ୍ର ଗୋଣ୍ଡିଆ ବସ ଦୁର୍ଘଟଣା: ସମବେଦନା ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଟ୍ୱିଟ ବାର୍ତ୍ତାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ‘ମହାରାଷ୍ଟ୍ରର ଗୋଣ୍ଡିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ…

ଜଙ୍ଗଲରେ ପାଟ୍ରୋଲିଂ କରିବ ଅଲ୍-ଟେରେନ୍ ମୋଟର ଯାନ; ଆଖି ପିଛୁଳାକେ ଲିଭାଇବ ନିଆଁ

ଆହୁରି ସୁଦୃଢ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ । ନିଆଁ ଲାଗିଲେ ତାହାକୁ ପ୍ରତିହତ କରିବାକୁ ତତକ୍ଷଣାତ ଏହା ନେଇ ପାରିବ ପଦକ୍ଷେପ । ଏଥିପାଇଁ ରାଜ୍ୟର ବିଭିନ୍ନ ଜଙ୍ଗଲକୁ ମିଳିଛି ଅଲ୍-ଟେରେନ୍ ମୋଟର ଯାନ ବା ଏଟିଭି ଏବଂ ଅଗ୍ନି…

ହିନ୍ଦୁଙ୍କ ସୁରକ୍ଷା କରିବା ବାଂଲାଦେଶ ସରକାରଙ୍କ ଦାୟିତ୍ବ : ଜୟଶଙ୍କର

ନୂଆଦିଲ୍ଲୀ: ବାଂଲାଦେଶରେ ହିନ୍ଦୁଙ୍କ ବିରୋଧରେ ହୋଇଥିବା ହିଂସାର ଜବାବରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲୋକସଭାରେ ବୟାନ ରଖିଛନ୍ତି । ଏକ ଲିଖିତ ଉତ୍ତରରେ ଜୟଶଙ୍କର କହିଛନ୍ତି ଯେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆକ୍ରମଣକୁ କେନ୍ଦ୍ର ସରକାର ଗମ୍ଭୀରତାର ସହ…

କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦୀ ଗିରଫ

ମାଲକାନଗିରି: ମାଲକାନିଗିରି ପୋଲିସକୁ ମିଳିଛି ବଡ଼ ସଫଳତା। ଜିଲ୍ଲାର MBHI 79 ଥାନା ଅନ୍ତର୍ଗତ କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦାକୁ ଗିରଫ କରିଛି ପୋଲିସ। ଆଣ୍ଟି ମାଡଭି ଓରଫ୍ ଲକି ନାମକ ଜଣେ ମହିଳା ମାଓବାଦୀ ନେତା ସୁକୁମା ମାଓବାଦୀ…

ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ

ମହାରାଷ୍ଟ୍ର ବିଧାନସଭା ନିର୍ବାଚରେ ମିଳିଥିବା ଶୋଚନୀୟ ପରାଜୟକୁ ଏପର୍ଯ୍ୟନ୍ତ ସହଜରେ ଗ୍ରହଣ କରିପାରୁନି କଂଗ୍ରେସ। ଦଳ ଏବେ ନିର୍ବାଚନ କମିଶନଙ୍କ ନିକଟରେ ନିର୍ବାଚନରେ ଅନିୟମିତତା ହୋଇଥିବା ଅଭିଯୋଗ କରିଛି। ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ…

ବିଚ୍‌ ବଜାରରେ ହୋଟେଲ ମାଲିକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର: ବିଚ୍‌ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଏପରି ଏକ ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି । ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ହୋଟେଲ ମାଲିକ ଜଣକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ହୋଟେଲ…

ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ମହାରାଷ୍ଟ୍ରରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓଲଟି ପଡ଼ିବାରୁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇ ଥିବାବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।…